ନିର୍ବାଚନ

ଆଠମଲ୍ଲିକରେ ରମେଶ ସାଏ ୮୩୭୭ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୮ମ ରାଉଣ୍ଡ ଶେଷସୁଦ୍ଧା ୮୩୭୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୧୭୨୩୬ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ...

ଭଞ୍ଜନଗରରେ ବିଜେଡିର ବିକ୍ରମ, ଆସିକାରେ ମଞ୍ଜୁଳା, ସୋରଡାରେ ପୂର୍ଣ୍ଣ ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ୨୦,୩୭୩ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର ପ୍ରଦ୍ୟୁମ୍ନ ନାୟକଙ୍କ ୧୭୪୫୭ ଭୋଟ...

ଅନୁଗୋଳରେ ରଜନୀକାନ୍ତ ସିଂ ୫୨୬ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ୨ୟ ରାଉଣ୍ଡ ଶେଷ ସୁଦ୍ଧା ୫୨୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରଜନୀକାନ୍ତ ସିଂ ୫୧୬୬ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୪୬୪୦ ଏବଂ କଂଗ୍ରେସ...

ବାଙ୍ଗିରିପୋଷି, ବାରିପଦାରେ ଭାଜପା ଓ ମୋରଡାରେ ବିଜେଡି ଆଗୁଆ

ବାରିପଦା ଅଫିସ,୨୩।୫: ଚତୁର୍ଥ ରାଉଣ୍ଡ ଭୋଟ ଗଣତି ସୁଦ୍ଧା ମୟୂରଭଞ୍ଜ ଲୋକ ସଭା ଆସନ ଅନ୍ତର୍ଗତ ବାଙ୍ଗିରପୋଷି ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗଦା ମୁର୍ମୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡିର ସୁଦାମ ମାରାଣ୍ଡିଙ୍କଠାରୁ ୭୯୮ ଭୋଟରେ ଆଗୁଆ ଅଛନ୍ତି।...

ତାଳଚେରରେ ବ୍ରଜକିଶୋର ୨୭୨୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୮୩୦୯ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୫୫୮୪ ଖଣ୍ଡ ଭୋଟ ପାଇଛନ୍ତି। ଫଳରେ ବ୍ରଜ କାଳନ୍ଦୀଙ୍କଠାରୁ ୨୭୨୫ ଖଣ୍ଡ ଭୋଟରେ...

ହିନ୍ଦୋଳ: ସୀମାରାଣୀ ୨୪୦୯ ଖଣ୍ଡ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୧୦ମ ରାଉଣ୍ଡ ଗଣତି ଶେଷ ହୋଇଛି। ଦୀର୍ଘ ସମୟ ପଛରେ ରହିବା ପରେ ବିଜେଡି କମ୍‌ବ୍ୟାକ୍‌ କରିଛି। ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୨୨୪୪୧ ଖଣ୍ଡ ଭୋଟ ପାଇ ଆଗୁଆ ହୋଇଛନ୍ତି।...

ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଆଗୁଆ

ରାଜନଗର,୨୩।୫(ଡି.ଏନ୍‌.ଏ): ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଗଣତି ଶେଷସୁଦ୍ଧା ବିଜେଡି ବିଧାୟକ ପ୍ରାର୍ଥୀ ଧୃବ ସାହୁ କଂଗ୍ରେସ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କଠାରୁ ୪,୨୦୦ରୁ ଊର୍ଦ୍ଧ୍ୱ ଭୋଟରେ ଆଗୁଆ ଅଛନ୍ତି।

କେନ୍ଦ୍ରାପଡ଼ା ଲୋକ ସଭାରେ ଅନୁଭବ ଆଗୁଆ

କେନ୍ଦ୍ରାପଡା ଅଫିସ,୨୩ା୫- ଦ୍ୱିତୀୟ ରାଉଣ୍ଡରେ କେନ୍ଦ୍ରାପଡା ଲୋକ ସଭା ଆସନର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୨୨୧୧ଖଣ୍ଡ ଭୋଟରେ ଆଗୁଆ ଥିଲେ। ସେହିପରି ତୃତୀୟ ରାଉଣ୍ଡ ସୁଦ୍ଧା ମହାନ୍ତି ୩୪୨୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

ଚିକିଟି ବିଧାନସଭାରେ କଡା ଟକ୍କର

ବ୍ରହ୍ମପୁର ଅଫିସ,୨୩।୫- ଚିକିଟି ବିଧାନସଭା ର୍ନିବାଚନ ମଣ୍ଡଳୀରେ ଭାଜପା ଏବଂ ବିଜେଡି ମଧ୍ୟରେ କଡା ଟକ୍କର ଚାଲିଛି। ପ୍ରଥମ ରାଉଣ୍ଡରେ ବିଜେଡିର ଉଷା ଦେବୀ ୨୩୩୩ ଭୋଟ ପାଇଥିବା ବେଳେ ଭାଜପାର ମନୋରଞ୍ଜନ ଦ୍ୟାନସାମନ୍ତରା ୨୪୬୩ ଖଣ୍ଡ ଭୋଟ ପାଇ...

୭ମ ରାଉଣ୍ଡ: ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୭ମ ରାଉଣ୍ଡ ସୁଦ୍ଧା ୭୫୩୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ମୋଟ୍‌ ୧୫୩୧୧ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଭାଗୀରଥି ପ୍ରଧାନ ୭୭୭୮...

ପରଜଙ୍ଗ ବିଧାନସଭା: ବିଭୂତି ପ୍ରଧାନ ୨୬୬୦ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ଭାଜପା ଭଲ ପ୍ରଦର୍ଶନ ଜାରି ରଖିଛି। ୭ର୍ଥ ରାଉଣ୍ଡ ଶେଷସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୧୬,୭୬୫ ଭୋଟ ପାଇଛନ୍ତି। ତାଙ୍କ ପଛକୁ ମନ୍ତ୍ରୀ ତଥା ବିଜେଡିର ଅନ୍ୟତମ ହେଭିଓ୍ବେଟ...

୨ୟ ରାଉଣ୍ଡ : ଧାମନଗରରେ ଭାଜପା ଆଗରେ

ଧାମନଗର, ୨୩।୫-ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଦାସ ୨୧୫୨, ଭାଜପା ପ୍ରାର୍ଥୀ ବିଷ୍ଣୁ ସେଠୀ ୨୨୮୭, ଏବଂ କଂଗ୍ରେସ ପ୍ରାର୍ଥୀ ବିଦ୍ୟାଧର ଯେନାଙ୍କୁ ୨୦୨ ଖଣ୍ଡ ଭୋଟ ମିଳିଛି। ଏଥିରେ ଭାଜପା ୧୩୫ ଖଣ୍ଡ ଭୋଟରେ ଆଗୁଆ ଅଛି।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri