ନିର୍ବାଚନ

୪ର୍ଥ ପର୍ଯ୍ୟାୟ ନିର୍ବାଚନ : ବଦଳିପାରେ ସମୀକରଣ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଚଳିତ ଥର ରାଜ୍ୟର ୨୧ଲୋକ ସଭା ଏବଂ ୧୪୭ ବିଧାନସଭା ଆସନ ପାଇଁ ୪ଟି ପର୍ଯ୍ୟାୟରେ ନିର୍ବାଚନ ହେଉଛି। ଗତ ମଙ୍ଗଳବାର ସୁଦ୍ଧା ୩ଟି ପର୍ଯ୍ୟାୟ ପାଇଁ ମତଦାନ ଶେଷ ହୋଇଯାଇଛି। ଅର୍ଥାତ୍‌ ଏବେ ସୁଦ୍ଧା ୧୫...

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ

ଧର୍ମେନ୍ଦ୍ରଙ୍କ ରୋଡ ଶୋରେ ଭାଜପା-ବିଜେଡି କର୍ମୀ ମୁହାଁମୁହିଁ ବାରିପଦା ଅଫିସ,୨୫।୪: ମୟୂରଭଞ୍ଜ ଜିଲା ଅଧୀନ ଲୋକ ସଭା ଓ ୭ ବିଧାନସଭା ପାଇଁ ଆସନ୍ତା ୨୯ ତାରିଖରେ ଚତୁର୍ଥ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଆସନ ଗୁଡିକରେ ନିଜ...

ଓଡ଼ିଶାରେ ଡବଲ ଇଞ୍ଜିନ ଆଣନ୍ତୁ, ବିକାଶ ନିଶ୍ଚିତ’:ନୀତିନ ଗଡ଼କରୀ

‘ବାସୁଦେବପୁର/ବନ୍ତ, ୨୫।୪ (ଡି.ଏନ.ଏ.): ଓଡ଼ିଶାରେ ବିଜେଡି ସରକାର ଶିକ୍ଷା, ସ୍ବାସ୍ଥ୍ୟ ଓ ଶିଳ୍ପର ବିକାଶ ଦିଗରେ କୌଣସି କାମ କରୁନାହିଁ। ସେଥିପାଇଁ ଓଡ଼ିଶା ଆଜି ବିକାଶ କ୍ଷେତ୍ରରେ ବହୁ ପଛରେ ପଡ଼ିଛି ବୋଲି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ...

ଭାଜପା-ବିଜେଡି ମୁହାଁମୁହିଁ

ପୁରୀ ଅଫିସ, ୨୪।୪: ପୁରୀ ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ଜୟନ୍ତ କୁମାର ଦାଶଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଜୟନ୍ତଙ୍କୁ ପେଣ୍ଠକଟା ନୋଳିଆ ବସ୍ତିରେ...

ପ୍ରଥମେ ବ୍ୟକ୍ତି, ପରେ ଦଳ:ଗଜପତି ମହାରାଜା

ପୁରୀ ଅଫିସ,୨୪ା୪: ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ମଙ୍ଗଳବାର ସକାଳେ ଗଜପତି ମହାରାଜା ଦୋଳମଣ୍ଡପ ସାହି ଉପ୍ରା ବିଦ୍ୟାଳୟ ୧୦୨ ନଂ. ବୁଥ୍‌କୁ ମହାରାଣୀଙ୍କ ସହ...

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ମୁମ୍ବାଇ/ଲକ୍ଷ୍ନୌ,୨୪।୪(ପି.ଟି.): ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଥିବାବେଳେ ଦେଶର ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌)ରେ ତ୍ରୁଟି ଦେଖାଦେଇଛି। ଏହାକୁ ନେଇ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାର ଏବଂ ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ...

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। ବିହାର ମଧୁବନରେ ଦୁଇ ହାତ ନ ଥିବା ଜଣେ ବିଦ୍ୟାଙ୍ଗ ଯୁବକ ଗୋଡ ଆଙ୍ଗୁଳିରେ କାଳି...

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମଙ୍ଗଳବାର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଏହାପରେ ନିର୍ଦ୍ଧାରିତ ସମୟଠାରୁ ଅଢ଼େଇଘଣ୍ଟା ବିଳମ୍ବରେ ବରଯାତ୍ରୀ କନ୍ୟାଘର ଅଭିମୁଖେ ଯାତ୍ରା ଆରମ୍ଭ କରିଥିବା ଜଣାପଡ଼ିଛି। ସ୍ଥାନୀୟ ତପକରା ଥାନା...

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର ନ କରି ସକାଳୁ ମତଦାନ କେନ୍ଦ୍ର ସମ୍ମୁଖରେ ଭୋଟରଙ୍କ ଲମ୍ବା ଧାଡ଼ି ଦେଖିବାକୁ...

ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ଜାରି

ଭୁବନେଶ୍ୱର,୨୩।୪: ତୃତୀୟ ପର୍ଯ୍ୟାୟ ର୍ନିବାଚନରେ ଓଡ଼ିଶାର ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମଙ୍ଗଳବାର ସକାଳୁ ମତଦାନ ଆରମ୍ଭ ହୋଇଛି। ୬ ଲୋକସଭା ଆସନରେ ୬୧ ଜଣ ପ୍ରାର୍ଥୀ ମଇଦାନରେ ଥିବାବେଳେ ୪୨ଟି ବିଧାନସଭା ଆସନରେ ୩୫୬...

ଅନାରକଲି’ ମନ୍ତବ୍ୟ: ଆଜମ୍‌ଙ୍କ ପୁଅଙ୍କୁ ଜୟପ୍ରଦାଙ୍କ ଭର୍ତ୍ସନା

ଲକ୍ଷ୍ନୌ,୨୩ା୪(ପି.ଟି.): ରାମପୁର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥୀ ଜୟପ୍ରଦା ତାଙ୍କ ପ୍ରତି ‘ଅନାରକଲି’ ମନ୍ତବ୍ୟ ପାଇଁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଆଜମ ଖାନ୍‌ଙ୍କ ପୁତ୍ର ଅବଦୁଲା ଆଜମଙ୍କୁ ସମାଲୋଚନା କରିଛନ୍ତି। ଉଭୟ ବାପା ଓ ପୁଅ ମହିଳାଙ୍କୁ କେଉଁ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଆସନ ପାଇଁ ମତଦାନ ଜାରି ରହିଛି। ଭୋଟର ମୋଟ୍‌ ୧୬୧୨ ପ୍ରାର୍ଥୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri