Advertisement

ମନୋରଞ୍ଜନ

କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’

କ୍ୟାମେରାକୁ ଦେଖି ଚିଡ଼ିଗଲେ ତୈମୁର, ଲୋକେ କହୁଛନ୍ତି, ‘ବେବୋଙ୍କଠାରୁ ଶିଖିଛନ୍ତି’

ବମ୍ବେ: କ୍ୟାମେରା ଫ୍ରେଣ୍ଡଲୀ କରିନା କପୁର ଖାଁ ଓରଫ ବେବୋଙ୍କ ପୁଅ ତୈମୁର। କ୍ୟାମେରା ଦେଖିଲେ ସେ ଭଳିକି ଭଳି ପୋଜ୍‌ ଦେଇଥାନ୍ତି। ପିଲାଦିନୁ ତାଙ୍କର ରହିଆସିଛି…

5 years ago
ପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟାପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟା

ପିତାଙ୍କ ଶ୍ରାଦ୍ଧବାର୍ଷିକୀରେ ଇମୋଶନାଲ ହେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପିତା କୃଷ୍ଣରାଜ ରାୟଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ମନେ ପକାଇଛନ୍ତି। ଐଶ୍‌ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ପିତାଙ୍କୁ ମନେ ପକାଇବା ସହିତ…

5 years ago
ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ଗୀତ ଗାଇ, ପେଣ୍ଟିଂକରି ସମୟ ବିତାଉଛନ୍ତି ସଲମାନ୍‌

ସାରା ବିଶ୍ୱ ଏବେ କରୋରା ଭୟରେ। ଏଥିଲାଗି ଦେଶବ୍ୟାପୀ ହାଇଆଲର୍ଟ ଜାରି କରାଯିବା ସହ ବିଭିନ୍ନ କଟକଣା ଲଗାଯାଇଛି। କରୋନାକୁ ନେଇ ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ପ୍ରାୟ ସବୁ…

5 years ago
ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାରସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ସୁପରହିଟ୍‌ ଫିଲ୍ମରେ କାମ ନ କରି ପଶ୍ଚାତ୍ତାପ କରୁଛନ୍ତି ଏହି କଳାକାର

ବଲିଉଡ୍‌ର ୯୦ ଦଶକର ସୁପରହିଟ୍‌ ଫିଲ୍ମ ‘ରାଜା ହିନ୍ଦୁସ୍ତାନୀ’ ଏବଂ ‘ଦିଲ୍‌ ତୋ ପାଗଲ ହୈ’ ପାଇଁ ନିର୍ମାତାଙ୍କର ପ୍ରଥମ ପସନ୍ଦ ଥିଲେ ଜୁହି ଚାଓ୍ବଲା। ମାତ୍ର…

5 years ago
ସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗରସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର

ସଲମାନଙ୍କ ବ୍ରେସ୍‌ଲେଟ୍‌ର ଆକାଉଣ୍ଟ ଖୋଲାଗଲେ ମୋଠାରୁ ଅଧିକ ଫଲୋଅର୍ସ ହେବେ: ଟାଇଗର

ବଲିଉଡର ଲାୟନ (ସିଂହ) ହେଉଛନ୍ତି ସଲମାନ୍‌ ଖାନ୍‌। ଇନ୍‌ଷ୍ଟାଗ୍ରାମ୍‌ରେ ସଲମାନ୍‌ଙ୍କ ବ୍ରେସ୍‌ଲେଟ୍‌ର ଏକ ଆକାଉଣ୍ଟ ଖୋଲାଗଲେ ତାହାର ଅନେକ ଫଲୋଅର୍ସ ହେବେ। ନିକଟରେ ଏକ ସାକ୍ଷାତ୍‌କାରରେ ଏପରି…

5 years ago
ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ

ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ

ନିଜର ୟୁନିକ୍‌ ଭଏସ୍‌ ପାଇଁ କଣ୍ଠଶିଳ୍ପୀ ସତ୍ୟଜିତ୍‌ ପ୍ରଧାନ ଓଲିଉଡ ଜଗତରେ ବେଶ ପରିଚିତ। ଗତ କିଛିବର୍ଷ ହେବ ତାଙ୍କର ଅନେକ ଗୀତକୁ ଶ୍ରୋତା ପସନ୍ଦ କରିବା…

5 years ago
ଲୁଚାଇଥିଲେ ଜୁହିଲୁଚାଇଥିଲେ ଜୁହି

ଲୁଚାଇଥିଲେ ଜୁହି

ଜୁହି ଚାଓ୍ବଲାଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍‌ ସେ କୟାମତ ତକ୍‌’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ…

5 years ago
ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାରରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ…

5 years ago
ଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତାଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତା

ଦଣ୍ଡନୃତ୍ୟକୁ ମଞ୍ଚକୁ ଆଣିବା ମୋ ପାଇଁ ବଡ଼ ସଫଳତା

ନାଟ୍ୟଶ୍ରୀ ଗଦାଧର ବାରିକ ଜଣେ ବହୁମୁଖୀ ପ୍ରତିଭା। ଏକାଧାରରେ ସେ ଜଣେ ଅନ୍ତର୍ଜାତୀୟ ପୁରସ୍କାରପ୍ରାପ୍ତ ଅଭିନେତା, ନାଟ୍ୟକାର, ନିର୍ଦ୍ଦେଶକ, କୋରିଓଗ୍ରାଫର। କଳାକ୍ଷେତ୍ରରେ ନିଜକୁ ସମର୍ପିତ କରିଥିବା ଗଦାଧର…

5 years ago
କୁକୁଡ଼ା ଚୋରକୁକୁଡ଼ା ଚୋର

କୁକୁଡ଼ା ଚୋର

କୁକୁଡ଼ା ଚୋରିକୁ ନେଇ କ’ଣ ଏକ ସିନେମା ନିର୍ମାଣ କରାଯାଇପାରେ? ହେଲେ ସେପରି ଏକ କୌତୂହଳପୂର୍ଣ୍ଣ ତଥା ସତ୍ୟ ଘଟଣାକୁ ଆଧାର କରି ପ୍ରସ୍ତୁତ ହୋଇଛି ନୂଆ…

5 years ago