ଶକ୍ତିପ୍ରଦର୍ଶନ କଲା ବିଜେଡି
ଭୁବନ, ୧୭।୪(ଡି.ଏନ୍.ଏ.)-ଭୁବନ ଏନ୍ଏସିରେ ବୁଧବାର ବିଜେଡି ଶକ୍ତିପ୍ରଦର୍ଶନ କରିଛି। ଶତାଧିକ କର୍ମୀ ଏନ୍ଏସିରେ ଶୋଭାଯାତ୍ରା କରି ବିଧାୟକ ପ୍ରାର୍ଥୀ ତଥା ମନ୍ତ୍ରୀ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପାଇଁ ଭୋଟଭିକ୍ଷା କରିଥିଲେ। ପ୍ରାରମ୍ଭରେ ବିଜେଡି କାର୍ଯ୍ୟାଳୟରେ ନିର୍ବାଚନୀ ସଭା ହୋଇଥିଲା।...