ଯାଜପୁର ଅଫିସ୍, ୨୩।୫- ବଡ଼ଚଣା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅମର ଶତପଥୀ ୧୩୯୧ ଭୋଟରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ଅମର ନାୟକଙ୍କୁ ହରାଇଛନ୍ତି।
ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୭ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୩୭୧୬ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍ ୧୫୯୬୩ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି...
ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର ମାଝିଙ୍କୁ ୩୧,୨୭୫ ଭୋଟ୍ ବ୍ୟବଧାନରେ ପରାସ୍ତ କରିଛନ୍ତି। ଗଣତିରେ ମୋଟ ୧,୭୪,୩୬୨ ଭୋଟ୍ରୁ...
Archives
Model This Week
ପିଲାଙ୍କ ଧରିତ୍ରୀ