Advertisement

ମନୋରଞ୍ଜନ

ଲୋକପ୍ରିୟ ଅଭିନେତାଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟାଲୋକପ୍ରିୟ ଅଭିନେତାଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଲୋକପ୍ରିୟ ଅଭିନେତାଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୨୭।୫: ଆମେରିକୀୟ ଅଭିନେତା ଜନି ଓ୍ବାକ୍ଟରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା କରାଯାଇଛି। ତାଙ୍କୁ ମାତ୍ର ୩୭ ବର୍ଷ ହୋଇଥିଲା। ଓ୍ବାକ୍ଟର ଅନେକ ଚଳଚ୍ଚିତ୍ର ଏବଂ ଟିଭି…

11 months ago
କାନ୍ସରେ ଭାରତର ଐତିହାସିକ ଶୋ’: ପାୟଲ କାପାଡିଆଙ୍କୁ ଗ୍ରାଣ୍ଡପ୍ରିକ୍ସ ପୁରସ୍କାରକାନ୍ସରେ ଭାରତର ଐତିହାସିକ ଶୋ’: ପାୟଲ କାପାଡିଆଙ୍କୁ ଗ୍ରାଣ୍ଡପ୍ରିକ୍ସ ପୁରସ୍କାର

କାନ୍ସରେ ଭାରତର ଐତିହାସିକ ଶୋ’: ପାୟଲ କାପାଡିଆଙ୍କୁ ଗ୍ରାଣ୍ଡପ୍ରିକ୍ସ ପୁରସ୍କାର

ନୂଆଦିଲ୍ଲୀ,୨୭।୫: ୭୭ତମ କାନ୍ସ ଫିଲ୍ମ ସମାରୋହରେ ଭାରତର ପ୍ରଦର୍ଶନ ଅଭୂତପୂର୍ବ ରହିଛି, ଯେଉଁଥିରେ ୨ ଜଣ ଚଳଚ୍ଚିତ୍ର ନିର୍ମାତା, ଜଣେ ଅଭିନେତ୍ରୀ ଏବଂ ଜଣେ ସିନେମାଟୋଗ୍ରାଫର ବିଶ୍ୱର…

11 months ago
ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାରମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

ମହୀଶୂର ଫିଲ୍ମ ନିର୍ମାତାଙ୍କୁ କାନ୍ସ ଲା ସିନେଫ୍‌ ପ୍ରଥମ ପୁରସ୍କାର

କାନ୍ସ,୨୫ା୫(ପି.ଟି.): ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ୍‌ରେ ଭାରତକୁ ବଡ଼ ସଫଳତା ମିଳିଛି। ମହୀଶୂରର ଫିଲ୍ମ ନିର୍ମାତା ଚିଦାନନ୍ଦ ଏସ୍‌ ନାଏକଙ୍କ କ୍ଷୁଦ୍ର ଚଳଚ୍ଚିତ୍ର ‘ସନ୍‌ଫ୍ଲାଓ୍ବାର୍ସ ଓ୍ବେୟାର ଦି ଫାଷ୍ଟ…

11 months ago
ଦୀର୍ଘ ୬ ବର୍ଷର ବିରତି ପରେ ଫେରୁଛନ୍ତି ପ୍ରୀତି, ଅଧିକ ଆୟ ପାଇଁ ଜଏନ କରିଥିଲେ ଆଇପିଏଲଦୀର୍ଘ ୬ ବର୍ଷର ବିରତି ପରେ ଫେରୁଛନ୍ତି ପ୍ରୀତି, ଅଧିକ ଆୟ ପାଇଁ ଜଏନ କରିଥିଲେ ଆଇପିଏଲ

ଦୀର୍ଘ ୬ ବର୍ଷର ବିରତି ପରେ ଫେରୁଛନ୍ତି ପ୍ରୀତି, ଅଧିକ ଆୟ ପାଇଁ ଜଏନ କରିଥିଲେ ଆଇପିଏଲ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ବର୍ତ୍ତମାନ ଲାହୋର ୧୯୪୭ ପାଇଁ ସୁଟିଂ କରୁଛନ୍ତି, ଯାହା ସୁପରହିଟ ଭୈୟାଜୀ ହିଟ ହେବାର ଛଅ ବର୍ଷ ମଧ୍ୟରେ ତାଙ୍କର…

11 months ago
ଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ

ଅଭିନେତ୍ରୀ ଲୈଲା ଖାନଙ୍କ ପିତାଙ୍କୁ ଫାଶି ଦଣ୍ଡ, ୧୩ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ

