ନିର୍ବାଚନ

ରାହୁଲଙ୍କ ନାମାଙ୍କନ ବୈଧ

ଆମେଠି,୨୨।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଜନ୍ମ ପ୍ରମାଣ ପତ୍ର ତଥା ଏମ୍‌ ଫିଲ୍‌ ଡିଗ୍ରୀ ନେଇ ଭାଜପାର କିଛି ସଦସ୍ୟଙ୍କ ପକ୍ଷରୁ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ଅଭିଯୋଗ ଦାଖଲ କରାଯାଇଥିଲା। ସୋମବାର ରିଟର୍ଣ୍ଣିଂ ଅଫିସର ଦାଖଲ ହୋଇଥିବା ସମସ୍ତ...

ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୧୫ ରାଜ୍ୟର ୧୧୫ ଲୋକ ସଭା ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୨।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୫ଟି ରାଜ୍ୟର ୧୧୫ ଆସନରେ ସକାଳ ୭ଟାଠାରୁ ମତଦାନ ଆରମ୍ଭ ହେବ। ଏହା ସହିତ ପୂର୍ବରୁ କୋଣସି କାରଣରୁ ବନ୍ଦ ହୋଇଯାଇଥିବା ୨ଟି ଆସନରେ ମଧ୍ୟ ମତଦାନ କରାଯିବ। ଏହି...

‘ରାଜ୍ୟରେ ସରକାର ପରିବର୍ତ୍ତନର ସମୟ ଆସିଛି’

ଆଠଗଡ଼,୨୨ା୪(ସ୍ବ.ପ୍ର.): ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ସ୍ଥାଣୁ ପାଲଟିବା ସହ ରାଜ୍ୟର ବିକାଶରେ ବାଧକ ସାଜିଛି। ତେଣୁ ଏବେ ରାଜ୍ୟର ଏହି ସ୍ଥାଣୁ ସରକାରକୁ ପରିବର୍ତ୍ତନ କରିବାର ସମୟ ଆସିଛି। ରବିବାର ଭାଜପା ପକ୍ଷରୁ କଟକ...

ପ୍ରବୀଣଙ୍କ ହାତରେ ରହିବ ପ୍ରଚାର ମଙ୍ଗ

ବାରିପଦା ଅଫିସ,୨୨।୪: ମୟୂରଭଞ୍ଜ ଜିଲାରେ ନିର୍ବାଚନ ପ୍ରଚାର କାର୍ଯ୍ୟକୁ ଜୋରଦାର କରିବା ଲାଗି ଭାଜପା ରଣନୀତି ପ୍ରସ୍ତୁତ କରିଛି। ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ମୋରଡା ବିଧାୟକ ତଥା ମୟୂରଭଞ୍ଜ ମହାରାଜା ପ୍ରବୀଣଚନ୍ଦ୍ର ଭଞ୍ଜଦେଓ ଜିଲାରେ ଦଳ ଲାଗି...

ଭାଜପା ପ୍ରାର୍ଥୀଙ୍କ କାର୍‌କୁ ବୋମାମାଡ଼ : ଅଳ୍ପକେ ବର୍ତ୍ତିଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୨୨ା୪ (ବ୍ୟୁରୋ)- ଭୁବନେଶ୍ୱର-ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ଉପରେ ପୁଣି ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ତାଙ୍କ କାର ଉପରକୁ ବୋମାମାଡ଼ କରିଛନ୍ତି। ତେବେ ଏଥିରେ କାର କାଚ ଭାଙ୍ଗିଯାଇଥିବାବେଳେ ପ୍ରଧାନ ଗାଡିରୁ ଡେଇଁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।...

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି। ରବିବାର ଅପରାହ୍ନ ୩ ଟାରେ କଂଗ୍ରେସ ଦଳ ତରଫରୁ ଏକ ନିର୍ବାଚନ ସଭା...

ବିକାଶ ହିଁ ହେବ ମାପକାଠି

ପୁରୀ ଅଫିସ/ସାକ୍ଷୀଗୋପାଳ,୨୨ା୪ (ଡି.ଏନ୍‌.ଏ.): ଖରା ଆସିଲେ କଣାସରେ ପାଣି ପାଇଁ ହାହାକାର ପଡ଼େ, ବର୍ଷାଋତୁରେ ବନ୍ୟାପାଣି ଧାନ ଚାଷକୁ ଗିଳି ପକାଏ। ଏହି ସମସ୍ୟା ସହ ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାର ବାସ୍ତବତା, ପଞ୍ଚସଖାଙ୍କ ସ୍ମୃତିପୀଠର ବିକାଶ ଏବଂ କୃଷକଙ୍କ ଦୁର୍ଦ୍ଦଶା...

