ଉତ୍ତର ପ୍ରଦେଶ ନିର୍ବାଚନ

ୟୁପି ବିଧାନସଭାକୁ ୩୬ ମୁସଲମାନ ପ୍ରାର୍ଥୀ ନିର୍ବାଚିତ

ଲକ୍ଷ୍ନୌ,୧୨ା୩(ଆଇଏଏନ୍‌ଏସ୍‌): ଚଳିତ ନିର୍ବାଚନରେ ଅଷ୍ଟାଦଶ ଉତ୍ତରପ୍ରଦେଶ ବିଧାନସଭାକୁ ୩୬ ମୁସଲମାନ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବ ବିଧାନସଭା ତୁଳନାରେ ୨ ଅଧିକ। ଉତ୍ତରପ୍ରଦେଶ ଜନସଂଖ୍ୟାର ୨୦ ପ୍ରତିଶତ ମୁସଲମାନ ହୋଇଥିବାବେଳେ ନବନିର୍ବାଚିତ ବିଧାନସଭାରେ ସେମାନଙ୍କ ପ୍ରତିନିଧିତ୍ୱ ହାର ୮.୯୩...

ୟୁପିରେ ଭାଜପା, ପଞ୍ଜାବରେ ଏଏପିର ରେକର୍ଡ

ନୂଆଦିଲ୍ଲୀ,୧୨ା୩: ଉତ୍ତରପ୍ରଦେଶରେ ଭାଜପା ଏବଂ ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିଧାନସଭା ନିର୍ବାଚନରେ କେବଳ ଜବରଦସ୍ତ ବିଜୟ ହାସଲ କରିନାହାନ୍ତି, ବରଂ କିଛି ଦଶନ୍ଧିର ରେକର୍ଡ ଭାଙ୍ଗିଛନ୍ତି। ଉତ୍ତରପ୍ରଦେଶରେ ୧୯୭୭ ପରେ ଭାଜପା ଏକମାତ୍ର ଦଳ ଭାବେ ୪୦%...

୧୫ରେ ଯୋଗୀ ନେବେ ଶପଥ

ଲକ୍ଷ୍ନୌ,୧୧।୩: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବହୁମତରେ ସଂଖ୍ୟାଗରିଷ୍ଠତାରେ ଭାଜପା ବିଜୟୀ ହେବା ପରେ ଏବେ ମନ୍ତ୍ରିମଣ୍ଡଳର ଶପଥ ଉତ୍ସବକୁ ନେଇ ଚର୍ଚ୍ଚା ଜୋର ଧରିଛି। ହୋଲି ପୂର୍ବରୁ କ୍ଷମତାକୁ ଫେରିଥିବା ନୂତନ ଭାଜପା ସରକାର ଶପଥ ଗ୍ରହଣ କରିପାରନ୍ତି। ଯୋଗୀ...

ଜେଲ୍‌ରେ ଥାଇ ଜିତିଲେ ନିର୍ବାଚନ

ଲକ୍ଷ୍ନୌ,୧୧।୩: ଉତ୍ତର ପ୍ରଦେଶର ବିଧାନସଭା ନିର୍ବାଚନରେ ଭାଜପା ବହୁମତ ହାସଲ କରି ସରକାର ଗଢିବାକୁ ଯାଉଛି। ତେବେ ରାଜ୍ୟର ସବୁଠୁ ହଟ୍‌ ଆସନ କୁହାଯାଉଥିବା ରାମପୁରରେ ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ ବିଜୟ ହାସଲ କରିଛନ୍ତି। ଆଜମ ଏବେ...

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି କାମୁଡ଼ିବାକୁ ପଡ଼ିଛି। ଦଳିତ ରାଜନୀତିରେ ଏକଦା ଆଗରେ ରହିଥିବା ମାୟାବତୀ ଓ ତାଙ୍କ...

ଆସନ ବଞ୍ଚାଇପାରିଲେନି ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶ ଜନାଦେଶର ଚିତ୍ର ଏବେ ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଥିବା କେଶବ ପ୍ରସାଦ ମୌର୍ଯ୍ୟ ସିରାଥୁ ବିଧାନସଭା ଆସନରୁ ପରାଜିତ ହୋଇଛନ୍ତି। ୭୩୩୭ ଭୋଟରେ ଏସ୍‌ପି ପ୍ରାର୍ଥୀ ପଲ୍ଲବୀ ପଟେଲ...

୨୦୨୨ ୟୁପି ଫଳାଫଳ ୨୦୨୪କୁ ଆମନ୍ତ୍ରଣ କରୁଛି

ନୂଆଦିଲ୍ଲୀ,୧୦।୩: ୨୦୨୨ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଐତିହାସିକ ଫଳାଫଳ ୨୦୨୪ ଲୋକ ସଭା ନିର୍ବାଚନର ଫଳାଫଳକୁ ଆମନ୍ତ୍ରଣ କରୁଛି। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟରେ ଉଦ୍‌ବୋଧନ ଦେବା ବେଳେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍ତରପ୍ରଦେଶ, ଗୋଆ,...

ଭୋଟ ଗଣନା ବେଳେ ଲାଠିଚାର୍ଜ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଫଳାଫଳର ଚିତ୍ର ଧିରେ ଧିରେ ସ୍ପଷ୍ଟ ହେବାରେ ଲାଗିଛି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରୁଥିବା ବେଳେ ଅନେକ ସ୍ଥାନରେ ଦଳକୁ ସଂଘର୍ଷ ମଧ୍ୟ କରିବାକୁ ପଡ଼ିଛି।...

‘ପରିଶ୍ରମ କଲୁ ହେଲେ ଭୋଟ ଆଣିପାରିଲୁ ନାହିଁ’

ନୂଆଦିଲ୍ଲୀ,୧୦।୩: ଉତ୍ତରପ୍ରଦେଶ ନିର୍ବାଚନରେ ଭାଜପା ଏକ ଐତିହାସିକ ବିଜୟ ହାସଲ କରିଛି। ଦୁଇ ତୃତୀୟାଂଶ ସଂଖ୍ୟାଗରିଷ୍ଠତା ସହ ଦଳ ପୁନର୍ବାର କ୍ଷମତାକୁ ଫେରିବାକୁ ଯାଉଛି। ବର୍ତ୍ତମାନ ଭାଜପା ବିଜୟୀ ହୋଇଥିବା ବେଳେ ଏହି ନିର୍ବାଚନରେ କଂଗ୍ରେସକୁ ମାଟି କାମୁଡ଼ିବାକୁ ପଡ଼ିଛି।...

ଉପମୁଖ୍ୟମନ୍ତ୍ରୀ ପଛରେ: ବନ୍ଦ ରହିଛି ଗଣନା

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବିଜୟୀ ହୋଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ପଛରେ ପଡ଼ିଯାଇଛନ୍ତି। ସିରାଥୁରେ କେଶବ ପ୍ରସାଦ ୬ହଜାର ଭୋଟ ପଛରେ...

ବିକାଶ, ସୁଶାସନକୁ ମିଳିଲା ଜନାଦେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ପଞ୍ଜାବ ସମେତ ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ଉତ୍ତରପ୍ରଦେଶରେ ବିପୁଳ ଭୋଟରେ ଭାଜପା ବାଜି ମାରିଥିବା ବେଳେ ଦ୍ୱିତୀୟ ଥର ପୁଣି ଯୋଗୀ ଆଦିତ୍ୟନାଥ ବହୁମତରେ ସରକାର ଗଢ଼ିବାକୁ ଯାଉଛନ୍ତି।...

କରହଲରୁ ଜିତିଲେ ଅଖିଲେଶ

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶରେ ଭାଜପା ବୃହତ ବିଜୟ ଆଡକୁ ଅଗ୍ରସର ହେଉଥିବା ବେଳେ ବିରୋଧୀ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ କରହଲ ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ ତଥା କେନ୍ଦ୍ର ମନ୍ତ୍ରୀ ଏସ୍‌ ପି ସିଂ ବାଗେଲଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri