ମନୋରଞ୍ଜନ

ଷ୍ଟାରଙ୍କ ପାଇଁ ନୁହେଁ କୁକୁୁର ପାଇଁ ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଦୁନିଆରେ ରଣବୀର କପୁର ଓ ଶାହାରୁଖ ଖାଁ ନିଜ ନିଜ ଷ୍ଟାଇଲ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଛନ୍ତି। ହେଲେ ନିକଟରେ ଉଭୟଙ୍କର ଏମିତି ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ଯାହାକୁ ଦେଖି...

୪୪ ବର୍ଷରେ ଛୋଟ ପରଦାର କୁଇନ୍‌ ଏକତା

ଛୋଟ ପରଦାର କୁଇନ୍‌ ଏକତା କପୁରଙ୍କ ଆଜି ହେଉଛି ୪୪ତମ ଜନ୍ମଦିନ। ମେ’ ୭ରେ ଜନ୍ମଗ୍ରହଣ କରିଥିବା ଏକତା ବର୍ତ୍ତମାନ ସମୟରେ ଟେଲିଭିଜନ ଦୁନିଆର ଜଣେ ସଫଳ ତଥା ଚର୍ଚ୍ଚିତ ପ୍ରଯୋଜିକା। ଧାରାବାହିକଠାରୁ ଆରମ୍ଭ କରି ଓ୍ବେବ୍‌ ସିରିଜ୍‌ ପର୍ଯ୍ୟନ୍ତ...

‘ହାପି ବର୍ଥ ଡେ’ ଅମୃତା: ଚାରି ଘଣ୍ଟା ସାକ୍ଷାତକାର ପରେ ମିଳିଥିଲା ‘ବିବାହ’ରେ କାମ କରିବାର ସୁଯୋଗ, ପଡ଼ିଥିଲେ ଆର୍‌ଜେଙ୍କ ପ୍ରେମରେ

ମୁମ୍ବାଇ: ବଲିଉଡ୍‌ର ସିମ୍ପଲ ଡିଭା ମଧ୍ୟରୁ ଅଭିନେତ୍ରୀ ଅମୃତା ରାଓ ଜଣେ। ଅନେକ ହିନ୍ଦୀ ଫିଲ୍ମ ସହ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ କାମ କରିଛନ୍ତି ସେ। ଏସବୁରୁ ଅନେକ ଫିଲ୍ମ ତାଙ୍କୁ ସଫଳତା ଆଣି ଦେଇଥିବା ସତ୍ତ୍ୱେ ସେ ଏବେ...

ବକ୍ସ ଅଫିସ୍‌ ରେକର୍ଡ ଭାଙ୍ଗୁଛି ଭାଇଜାନଙ୍କ ଫିଲ୍ମ ‘ଭାରତ’

ମୁମ୍ବାଇ,୭।୬: ଦବଙ୍ଗ ଖାଁଙ୍କ ଫିଲ୍ମ ‘ଭାରତ’ ପରଦାରେ ରିଲିଜ୍‌ ହୋଇସାରିଛି। ଇଦ୍‌ ଅବସରରେ ରିଲିଜ୍‌ ହୋଇଥିବା ଏହି ଫିଲ୍ମ ଏବେ ବକ୍ସ ଅଫିରେ ରେକର୍ଡ ଭାଙ୍ଗୁଛି। ଏହି ଫିଲ୍ମକୁ ପ୍ରଶଂସକଙ୍କ ଭଲ ରେସପନ୍ସ ମିଳିବାରେ ଲାଗିଛି। ରିଲିଜ୍‌ର ଓପ୍‌ନିଙ୍ଗ ଦିନରୁ...

ଅର୍ଜୁନଙ୍କ ପିଲାଦିନର ଫଟୋ ଦେଖି ମଲାଇକା ଦେଲେ ଏମିତି କମେଣ୍ଟ

ଅର୍ଜୁନ କପୁର ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌ ରହୁଛନ୍ତି। ଏବେ ତାଙ୍କର ଏକ ପିଲାଦିନ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ସେ ଏକ ଖେଳନା ଘୋଡ଼ା ଉପରେ ବସିଥିବା ଦେଖିବାକୁ ମିଳିଛି। ଫଟୋ ପୋଷ୍ଟ କରି ଅର୍ଜୁନ କ୍ୟାପଶନ...

ପ୍ରଥମଦିନରେ ୫ଟି ରେକର୍ଡ ଭାଙ୍ଗିଲା ସଲମାନଙ୍କ ଫିଲ୍ମ ‘ଭାରତ’

ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଯାଇଛି। ପ୍ରଥମଦିନରେ ଫିଲ୍ମ ୪୨.୩୦କୋଟି ଟଙ୍କା ରୋଜଗାର କରି ବକ୍ସଅଫିସ୍‌ ରେକର୍ଡ ଭାଙ୍ଗିଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଫିଲ୍ମରେ ସଲମାନଙ୍କ ସହ...