ମୁମ୍ବାଇ,୨୪।୫: ଅଭିନେତ୍ରୀ ଲୈଲା ଖାନ ହତ୍ୟା ମାମଲାରେ କୋର୍ଟଙ୍କ ନିଷ୍ପତ୍ତି ଆସିଛି। ମୁମ୍ବାଇର ସେସନ୍ସ କୋର୍ଟ ଦୋଷୀ ପରଭେଜ ଟାକଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ସୂଚନାଯୋଗ୍ୟ, ୧୩ବର୍ଷ ପରେ…

11 months ago
କେମିତି ଅଛନ୍ତି ଶାହରୁଖ ଖାନ୍‌:ଆସିଲା ଅପ୍‌ଡେଟ୍‌କେମିତି ଅଛନ୍ତି ଶାହରୁଖ ଖାନ୍‌:ଆସିଲା ଅପ୍‌ଡେଟ୍‌

କେମିତି ଅଛନ୍ତି ଶାହରୁଖ ଖାନ୍‌:ଆସିଲା ଅପ୍‌ଡେଟ୍‌

ସୁପରଷ୍ଟାର ଶାହାରୁଖ ଖାନଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାକୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ତାଙ୍କ ମ୍ୟାନେଜର ପୂଜା ଡଡ୍‌ଲାନି କହିଛନ୍ତି। ପୂଜା…

11 months ago
ସଲମାନଙ୍କୁ ରିପ୍ଲେସ୍‌ କଲେ ଅନିଲସଲମାନଙ୍କୁ ରିପ୍ଲେସ୍‌ କଲେ ଅନିଲ

ସଲମାନଙ୍କୁ ରିପ୍ଲେସ୍‌ କଲେ ଅନିଲ

‘ବିଗ ବସ ମରାଠି’ ପରେ ‘ବିଗ ବସ ଓଟିଟି’ ର ସିଜନ ୩ ପାଇଁ ନୂଆ ହୋଷ୍ଟ ମିଳିଯାଇଛି। ଏଥର ସଲମାନ ଖାନ ନୁହଁନ୍ତି ବରଂ ଅନିଲ…

11 months ago
ମା’ ହେବେ କ୍ୟାଟ୍ରିନା, ଲଣ୍ଡନରେ ହେବ ସନ୍ତାନ ଜନ୍ମ!ମା’ ହେବେ କ୍ୟାଟ୍ରିନା, ଲଣ୍ଡନରେ ହେବ ସନ୍ତାନ ଜନ୍ମ!

ମା’ ହେବେ କ୍ୟାଟ୍ରିନା, ଲଣ୍ଡନରେ ହେବ ସନ୍ତାନ ଜନ୍ମ!

ବମ୍ବେ: ମା’ ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ସୋସିଆଲ ମିଡିଆରେ ଏହି ଖବର ଚର୍ଚ୍ଚାର ବିଷୟ ପାଲଟିଛି। ନିକଟରେ କ୍ୟାଟ୍ରିନା ଏବଂ ସ୍ବାମୀ ତଥା…

11 months ago
ଅହମ୍ମଦାବାଦ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହାରୁଖ ଖାନ୍‌ଅହମ୍ମଦାବାଦ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହାରୁଖ ଖାନ୍‌

ଅହମ୍ମଦାବାଦ ହସ୍ପିଟାଲରେ ଭର୍ତ୍ତି ହେଲେ ଶାହାରୁଖ ଖାନ୍‌

ବମ୍ବେ: ବଲିଉଡ୍‌ର କିଙ୍ଗ୍‌ ଖାନ୍‌ ଶାହାରୁଖଙ୍କ ପାଇଁ ଚିନ୍ତାଜନକ ଖବର। ଅସୁସ୍ଥ ହୋଇ ଅହମ୍ମଦାବାଦର କେଡି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅଭିନେତା। ଡିହାଇଡ୍ରେଶନକୁ ନେଇ ପ୍ରାଥମିକ ଚିକିତ୍ସା…

11 months ago
୩୫୦ କୋଟି ଟଙ୍କାର ନେକ୍‌ଲେସ୍‌ ପିନ୍ଧି ଚମକିଲେ ପ୍ରିୟଙ୍କା୩୫୦ କୋଟି ଟଙ୍କାର ନେକ୍‌ଲେସ୍‌ ପିନ୍ଧି ଚମକିଲେ ପ୍ରିୟଙ୍କା

୩୫୦ କୋଟି ଟଙ୍କାର ନେକ୍‌ଲେସ୍‌ ପିନ୍ଧି ଚମକିଲେ ପ୍ରିୟଙ୍କା

ମୁମ୍ବାଇ: ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ଯାତ୍ରା ଆରମ୍ଭ କରି ସାତ ସମୁଦ୍ର ପାର୍‌ ହୋଇ ହଲିଉଡ୍‌କୁ ଯାଇଛନ୍ତି। ଆଜିର ଯୁଗରେ ପ୍ରିୟଙ୍କା କେବଳ…

11 months ago