ନିର୍ବାଚନ

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ;ମଇଦାନରେ ୧୮୪ କୋଟିପତି: ପୁନମ୍‌ ସିହ୍ନା ସବୁଠୁ

ନୂଆଦିଲ୍ଲୀ,୧ା୫(ପି.ଟି.): ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିବା ସବୁଠୁ ଧନୀ ହେଉଛନ୍ତି ଲକ୍ଷ୍ନୌ ଲୋକ ସଭା ଆସନର ସମାଜବାଦୀ ପାର୍ଟି (ଏସ୍‌ପି) ପ୍ରାର୍ଥୀ ପୁନମ୍‌ ସିହ୍ନା। ପୁନମଙ୍କ ସମ୍ପତ୍ତି ୧୯୩ କୋଟି ଟଙ୍କା ବୋଲି ନିର୍ବାଚନ ସଂସ୍କାର...

ମୋଦିଙ୍କ ପ୍ରାର୍ଥତ୍ପତ୍ର ରଦ୍ଦ ଦାବି

କୋଲକାତା/ଲକ୍ଷ୍ନୌ,୧ା୫: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ୪୦ ବିଧାୟକ ଆମ ସହ ସମ୍ପର୍କରେ ଅଛନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାବି କରିବାର ଦିନକ ପରେ ତାଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମୋଦି ଘୋଡ଼ାବେପାରରେ...

ଇଭିଏମ୍‌ ଅଚଳ : ଧାଡ଼ିରେ ଠିଆ ହୋଇ ଚେତାଶୂନ୍ୟ ହେଲେ ୨ ଭୋଟର

ଯାଜପୁରରୋଡ୍‌,୨୯ା୪(ନି.ପ୍ର.): ଯାଜପୁର ଜିଲାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ କୋରେଇ ନିର୍ବାଚନମଣ୍ଡଳୀର ଫାଜଲପୁର ଆଦର୍ଶ ଭୋଟ କେନ୍ଦ୍ରରେ ଏସାରୋଲ୍‌ ବିବି(୨୨) ଭୋଟ ଦେବା ପାଇଁ ଧାଡ଼ିରେ ଠିଆ ହୋଇଥିଲେ। ପ୍ରବଳ ଗରମ ଯୋଗୁ ସେ ଚେତାଶୂନ୍ୟ ହୋଇପଡ଼ିଥିବା ବେଳେ...

ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି। ସୋମବାର ସକାଳେ ଭୋଟ ଦେବା ସମୟରେ ଏନେଇ ଜଣାପଡ଼ିବା ପରେ ଗଚ୍ଛିତ ଥିବା...

ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା: ମମତା ବାନାର୍ଜୀ

କୋଲକତା,୨୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କରିଛନ୍ତି ଟାର୍ଗେଟ୍‌। ମୋଦି ମହମ୍ମଦ୍‌ ବିନ୍‌ ତୋଗଲକଙ୍କ ଭଳି ମୋଦି ଜଣେ ଭୟଙ୍କର ନେତା। ତୋଗଲକଙ୍କ ଭଳି ନିଜ ଇଛା ଅନୁସାରେ କାମ କରୁଛନ୍ତି। ବିମୁଦ୍ରୀକରଣଠାରୁ ଆରମ୍ଭ କରି...

ଦୁଇହାତ ନ ଥିବା ଦିବ୍ୟାଙ୍ଗ ଇଞ୍ଜିନିୟରିଂ ଛାତ୍ରୀ ଗୋଡ଼ରେ ଇଭିଏମ୍‌ ବଟନ ଦବାଇ କଲେ ମତଦାନ

ଭୋପାଳ,୨୯।୪: ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଭୋଟରଙ୍କ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟରେ ଦେଖାଦେଇଛି ଉତ୍ସାହ। ମଧ୍ୟପ୍ରଦେଶ ଜବଲପୁରରେ ଇଞ୍ଜିନିୟରିଂ ଦିବ୍ୟାଙ୍ଗ ଛାତ୍ରୀ ଭବାନୀ ଯାଦବ ଭୋଟ ଦେଇଛନ୍ତି। ଭବାନୀଙ୍କ ଦୁଇ ହାତ ନାହିଁ। ସେ ଗୋଡ଼ ଆଙ୍ଗୁଳିରେ...

ଇଭିଏମ୍‌ ଅଚଳ, ବନ୍ଦ ରହିଛି ମତଦାନ

ତିହିଡ଼ି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ନିର୍ବାଚନ ମଣ୍ତଳୀ ଅଧୀନ ତିହଡ଼ି ବ୍ଲକ କୋହ୍ଲ ପଞ୍ଚାୟତର ମୂଷାଙ୍ଗ ପ୍ରାଥମିକ ସ୍କୁଲ ୨୧୯ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ଯୋଗୁ ମତଦାନ ବନ୍ଦ ରହିଛି। ସୋମବାର ସକାଳ ୭ଟାରେ ମତଦାନ ପୂର୍ବରୁ ଏମ୍‌ପି ପାଇଁ...

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି। ଦିବ୍ୟାଙ୍ଗ ମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଇଭିଏମ ଖରାପ : ମତଦାନ ବିଳମ୍ବ

ବନ୍ତ,୨୯।୪(ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକ ଆଡ଼ିଆ ପଞ୍ଚାୟତ ୪୭ନଂ ବୁଥ୍‌ରେ ଲୋକସଭା ଇଭିଏମ ଖରାପ ଯୋଗୁଁ ମତଦାନ ହୋଇପାରିନାହିଁ । ଫଳରେ  ଭୋଟରଙ୍କ ମଧ୍ୟରେ ଅସନ୍ତୋଷ  ପ୍ରକାଶ ପାଇଛି। ନୂଆ ମେସିନ ଆସିବା ପରେ ମତଦାନ ହେବ...

ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ...

ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମଇଦାନରେ ୯୪୩ ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୪: ଚତୁର୍ଥ ପର୍ଯ୍ୟାୟ ଲୋକ ସଭା ନିର୍ବାଚନରେ ୯ଟି ରାଜ୍ୟରେ ସୋମବାର ଆରମ୍ଭ ହୋଇଛି ମତଦାନ । ଏସବୁ ମଧ୍ୟରେ ବିହାରର ୫ ଆସନ, ଝାଡଖଣ୍ଡର ୩, ମଧ୍ୟପ୍ରଦେଶର ୬, ମହାରାଷ୍ଟ୍ରର ୧୭, ଓଡିଶାର ୬, ରାଜସ୍ଥାନର ୧୩, ଉତ୍ତରପ୍ରଦେଶର...

୨୦୧୯ ଭୋଟ ଲାଗି ସର୍ବାଧିକ ଫୋର୍ସ: ୨.୭ ଲକ୍ଷ ଯବାନ, ୨୦ ଲକ୍ଷ ପୋଲିସ ମୁତୟନ

ନୂଆଦିଲ୍ଲୀ,୨୯ା୪(ପି.ଟି.): ଭାରତରେ ୭ ପର୍ଯ୍ୟାୟବିଶିଷ୍ଟ ଲୋକ ସଭା ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ଶେଷକରିବା ଲାଗି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଗୃହ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଏଥିଲାଗି ଦେଶବ୍ୟାପୀ ମୋଟ ୨.୭ ଲକ୍ଷ ପାରାମିଲିଟାରୀ ଫୋର୍ସ, ୨୦...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri