ମନୋରଞ୍ଜନ

ମୁକେଶ ଅମ୍ବାନୀଙ୍କ ଝିଅ ବାହାଘରର ଗୋଟିଏ କାର୍ଡର ମୂଲ୍ୟ ଜାଣିଲେ…

ବର୍ତ୍ତମାନ କାଟ୍ରିନା ଭିକି କୌଶଲଙ୍କ ବିବାହକୁ ନେଇ ଫ୍ୟାନ୍ ଫଲୋର୍ସଙ୍କ ମଧ୍ୟରେ ବେଶ ଉତ୍କଣ୍ଠା ବଢ଼ିଛି। ତେବେ ପ୍ରସିଦ୍ଧ ବ୍ୟକ୍ତିଙ୍କ ବିବାହ ସବୁବେଳେ ଚର୍ଚ୍ଚାରେ ରହିଆସିଛି। ଏହାର…

3 years ago

ସରିଲା କାଟ୍ରିନା-ଭିକିଙ୍କ ବିବାହ, ସାମିଲ ହୋଇଥିଲେ ଏହି ସେଲିବ୍ରିଟି

ମୁମ୍ବାଇ: ଅଭିନେତ୍ରୀ କାଟ୍ରିନା କୈଫ୍‌- ଭିକି କୌଶଲଙ୍କ ବିବାହ ରାଜସ୍ଥାନର ସିକ୍ସ ସେନ୍ସ ଦୁର୍ଗରେ ସମ୍ପନ୍ନ ହୋଇଛି। ଆଜି ଅପରାହ୍ନରେ ଭିକି ବରଯାତ୍ରୀଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ।…

3 years ago

ବିବାହ ପୂର୍ବରୁ ସାଢେ ୪ଲକ୍ଷ ଟଙ୍କାର କେକ୍ କାଟିଲେ କ୍ୟାଟ୍ରିନା କୈଫ!

ମୁମ୍ବାଇ: ବଲିଉଡ୍ ନାୟିକା କ୍ୟାଟ୍ରିନା କୈଫ ଓ ଅଭିନେତା ଭିକ୍କି କୌଶଲ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । କିଛି ସମୟ ପୂର୍ବରୁ ଏମାନଙ୍କର ବିବାହ…

3 years ago

ସୁନା ମୁଦି ବାଣ୍ଟିଲେ ଅଲ୍ଲୁ ଅର୍ଜୁନ

ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କର ରହିଛନ୍ତି ହଜାର ହଜାର ପ୍ରଶଂସକ । ଆଉ ସେ ବି କେବେ ତାଙ୍କ ପ୍ରଶଂସକଙ୍କୁ ନିରାଶ ହେବାକୁ ଦିଅନ୍ତିନି ବୋଲି…

3 years ago

ମା’ ହେବେ କମେଡି କୁଇନ୍‌ !

ମୁମ୍ବାଇ: ପ୍ରସିଦ୍ଧ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ହର୍ଷ ଲାମ୍ବାଚିଆ ଖୁବ୍‌ଶୀଘ୍ର ପ୍ରଶଂସକଙ୍କୁ ଏକ ଖୁସି ଖବର ଦେବାକୁ ଯାଉଛନ୍ତି। ପ୍ରାୟତଃ ତାଙ୍କ ପ୍ରଶଂସକମାନେ ଭାରତୀଙ୍କୁ…

3 years ago

ବିରୁଷ୍କାଙ୍କ ପଡୋଶୀ ହେବେ ଭିକି-କାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହେବେ। ତେବେ ଭିକି ନିଜ ନବବିବାହିତା ସ୍ତ୍ରୀଙ୍କୁ ଧରି ଭଡା…

3 years ago

ଏହି ଭଳି ହେବ ଭିକି- କାଟ୍ରିନାଙ୍କ ଗ୍ରାଣ୍ଡ୍‌ ଏଣ୍ଟ୍ରି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଆଜି ହାତକୁ ଦି’ହାତ ହେବାକୁ ଯାଉଛନ୍ତି। ଏଥିପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ଶେଷ ହୋଇସାରିଛି। ରାଜସ୍ଥାନର…

3 years ago

ଭିକି-କ୍ୟାଟ୍ରିନା: କିଛିକଥା

ଭିକି କୌଶଲ ହୁଅନ୍ତୁ ଅବା କ୍ୟାଟ୍ରିନା କୈଫ-ବଲିଉଡ୍‌ରେ ନିଜ ଅଭିନୟ ଦକ୍ଷତା ବଳରେ ଦୁହେଁ ଦର୍ଶକାଦୃତି ହାସଲ କରିବାରେ ସକ୍ଷମ ହୋଇଛନ୍ତି। ଦୁହିଁଙ୍କୁ ନେଇ ଏବେ ଚର୍ଚ୍ଚା।…

3 years ago

ଲାଗେ ପ୍ରେମ ନଜର

ଏକ ଭିନ୍ନ ଧରଣର ତ୍ରିକୋଣୀୟ ପ୍ରେମ କାହାଣୀକୁ ଆଧାର କରି ନିର୍ମିତ ହୋଇଛି ‘ଲାଗେ ପ୍ରେମ ନଜର’। ଫିଲ୍ମଟିର ସମସ୍ତ କାମ ଶେଷ ହୋଇଛି ଏବଂ ଏହା…

3 years ago

ଆଜି ପଡିବ ହାତଗଣ୍ଠି

ମୁମ୍ବାଇ: ବଲିଉଡ ଅଭିନେତୀ କାଟ୍ରିନା କୈଫ ଏବଂ ଭିକି କୌଶଲ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ହୋଇସାରିଛି। ରାଜସ୍ଥାନର…

3 years ago