ଅସୁସ୍ଥତା ସତ୍ତ୍ୱେ ବେଦଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି

କେନ୍ଦ୍ରାପଡା ଅଫିସ, ୨୧ା୪: ବିଜେଡିର ବରିଷ୍ଠ ନେତା ତଥା ପାଟକୁରା ବିଧାୟକ ବେଦପ୍ରକାଶ ଅଗ୍ରୱାଲଙ୍କ ୮୨ ବର୍ଷ ବୟସରେ ଶନିବାର ପରଲୋକ ଘଟିଛି। ସେ ପୂର୍ବରୁ ୬ ଥର ବିଧାୟକ ହୋଇଥିବା ବେଳେ ଚଳିତ ସାଧାରଣ ନିର୍ବାଚନରେ ବିଜେଡି ତାଙ୍କୁ...

ବିକାଶ ଓ ସୁରକ୍ଷାର ରାସ୍ତା ସୁଦୃଢ଼ କରିବ ଭାଜପା’

ସାଲେପୁର,୨୧।୪ (ଡି.ଏନ୍‌.ଏ.): କଟକ ଜିଲା ସାଲେପୁରସ୍ଥିତ ଭାତପଡ଼ା ଖେଳପଡ଼ିଆରେ ଶନିବାର ଆୟୋଜିତ ଭାଜପାର ବିଜୟ ସଂକଳ୍ପ ସମାବେଶରେ କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକ୍‌ତାର ଅବାସ ନକ୍‌ଭୀ ଯୋଗଦେଇଥିଲେ। ଏହି ଅବସରରେ ସେ ଉଭୟ ଲୋକ ସଭା ଓ ବିଧାନସଭା...

ପ୍ରସଙ୍ଗ ଆଧାରରେ ହୋଇପାରେ ଭୋଟ

କଟକ ଅଫିସ୍‌, ୨୧ା୪: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରବିବାର ପ୍ରଚାରରେ ପୂର୍ଣ୍ଣଚ୍ଛେଦ ପଡିବ। ପ୍ରଚାର ପାଇଁ ହାତରେ ମାତ୍ର ୨୪ଘଣ୍ଟା ସମୟ ଥିବାରୁ ପ୍ରାର୍ଥୀମାନେ ଶେଷ ଦମ ଲଗାଇ ଦେଇଛନ୍ତି। କଟକ ଲୋକ ସଭା ଆସନରେ ମୋଟ ୧୦ଜଣ...

ପ୍ରାର୍ଥୀଙ୍କ ଦକ୍ଷତା ମାପୁଛନ୍ତି ଭୋଟର

ଯାଜପୁର ଅଫିସ,୨୧ା୪: ଯାଜପୁର ଜିଲାରେ ୪ ପର୍ଯ୍ୟାୟରେ ନିର୍ବାଚନ ହେବ। ନିର୍ବାଚନ ପ୍ରଚାରକୁ ଆଉ ମାତ୍ର ଏକ ସପ୍ତାହ ରହିଲା। ସେଥିପାଇଁ ନେତାମାନେ ଏବେଠାରୁ ପୂରା ଦମରେ ପ୍ରଚାରରେ ଲାଗି ପଡିଛନ୍ତି। ମର୍ଯ୍ୟାଦାଜନକ ଯାଜପୁର ଲୋକ ସଭା ଆସନରେ ଏବେ...

ବିଜେଡି ପାଇଁ ପ୍ରଚାର କଲେ ସନାତନ

ଚମ୍ପୁଆ, ୨୦ା୪ (ଡି.ଏନ.ଏ.): ବିଜେଡିକୁ ବିଜୟ କରିବାକୁ ଶନିବାର ଚମ୍ପୁଆ ଶିରପୁରଠାରେ ବିଧାୟକ ସନାତନ ମହାକୁଡ ଲୋକଙ୍କୁ ଭୋଟ ଭିକ୍ଷା କରିଛନ୍ତି। ମୁଁ ବିଜେଡି ନୁହଁ ମାତ୍ର ମୋ ସମର୍ଥିିତ ପ୍ରାର୍ଥୀଙ୍କୁ ବିଜେଡି ପ୍ରାର୍ଥୀ କରିଥିବାରୁ ତାଙ୍କୁ ଆଗାମୀ ନିର୍ବାଚନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri