ନିର୍ବାଚନ

ସାନଖେମୁଣ୍ଡିରେ ନନ୍ଦିନୀ ଦେବୀ ଆଗରେ

ବ୍ରହ୍ମପୁର ଅଫିସ,୨୩।୫- ସାନଖେମୁଣ୍ଡି ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ପଞ୍ଚମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ନନ୍ଦିନୀ ଦେବୀଙ୍କୁ ୧୦ହଜାର ୪୮୯ ଖଣ୍ଡ ଭୋଟ ମିଳିଛି। କଂଗ୍ରେସର ରମେଶ ଚନ୍ଦ୍ର ଜେନା ପ୍ରଥମ ତିନି ରାଉଣ୍ଡରେ ଆଗୁଆ...

ବୈଜୟନ୍ତଙ୍କୁ ପଛରେ ପକାଇ ଆଗଉଛନ୍ତି ଅନୁଭବ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବୈଜୟନ୍ତଙ୍କ ପଣ୍ଡାଙ୍କଠାରୁ ୩୫,୯୩୧ ଭୋଟରେ ଆଗରେ ଅଛନ୍ତି ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି। ୧୪ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଅନୁଭବ ୧,୧୧,୭୪୦ ଭୋଟ ପାଇଥିବା ବେଳେ...

ବିଭୂତି ପ୍ରଧାନ ୧୪୨୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୨୦ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୬,୭୨୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୫,୨୯୯ ଖଣ୍ଡ ଭୋଟ ପାଇ...

ଜି.ଉଦୟଗିରି, ବାଲିଗୁଡା, ଫୁଲବାଣୀରେ ବିଜେଡି ଆଗରେ

ଫୁଲବାଣୀ ଅଫିସ,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୯୧୩୪ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୬୩୨୨ ଭୋଟ ମିଳିଛି। ସେହିପରି ବାଲିଗୁଡାରେ ବିଜେଡି ପ୍ରାର୍ଥୀ ଚକ୍ରମଣୀ କହଁର ୧୨୯୪୩ ଭୋଟ...

ମହେଶ ସାହୁ ୧୩୪୬୮ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୩ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୫ ଲକ୍ଷ ୦୭ ହଜାର ୩୪୮ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୨ ଲକ୍ଷ ୩୧ ହଜାର...

କେନ୍ଦ୍ରାପଡ଼ା ବିଧାନସଭା ଆସନରେ କଡ଼ା ଟକ୍କର

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ବିଧାନସଭା ଆସନରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୪ର୍ଥ ରାଉଣ୍ଡ ଗଣତି ପରେ ବିଜେଡି ପ୍ରାର୍ଥୀ ଶଶିଭୂଷଣ ବେହେରା ମାତ୍ର ୧୦୬୪ ଭୋଟରେ ଆଗରେ ଥିବା ଜଣାପଡ଼ିଛି। କଂଗ୍ରେସ...

ଅନୁଗୋଳରେ ପ୍ରତାପ ପ୍ରଧାନ ୭୨ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୭୨ ଭୋଟରେ ଆଗରେ ରହିଛନ୍ତି। ବିଜେଡିର ରଜନୀକାନ୍ତ ସିଂ ୧୧୬୩୫ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୧୧୭୦୭ଭୋଟ ପାଇଛନ୍ତି।...

ମୋହନାରେ ବିଜେଡି ପ୍ରାର୍ଥୀ ଆଗୁଆ

ମୋହନା,୨୩।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ ୮ମ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପୂର୍ଣ୍ଣବାସୀ ନାୟକ ୧୪,୬୨୭ ଭୋଟ ପାଇ ଆଗୁଆ ଅଛନ୍ତି। ସେହିପରି କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୧୪,୦୦୬ ଭୋଟ ପାଇ ଦ୍ୱିତୀୟ...

ବିଭୂତି ପ୍ରଧାନ ୧୪୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୯ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୪,୮୫୩ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୪୩,୪୪୯ ଖଣ୍ଡ ଭୋଟ ପାଇ...

ପ୍ରଫୁଲ୍ଲ ମଲ୍ଲିକ ୮୫୩୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୭,୮୭୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୨୯,୩୩୬ ଭୋଟ ସହ ଦ୍ୱିତୀୟ ଏବଂ...

ପାରାଦୀପରେ କଡ଼ା ମୁକାବିଲା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟ୍‌ ଗଣତି ଜାରି ରହିଛି। ଏହି ଜିଲାର ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ପର୍ଯ୍ୟାୟ ଗଣତି ସୁଦ୍ଧା ବିଜେଡି ଓ କଂଗ୍ରେସ ମଧ୍ୟରେ କଡ଼ା ମୁକାବିଲା ହେଉଥିବା ଜଣାପଡିଛି।...

ମହେଶ ସାହୁ ୮୮୨୪ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩ା୫-ଢେଙ୍କାନାଳ ଲୋକ ସଭା ଆସନରେ ୧୨ତମ ରାଉଣ୍ଡ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇଛି। ୪ ଲକ୍ଷ ୬୨ ହଜାର ୩୬୯ଟି ଭୋଟ ଗଣତି ହୋଇଛି। ବିଜେଡି ପ୍ରାର୍ଥୀ ମହେଶ ସାହୁ ୨ ଲକ୍ଷ ୧୩ ହଜାର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri