ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୪୦୮୧୩ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୩୬୯୦୫...
ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧ ଲକ୍ଷ ୯୬ ହଜାର ୭୫୦ ଭୋଟ...
ମହାକାଳପଡ଼ା, ୨୩।୫ (ଡି.ଏନ୍.ଏ.)- ଆଳି ବିଧାନସଭା ନିର୍ବାଚନମଣ୍ଡଳୀରେ ଏବେ ସୁଦ୍ଧା ବିଜେଡି ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକ ୩୫, ୯୩୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ପ୍ରଧାନଙ୍କଠାରୁ ୭,୨୯୮ ଭୋଟରେ ଆଗୁଆ ଅଛନ୍ତି। ବିଜୟ ପ୍ରଧାନ...
Archives
Model This Week
ପିଲାଙ୍କ ଧରିତ୍ରୀ