ନିର୍ବାଚନ

ଛେଣ୍ଡିପଦାରେ ଅଗସ୍ତି ବେହେରା ୪୩୯୫ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୨ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୪୩୯୫ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୮୩୭୬ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି...

ତାଳଚେରରେ ବ୍ରଜକିଶୋର ୧୩୧୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୬ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୩୧୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୮୫୧୧ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୫୩୪୮ ଖଣ୍ଡ...

ବିଭୂତି ପ୍ରଧାନ ୮୨ ଖଣ୍ଡ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ବିଜେଡି-ଭାଜପା ମଧ୍ୟରେ କଡ଼ା ମୁକାବିଲା ଜାରି ରହିଛି। ୩୩ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ମାତ୍ର ୮୨ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ସେ ୭୩୯୯୭ ଭୋଟ ପାଇଛନ୍ତି। ତାଙ୍କ ପଛକୁ...

ଅନୁଗୋଳରେ ରଜନୀକାନ୍ତ ୧୫୪୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୧୫୪୨ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ ଆଗରେ ରହିଛନ୍ତି। ରଜନୀକାନ୍ତ ୨୮୧୫୫ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୨୬୬୧୩...

ତାଳଚେରରେ ବ୍ରଜକିଶୋର ୧୨୫୮୦ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୨୫୮୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୬୮୫୭ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୪୨୭୭ ଖଣ୍ଡ...

ଆଳିରେ ଆଗରେ ବିଜେଡି

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଶର୍ମାଙ୍କଠାରୁ ପ୍ରତାପ ଦେବ ୭,୦୧୨ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

ତାଳଚେରରେ ବ୍ରଜକିଶୋର ୧୧୧୦୭ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୧୧୦୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୩୪୮୯୩ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୨୩୭୮୬ ଖଣ୍ଡ...

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୩୨୩୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି...

ଚମ୍ପୁଆରେ ବିଜେଡି ପ୍ରାର୍ଥୀ ମିନାକ୍ଷୀ ବିଜୟୀ

ଚମ୍ପୁଆ, ୨୩।୫(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ମିନାକ୍ଷୀ ମହାନ୍ତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ମୁରଲୀ ମନୋହର ଶର୍ମାଙ୍କ ଠାରୁ ଅଧିକ ୨୫, ୫୦୫ ଭୋଟ ପାଇ ବିଜୟଲାଭ କରିଥିବା...

ପାଲଲହଡ଼ାରେ ମୁକେଶ ପାଲ ବିଜୟୀ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଧାୟକ ଭୋଟ ଗଣତି ଶେଷ ହୋଇଛି। ବିଜେଡିର ମୁକେଶ ପାଲ ୬ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ବିଜୟୀ ହୋଇଛନ୍ତି।

ସୁଧୀର ୧୩୯୮୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୭ତମ ରାଉଣ୍ଡ ସୁଦ୍ଧା ୧ଲକ୍ଷ ୧୭ ହଜାର ୧୭୮ ଭୋଟ ଗଣତି କରାଯାଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୫୩,୯୬୬ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର...

ମହେଶ ସାହୁ ୨୦୨୬୩ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୬ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୭ ଲକ୍ଷ ୫୮ ହଜାର ୧୯୨ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୩ ଲକ୍ଷ ୪୮ ହଜାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri