ମନୋରଞ୍ଜନ

ଦିନ ଗଣୁଛନ୍ତି ତମନ୍ନା

ଓଡ଼ିଆ ସିନେମାର ଗ୍ଲାମର କୁଇନ୍‌ ଭାବରେ ପରିଚିତା ତମନ୍ନା ଏବେଠାରୁ ଦିନ ଗଣିବା ଆରମ୍ଭ କରିଦେଲେଣି। ଲକ୍‌ ଡାଉନ ପାଇଁ ତ ସିନେମା ରିଲିଜ ହୋଇପାରୁନି। ଏହା ଶେଷ ହେବା ପରେ ତାଙ୍କ ଅଭିନୀତ ‘ସୁପରବୟ’ ରିଲିଜ ହେବ। ଏହି...

କେମିତି ହେଲା ବଲିଉଡ୍‌ ଏଣ୍ଟ୍ରି

ଶତ୍ରୁଘ୍ନ ସିହ୍ନାଙ୍କ ଝିଅ ସୋନାକ୍ଷୀଙ୍କୁ ପ୍ରଥମେ ବ୍ରେକ୍‌ ମିଳିଥିଲା ‘ଦବଙ୍ଗ’ରେ। ଏହି ଫିଲ୍ମର ନାୟକ ଥିଲେ ସଲମାନ ଖଁା ଏବଂ ଚିତ୍ରଟି ହିଟ୍‌ ହୋଇଥିଲା। ହେଲେ ଏହି ଫିଲ୍ମ ସାଇନ୍‌ କରିବା ପୂର୍ବରୁ ଏକ ଘଟଣା ଘଟିଥିଲା। ଆକ୍ଟିଂ ଲାଇନ୍‌କୁ...

କ୍ୱାରାଣ୍ଟାଇନ୍‌ ପରେ ମିଳିଲା ମା’ଙ୍କ ଭଲପାଇବା

ମୁମ୍ବାଇ: ଲକ୍‌ଡାଉନ୍‌ରେ ବିମାନ ସେବା ଆରମ୍ଭ ହେବା ପରେ ବଲିଉଡ୍‌ ଅଭିନେତ୍ରୀ ରାଧିକା ମଦାନ ମେ’ ୨୬ରେ ମୁମ୍ବାଇରୁ ଦିଲ୍ଲୀରେ ପହଞ୍ଚିଥିଲେ। ସେ ଫ୍ଲାଇଟ୍‌ରେ ଆସିବାବେଳେ ବହୁ ସତର୍କତା ଅବଲମ୍ବନ କରିଥିଲେ। ସେ ଘରେ ପହଞ୍ଚି ୧୪ ଦିନ ପାଇଁ...

ନୂଆ ଭୂମିକାରେ ନଜର ଆସିବେ ଜରିନ

ମୁମ୍ବାଇ: ‘ହାଉସଫୁଲ-୨’, ‘ହେଟ୍‌ଷ୍ଟୋରୀ-୩’ ଭଳି ଫିଲ୍ମରେ ଅଭିନୟ କରି ବଲିଉଡ୍‌ରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ଅଭିନେତ୍ରୀ ଜରିନ ଖାନ୍‌। ତେବେ ତାଙ୍କର ଅପ୍‌କମିଂ ଫିଲ୍ମରେ ତାଙ୍କୁ ସଂପୂର୍ଣ୍ଣ ଭିନ୍ନ ଭୂମିକାରେ ଦେଖିବାକୁ ମିଳିବ। ଆଗକୁ ତାଙ୍କର ମୁଭି...

ଶୁଟିଂ ପାଇଁ ମୁମ୍ବାଇରେ ପହଞ୍ଚିଥିବା କନିକାଙ୍କୁ ଫ୍ଲାଟରେ ଏଣ୍ଟ୍ରି ପାଇଁ ମନାକଲା ସୋସାଇଟି

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୨ଠାରୁ ସମସ୍ତ ଫିଲ୍ମ ଓ ସିରିୟଲ୍‌ ଶୁଟିଂ ବନ୍ଦ ରହିଛି। ଫଳରେ କଳାକାରମାନେ ହାତବାନ୍ଧି ଘରେ ବସି ରହିଛନ୍ତି। ନିକଟରେ ନୂଆ ଗାଇଡ୍‌ଲାଇନ୍‌ ଅନୁସାରେ ଶୁଟିଂ କରିବାକୁ ସରକାର ଅନୁମତି ଦେଇଛନ୍ତି। ଅନୁମତି...

ପରଲୋକରେ ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତି

ମୁମ୍ବାଇ,୧୧।୬: ଟେଲି କଳାକାର ତଥା ଶ୍ରୀ ଗଣେଷ ଫେମ୍‌ ଅଭିନେତା ଜଗେଶ ମୁକାତିଙ୍କ ନିଧନ ହୋଇଛି। ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଗତ ୩-୪ ଦିନ ହେବ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା...

ଝିଅ ଇନାୟାଙ୍କୁ ଯୋଗ ଶିଖାଇଲେ ବାପା କୁନାଲ: ଭିଡିଓ ଭାଇରାଲ

ମୁମ୍ବାଇ: କରୋନା ଲକ୍‌ଡାଉନ ଯୋଗୁ ଫିଲ୍ମ ଓ ସିରିୟଲ୍‌ର ସମସ୍ତ ଶୁଟିଂ ବନ୍ଦ ରହିଛି। ଫଳରେ ଅଭିନେତା ଓ ଅଭିନେତ୍ରୀମାନେ ଭିନ୍ନ ଭିନ୍ନ ଉପାୟରେ ନିଜର ସମୟ ବିତାଉଛନ୍ତି। ଏଥିସହ ସେମାନଙ୍କ କାର୍ଯ୍ୟକଳାପର ସମସ୍ତ ଫଟୋ ଓ ଭିଡିଓକୁ ସୋସିଆଲ...

ବ୍ୟାୟାମ କରିବାକୁ ବାହାରି ଟ୍ରୋଲ୍‌ ହେଲେ ମଲ୍ଲିକା

ମୁମ୍ବାଇ: କରୋନା ଭାଇରସ୍‌ ଯୋଗୁ ବଲିଉଡ୍‌ ଷ୍ଟାରମାନେ ସାଧାରଣ ଲୋକଙ୍କ ପରି ଘରେ ସମୟ ବିତାଉଥିଲେ। ଯଦିଓ ଦେଶରୁ କରୋନା ହଟିନାହିଁ ତଥାପି ସରକାର ଲକ୍‌ଡାଉନ୍‌ ହଟାଇ ଦେଇଛନ୍ତି। ଏହା ପରେ ମୁମ୍ବାଇ ରାସ୍ତାରେ ବ୍ୟାୟାମ କରିବାକୁ ବାହାରି ପଡ଼ିଛନ୍ତି...

ଆଲିଆଙ୍କ ପ୍ରିୟ ଖାଦ୍ୟ: ଏଥିରେ ରହିଛି ଏସବୁ ଉପକାରୀ ଗୁଣ

ବଲିଉଡ୍‌ର କୌଣସି ତାରକା ଯଦି କୁହନ୍ତି, ତାଙ୍କର ପ୍ରିୟ ଖାଦ୍ୟ ଦହି ଭାତ ତେବେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚିତ। ମାତ୍ର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଦହି ଭାତ ଅଧିକ ପସନ୍ଦ। ସେ ଦିନରେ ଯେତେ ଥର ହେଉନା କାହିଁକି ଏହାକୁ...

ପ୍ରବାସୀ ଶ୍ରମିକଙ୍କ ପାଇଁ ୬ଟି ବିମାନ ବୁକ୍‌ କଲେ ଅମିତାଭ ବଚ୍ଚନ

ଲକ୍‌ଡାଉନରେ ପ୍ରବାସୀ ଶ୍ରମିକମାନଙ୍କୁ ସାହାଯ୍ୟ କରିବାକୁ ସେଲିବ୍ରିଟିମାନେ ଆଗେଇ ଆସୁଛନ୍ତି। ସୋନୁ ସୁଦ, ପ୍ରକାଶ ରାଜ, ସ୍ବରା ଭାସ୍କର ଏବଂ ଅମିତାଭ ବଚ୍ଚନଙ୍କ ଭଳି ଷ୍ଟାରମାନେ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ସହଯୋଗ କରୁଛନ୍ତି। ଗତ କିଛି ଦିନ ତଳେ ସେ...

ଅନୁରାଗଙ୍କୁ ନୃତ୍ୟ ଶିଖାଉଛନ୍ତି ଝିଅ ଆଲିଆ

ବଲିଉଡ୍‌ର ସଫଳ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ନିଜ ଫିଲ୍ମ ପାଇଁ ବେଶ୍‌ ପରିଚିତ। ନିକଟରେ ତାଙ୍କ ଫିଲ୍ମ ‘ଚୋକ୍‌ଡ’ ରିଲିଜ୍‌ ହୋଇଥିଲା, ଯାହାକୁ ଦର୍ଶକ ଖୁବ୍‌ ପସନ୍ଦ ମଧ୍ୟ କରିଛନ୍ତି। ଏବେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌...

ଅନୁଷ୍କାଙ୍କ ‘ବୁଲବୁଲ’ର ପ୍ରଥମ ଲୁକ୍‌ ରିଲିଜ୍‌

ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତିି ଅନୁଷ୍କା ଶର୍ମା। ସେସବୁବେଳେ ସୋସିଆଲ ମିଡିଆ ମାଧ୍ୟମରେ ନିଜ ପ୍ରଶଂସକଙ୍କ ସହ ଯୋଡିହୋଇ ରହିଥାନ୍ତି। ଅନୁଷ୍କାଙ୍କ ପ୍ରଡକ୍ସନ ହାଉସରେ ନିର୍ମାଣ ହେଉଥିବା ନୂଆ ଫିଲ୍ମ ‘ବୁଲବୁଲ’ର ପ୍ରଥମ ଲୁକ୍‌ ରିଲିଜ୍‌ ହୋଇଛି।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri