Advertisement

ମନୋରଞ୍ଜନ

କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

କନିକାଙ୍କୁ କରୋନା: ଦାୟିତ୍ୱହୀନତାକୁ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି ମେମ୍‌

ବମ୍ବେ: ବଲିଉଡ୍‌ ଗାୟିକା କନିକା କପୁର କରୋନା ସଂକ୍ରମିତ। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଦଶଦିନ ତଳେ ଲଣ୍ଡନରୁ ଫେରିଥିଲେ ସେ। ହେଲେ ବିମାନ ବନ୍ଦରରେ…

5 years ago
ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ…

5 years ago
କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦିକାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦି

କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦି

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଜରୁରୀ ହୋଇପଡିଛି। ବଲିଉଡ୍‌ ମୁଭି ‘ପ୍ୟାର…

5 years ago
ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ ଆବଶ୍ୟକ…

5 years ago
ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ

ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ

ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ ମିଡିଆରେ…

5 years ago
କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହକରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

କରୋନାକୁ ନାହିଁ ଡର: ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା କଲେ ବିବାହ

ଲଣ୍ଡନ,୨୧।୩: ସାରା ଦୁନିଆ କରୋନା ଆତଙ୍କରେ ଆତଙ୍କିତ ହୋଇପଡ଼ିଛି। ତେବେ ଏହାକୁ ୧୦୦ ବର୍ଷ ବୟସ୍କ ଭାରତୀୟ ଫିଲ୍ମ ନିର୍ମାତା ପାଓ୍ବ।ର ଅବାସ୍‌ ନ ଡରି ୭୦…

5 years ago
୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…

୪୨ ବର୍ଷରେ ରାଣୀ ମୁଖାର୍ଜୀ: ଆଦିତ୍ୟଙ୍କୁ ସବୁଦିନେ ଦିଅନ୍ତି ଗାଳି…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରାଣୀ ମୁଖାର୍ଜୀ ଶନିବାର ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୮ ମାର୍ଚ୍ଚ ୨୧ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ରାଣୀଙ୍କ ଅଭିନୟ ଦକ୍ଷତାକୁ…

5 years ago
ସଲମାନ୍‌ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍‌ ବଢ଼ାଇଲେ ପୂଜାସଲମାନ୍‌ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍‌ ବଢ଼ାଇଲେ ପୂଜା

ସଲମାନ୍‌ଙ୍କ ସହ କାମ କରିବା ପାଇଁ ୪ଗୁଣା ଫିସ୍‌ ବଢ଼ାଇଲେ ପୂଜା

ତାମିଲ ତଥା ବଲିଉଡ୍‌ ଅଭିନେତ୍ରୀ ପୂଜା ହେଗଡେଙ୍କ ଚାହିଦା ଏବେ ଆକାଣ ଛୁଁଆ। ‘ହାଉସଫୁଲ-୪’ ଏବଂ ଆଲୁ ଅର୍ଜୁନଙ୍କ ସହ ‘ଅଲ୍ଲା ବୈକୁଣ୍ଠପୁରାମୁଲୁ’ ରେ କାମ କରିଛନ୍ତି…

5 years ago
୧ ମିନିଟରୁ ଅଧିକ ସମୟ ହାତ ଧୋେଇ ଟ୍ରୋଲ ହେଲେ ଏକତା୧ ମିନିଟରୁ ଅଧିକ ସମୟ ହାତ ଧୋେଇ ଟ୍ରୋଲ ହେଲେ ଏକତା

୧ ମିନିଟରୁ ଅଧିକ ସମୟ ହାତ ଧୋେଇ ଟ୍ରୋଲ ହେଲେ ଏକତା

କରୋନା ଭାଇରସ୍‌କୁ ଦୃଷ୍ଟିରେ ରଖି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ‘ସେଫ୍‌ ହ୍ୟାଣ୍ଡସ୍‌’ ଚ୍ୟାଲେଞ୍ଜ ଆରମ୍ଭ କରିଛି। ଏହି ଚ୍ୟାଲେଞ୍ଜକୁ ଅଭିନେତ୍ରୀ ଅନୁଷ୍କା ଶର୍ମା, ଦୀପିକା ପାଦୁକୋନଙ୍କ ଠାରୁ…

5 years ago
କରୋନା ପାଇଁ ସ୍ଥଗିତ ରହିଲା ‘୮୩’ର ରିଲିଜ୍‌କରୋନା ପାଇଁ ସ୍ଥଗିତ ରହିଲା ‘୮୩’ର ରିଲିଜ୍‌

କରୋନା ପାଇଁ ସ୍ଥଗିତ ରହିଲା ‘୮୩’ର ରିଲିଜ୍‌

ମୁମ୍ବାଇ: ବଲିଉଡ୍‌ ନାୟକ ରଣବୀର ସିଂ ଓ ପତ୍ନୀ ଦୀପିକା ପାଦୁକୋନଙ୍କ ଅଭିନୀତ ଫିଲ୍ମ ‘୮୩’ର ରିଲିଜ୍‌ ଡେଟ୍‌ ଏବେ ଘୋଷଣା କରାଯିବ ନାହିଁ ବୋଲି ଜଣାପଡିଛି।…

5 years ago