ନିର୍ବାଚନ

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼. ଓମ ପ୍ରକାଶଙ୍କ ଉପସ୍ଥିତରେ ଏକ ଖବରଦାତା ସମ୍ମିଳନୀରେ ଜିଲାପାଳ ତଥା ଜିଲା ନିର୍ବାଚନ...

ଫେସ୍‌ବୁକ୍‌, ଗୁଗଲରେ ବିଜ୍ଞାପନ;ରାଜନୈତିକ ଦଳ ଖର୍ଚ୍ଚ କରିଛନ୍ତି ୫୩ କୋଟି

ନୂଆଦିଲ୍ଲୀ,୨୦-୫: ଦେଶର ରାଜନୈତିକ ଦଳଗୁଡ଼ିକ ଚଳିତ ବର୍ଷ ଫେବୃୟାରୀରୁ ଅଦ୍ୟାବଧି ଫେସ୍‌ବୁକ୍‌ ଓ ଗୁଗଲ ଆଦି ସୋସିଆଲ ମିଡିଆରେ ନିଜର ପ୍ରଚାର ପାଇଁ ୫୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ଏମାନଙ୍କ ମଧ୍ୟରେ ଶାସକ ଦଳ ଭାଜପା ସର୍ବାଗ୍ରେ...

ବ୍ରହ୍ମଗିରିରେ ସାନି ମତଦାନ

ବ୍ରହ୍ମଗିରି,୧୯ା୫(ଡି.ଏନ୍‌.ଏ): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ସଦର ବ୍ଲକ ଓ କୃଷ୍ଣପ୍ରସାଦ ବ୍ଲକର ଦୁଇଟି ବୁଥ୍‌ରେ ରବିବାର ସାନି ମତଦାନ ଆରମ୍ଭ ହୋଇଛି। ପ୍ରକାଶଥାଉ କି, କୃଷ୍ଣପ୍ରସାଦର ୬୨ନଂ ବୁଥ୍‌ର ସିୟୁ ହଜିଯାଇଥିବାବେଳେ ସଦରର ୨୨୮ନଂ ବୁଥ୍‌ରେ ଇଭିଏମ୍‌ ଭଙ୍ଗା...

ମୟୂରଭଞ୍ଜର ୫ ବୁଥ୍‌ରେ ଚାଲିଛି ସାନି ମତଦାନ

ବାରିପଦା ଅଫିସ,୧୯।୫: ମୟୂରଭଞ୍ଜ ଜିଲାର ୫ଟି ବୁଥ୍‌ରେ ରବିବାର ସାନି ମତଦାନ କରାଯାଉଛି। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୧୬ନଂ ବୁଥ୍‌-ଭୁଗୁଡ଼ାକଟା, ୧୯ନଂ ବୁଥ୍‌-ପୂର୍ଣ୍ଣଚନ୍ଦ୍ରପୁର, ଖଣ୍ଟା ବ୍ଲକର ବୁଥ୍‌ ନଂ-୨୪୮-ଅଠାପଡ଼ା, ବଡ଼ସାହି ବ୍ଲକର ୧୬୬ନଂ ବୁଥ୍‌-ଖନୁଆ(୨) ଏବଂ ବାଙ୍ଗିରିପୋଷୀ ବିଧାନସଭା ନିର୍ବାଚନମଣ୍ଡଳୀର...

ଯାଜପୁରରେ ସାନି ମତଦାନ ପୂର୍ବରୁ ନିର୍ବାଚନୀ ହିଂସା: ଭୁଜାଲିରେ ଆକ୍ରମଣ, ଜଣେ ଗୁରୁତର

ଯାଜପୁର ଅଫିସ,୧୯।୫- ବିଞ୍ଝାରପୁର ନିର୍ବାଚନମଣ୍ଡଳୀର ୧୩୫ ନଂ ବୁଥ୍‌ କଲ୍ୟାଣପୁରଠାରେ ରବିବାର ସାନି ମତଦାନ ହେବା ପୂର୍ବରୁ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଶନିବାର ବିଳମ୍ବିତ ରାତିରେ ଏହି ରାଜନୈତିକ ହିଂସାରେ ରଞ୍ଜିତ ଦାସ ଗୁରୁତର ଆହତ ହୋଇଥିବା ସୂଚନା...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ପୁରୀ ଜିଲାର ୩ ବୁଥ୍‌ରେ ଆଜି ସାନି ମତଦାନ

ପୁରୀ ଅଫିସ,୧୯ା୫: ପୁରୀ ଜିଲାର ୩ଟି ବୁଥ୍‌ରେ ରବିବାର ସାନି ମତଦାନ ଅନୁଷ୍ଠିତ ହେବ। ଏହି ବୁଥ୍‌ଗୁଡ଼ିକ ହେଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀର ୨୨୨ନଂ. କମାଶାସନ ପ୍ରୋଜେକ୍ଟ ୟୁପି ସ୍କୁଲ, କମାଶାସନ, ୬୨ନଂ. ଗାଦିବ୍ରହ୍ମ ପ୍ରାଇମେରୀ ସ୍କୁଲ, ବାଘମୁଣ୍ଡା ଏବଂ ସତ୍ୟବାଦୀ...

୫ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ଖବରଦାତା ସମ୍ମିଳନୀ: କ୍ଷମତାକୁ ଫେରିବାର ଦମ୍ଭୋକ୍ତି

ନୂଆଦିଲ୍ଲୀ,୧୮ା୫(ପି.ଟି./ଆଇଏଏନ୍‌ଏସ୍‌): ଚଳିତ ସାଧାରଣ ନିର୍ବାଚନରେ ଭାଜପା ପୁଣିଥରେ ପୂର୍ଣ୍ଣସଂଖ୍ୟାଗରିଷ୍ଠତା ସହ କ୍ଷମତାକୁ ଫେରିବ। ପୂରା ୫ ବର୍ଷ ଶାସନ କରିବା ପରେ ପ୍ରଥମଥର ପାଇଁ ବହୁମତ ସହ ଏକ ଦଳ କେନ୍ଦ୍ରରେ ସରକାର ଗଢ଼ିବାକୁ ଯାଉଛି ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ...

ଅନ୍ତିମ ପର୍ଯ୍ୟାୟ ୯ ଲୋକ ସଭା ଆସନ ପାଇଁ ମୋଦି-ଶାହ-ମମତା ମୁହାଁମୁହିଁ

କୋଲକାତା,୧୫।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ମେ ୧୯ରେ ମତଦାନ କରାଯିବ। ଏହି ପର୍ଯ୍ୟାୟରେ ପଶ୍ଚିମବଙ୍ଗର ୯ ଆସନ ପାଇଁ ମତଦାନ ହେବ। ଆସନ ହାତେଇବା ଲାଗି ଏଠାରେ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ପ୍ରତିଯୋଗୀତା ଜାରି...

ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ, ମୋଦି ନିଜ ଶାସନକାଳରେ କେବଳ ବିଦେଶ ଭ୍ରମଣ କରିଛନ୍ତି। ଜାପାନ ଗସ୍ତରେ ମୋଦି...

ମତଦାନ ଅଧିକାର ସାବ୍ୟସ୍ତ କରିବେ ୪୦ ମନମୋହନ-୩ ଅମିତ ଶାହ-୪ ରାଜନାଥ

ଭୋପାଳ,୧।୫: ମଧ୍ୟପ୍ରଦେଶର ଭୋପାଳ ଲୋକ ସଭା ଆସନରେ ମେ ୧୨ରେ ୬ଷ୍ଠ ପର୍ଯ୍ୟାୟର ମତଦାନ କରାଯିବ। ଏଠାରେ ୪୦ରୁ ଅଧିକ ନାମଧାରୀ ଦିଗ୍‌ ବିଜୟ ସିଂ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବେ। ସେହିପରି ୨୧ ଜଣ ପ୍ରଜ୍ଞା ସିଂ...

କମଲନାଥଙ୍କୁ ମାୟାବତୀଙ୍କ ସମର୍ଥନ ପ୍ରତ୍ୟାହାର ଧମକ

ଭୋପାଳ,୧ା୫: ମଧ୍ୟପ୍ରଦେଶର କମଲନାଥ ସରକାରଙ୍କୁ ବିଏସ୍‌ପି ସୁପ୍ରିମୋ ମାୟାବତୀ ସମର୍ଥନ ପ୍ରତ୍ୟାହାର ଧମକ ଦେଇଛନ୍ତି। ଗୁନା ଆସନରୁ ଏସ୍‌ପି-ବିଏସ୍‌ପି ପ୍ରାର୍ଥୀ ହୋଇଥିବା ଲୋକେନ୍ଦ୍ର ସିଂ ରାଜପୁତ କଂଗ୍ରେସରେ ଯୋଗଦେଇ କଂଗ୍ରେସ ପ୍ରାର୍ଥୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସମର୍ଥନ ଘୋଷଣା କରିଛନ୍ତି। ଏହାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri