ମନୋରଞ୍ଜନ

ରାନୁ ମଣ୍ଡଳ ପୁଣି ଚର୍ଚ୍ଚାରେ

ନୂଆଦିଲ୍ଲୀ,୩୦।୯: ରାତାରାତି ପରିଚିତ ହୋଇଥିବା ରାନୁ ମଣ୍ଡଳ ଏବେ ପୁଣି ଚର୍ଚ୍ଚାରେ। ନିକଟରେ ଶ୍ରୀଲଙ୍କାର ୟୋହାନିଙ୍କ ଗୀତ ‘ମାନିକେ ମାଗେ ହିଥେ’ ଲୋକପ୍ରିୟ ହୋଇଛି। ଏହି ଗୀତକୁ…

3 years ago

ଏସିଆନ କଣ୍ଟେଟ୍‌ ଆଓ୍ବାର୍ଡ ପାଇଁ ମନୋନୀତ ହେଲେ ନୁସରତ୍‌

ମୁମ୍ବାଇ: ଏସିଆନ କଣ୍ଟେଟ୍‌ ଆଓ୍ବାର୍ଡ ପାଇଁ ଚର୍ଚ୍ଚିତ ନୁସରତ୍‌ ଭରୁଚାଙ୍କୁ ମନୋନୀତ କରାଯାଇଛି। ସେ ହେଉଛନ୍ତି ପ୍ରଥମ ଭାରତୀୟ ଅଭିନେତ୍ରୀ ଯିଏକି ଏହି ସମ୍ମାନ ପାଇବେ। ନେଟ୍‌ଫ୍ଲିକ୍ସରେ…

3 years ago

ନୂଆ ଲୁକ୍‌ରେ ରଶ୍ମିକା

ମୁମ୍ବାଇ: ନ୍ୟାଶନାଲ କ୍ରସ ରଶ୍ମିକା ମନ୍ଧାନା ନିଜର ଅପକମିଂ ଫିଲ୍ମ ‘ପୁଷ୍ପା’କୁ ନେଇ ଖୁବ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଫିଲ୍ମରେ ତାଙ୍କର ଫାଷ୍ଟ ଲୁକ୍‌ ସାମ୍ନାକୁ ଆସିଛି।…

3 years ago

ଟ୍ରେନ୍‌ ଦୁର୍ଘଟଣାରେ ଚାଲିଗଲେ ହାସ୍ୟ ଅଭିନେତା ଗୁଡୁଙ୍କ ମା’

ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଗୁରୁବାର ଏକ ଟ୍ରେନ୍‌ ଦୁର୍ଘଟଣାରେ ହାସ୍ୟ ଅଭିନେତା ଗୁଡୁଙ୍କ ମା’ଙ୍କର ଦେହାନ୍ତ ହୋଇଛି। ଯାଜପୁର ଜିଲା ଯଖପୁରା ରେଳ ଷ୍ଟେଶନରେ ଟ୍ରେନ୍‌ ଚଢୁଥିବା ସମୟରେ ତାଙ୍କ…

3 years ago

ହସ୍ପିଟାଲରେ ଶ୍ୱେତା ତିଓ୍ବାରୀ: ସ୍ବାମୀ କହିଲେ, ସୁନ୍ଦର ଦେଖାଯିବା ପାଇଁ…

ଟିଭିର ଲୋକପ୍ରିୟ ଅଭିନେତ୍ରୀ ଶ୍ୱେତା ତିୱାରୀ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିକଟରେ ‘ଖତ୍ରୋଂ କେ ଖିଲାଡି-୧୧’ରେ ତାଙ୍କୁ ଦେଖିବାକୁ ମିଳିଥିଲା। ସେ ଶୋ’ର ଶ୍ରେଷ୍ଠ…

3 years ago

ଆଲିଆଙ୍କୁ ଘେରିଗଲେ ପ୍ରଶଂସକ, ରଣବୀର ସାଜିଲେ ବଡିଗାର୍ଡ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରଣବୀର କପୁରଙ୍କ ଗର୍ଲଫ୍ରେଣ୍ଡ ଆଲିଆ ଭଟ୍ଟଙ୍କ ସହ ୩୯ ତମ ଜନ୍ମଦିନ ପାଳନ କରିବା ପରେ ବୁଧବାର ମୁମ୍ବାଇ ଫେରିଥିଲେ। ଦୁଇଜଣଙ୍କୁ ଯୋଧପୁର…

3 years ago

ଝିଅର ପୋଲ୍‌ ଖୋଲିଲେ ଅମିତାଭ ବଚ୍ଚନ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡପତି ୧୩’ର ହୋଷ୍ଟିଂ କରୁଛନ୍ତି। ପ୍ରତ୍ୟେକ ସିଜିନ୍‌ ପରି ଚଳିତ ସିଜିନ୍‌ ମଧ୍ୟ ଚର୍ଚ୍ଚାରେ ରହୁଛି। ଏହି ପୁରା…

3 years ago

ଦୁଃଖ ସମୟରେ ମୋ ସ୍ତ୍ରୀ ଏକ ‘ସ୍ତମ୍ଭ’ ଭାବରେ ଠିଆ ହୋଇଛନ୍ତି: କପିଲ

ମୁମ୍ବାଇ: କମେଡି କିଙ୍ଗ୍‌ କପିଲ ଶର୍ମା ‘ଦ କପିଲ ଶର୍ମା ଶୋ’ରେ ଲୋକଙ୍କୁ ହସାଇ ହସାଇ ବେଦମ କରିଦିଅନ୍ତି। ଏହି ଶୋ’କୁ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି…

3 years ago

ସ୍ତ୍ରୀ ପିଲାଙ୍କ ଖର୍ଚ୍ଚ ଉଠାଇ ପାରୁ ନ ଥିଲେ ଏହି ଲୋକପ୍ରିୟ ଅଭିନେତା

କପୁର ପରିବାର ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିରେ ଏପରି ଏକ ପରିବାର ଯିଏକି ଅନେକ ଦଶନ୍ଧି ଧରି ଦର୍ଶକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅଭିନେତ୍ରୀ କରିସ୍ମାଙ୍କ ବାପା ରଣଧୀର…

3 years ago

କଟ୍ରିନାଙ୍କ ଭଳି ଦେଖାଯାଉଥିବା ଯୁବତୀ ଜଣକ କିଏ..

ମୁମ୍ବାଇ,୨୯।୯: ବହୁ ଅଭିନେତା ଓ ଅଭିନେତ୍ରୀଙ୍କ ଡ୍ୟୁପ୍ଲିକେଟ ରହିଛନ୍ତି। ଠିକ୍‌ ସେହିପରି ଏବେ କଟ୍ରିନାଙ୍କ ଚେହେରା ପରି ମିଶୁଥିବା ଜଣେ ଯୁବତୀଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ…

3 years ago