ଦଶ ବର୍ଷ ସାନ ନିକ୍‌ଙ୍କୁ ବିବାହ କରିବା ପରେ ସମାଲୋଚିତ ହେଉଛନ୍ତି ପିସି: କହିଲେ ତାଙ୍କୁ ଫରକ ପଡ଼େନାହିଁ

ମୁମ୍ବାଇ: ଆମେରିକୀୟ ଗାୟକ ନିକ୍‌ ଜୋନାସ୍‌ଙ୍କୁ ବିବାହ କରିବା ପରଠାରୁ ଚର୍ଚ୍ଚାରେ ରହୁଛନ୍ତି ପ୍ରିୟଙ୍କା ଚୋପ୍ରା ଓରଫ ପିସି। ନିକ୍‌ ପ୍ରିୟଙ୍କାଙ୍କଠାରୁ ବୟସରେ ସାନ ହୋଇଥିବା ହେତୁ ପିସିଙ୍କୁ ଅନେକ ଥର ଟ୍ରୋଲ ମଧ୍ୟ କରାଯାଇଛି। ହେଲେ ଏଥିପ୍ରତି ଗୁରୁତ୍ୱ...

ମୁହଁ ଲୁଚାଇ ଇଦ୍‌ ପାଳିଲେ ସାରା-କାର୍ତ୍ତିକ

ମୁମ୍ବାଇ,୬।୬: ବି ଟାଉନର ଚର୍ଚ୍ଚିତ ଯୋଡି ସାରା ଅଲ୍ଲୀ ଖାଁ ଓ କାର୍ତ୍ତିକ ଆର୍ୟନ ଏବେ ପୁଣି ଚର୍ଚ୍ଚା ପରିସରକୁ ଚାଲି ଆସିଛନ୍ତି। ବୁଧବାର ଇଦ୍‌ ଅବସରରେ ସାରା ଓ କାର୍ତ୍ତିକ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି।...

ବିବାହ ପୂର୍ବରୁ ଏହି ଅଭିନେତ୍ରୀମାନେ ଥିଲେ ଗର୍ଭବତୀ !

ବଲିଉଡ୍‌ର କିଛି ଅଭିନେତ୍ରୀ ବିବାହ ପୂର୍ବରୁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଥିଲା। ତେବେ ଜାଣନ୍ତୁ କେଉଁମାନଙ୍କ ନାମ ଏହି ଚର୍ଚ୍ଚାର ପରିସରକୁ ଆସିଥିଲା। ଶ୍ରୀଦେବୀ : ବିବାହ ପୂର୍ବରୁ ଶ୍ରୀଦେବୀ ଗର୍ଭବତୀ ଥିବା ସେତେବେଳେ ବଲିଉଡ୍‌ରେ ଚର୍ଚ୍ଚା ହୋଇଥିଲା। ଶ୍ରୀଦେବୀ...

ନେହା ଯେଉଁ ସ୍କୁଲରେ ପଢୁଥିଲେ, ସେହି ସ୍କୁଲ ବାହାରେ ସିଙ୍ଗଡା ବିକୁଥିଲେ ତାଙ୍କ ବାପା: ଏମିତି ହେଲେ ଟପ୍‌ ସିଙ୍ଗର୍‌

ବଲିଉଡର ସୁନ୍ଦରୀ ଗାୟିକା ନେହା କକ୍କରଙ୍କ ଆଜି ଜନ୍ମଦିନ। ୧୯୮୮, ଜୁନ ୬ରେ ଉତ୍ତରାଖଣ୍ଡର ହୃଷିକେଶରେ ଜନ୍ମଗ୍ରହଣ କରିଥିଲେ ନେହା। ମାତ୍ର ୪ ବର୍ଷ ବୟସରେ ଗୀତ ଗାଇବା ଆରମ୍ଭ କରିଥିଲେ ସେ। ୨୦୦୬ରେ ଇଣ୍ଡିଆନ୍‌ ଆଇଡଲର ଦ୍ୱିତୀୟ ସିଜିନରେ...

ଗୋଟିଏ ଫିଲ୍ମରେ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି ଏସବୁ ଅଭିନେତା

ବଲିଉଡ୍‌ର କିଛି ଅଭିନେତାଙ୍କୁ ଗୋଟିଏ ଫିଲ୍ମରେ ଭିନ୍ନଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଛି। ବୁଧବାର ରିଲିଜ ହୋଇଥିବା ଫିଲ୍ମ ‘ଭାରତ’ରେ ସଲମାନଙ୍କୁ ୧୮ ବର୍ଷର ଲୁକ୍‌ଠାରୁ ଆରମ୍ଭ କରି ୭୦ ବର୍ଷ ବୃଦ୍ଧ ଭୂମିକାରେ ଦେଖିବାକୁ ମିଳିଛି। ସଲମାନ ଏକା ନୁହନ୍ତି,...

ଅନ୍ଧାରକୁ ଡରନ୍ତି କ୍ୟାଟ୍ରିନା

ବଲିଉଡ୍‌ର ଆଗଧାଡିର ଅନ୍ୟତମ ଅଭିନେତ୍ରୀ କ୍ୟାଟ୍ରିନା କୈଫ। ଚଳିତବର୍ଷ ଇଦ୍‌ ଅବସରରେ ତାଙ୍କ ଅଭିନୀତ ‘ଭାରତ’ ରିଲିଜ ହୋଇଛି। ଗୋଟିଏ ଜିନିଷକୁ ନେଇ ତାଙ୍କ ମନରେ ଭୟ ରହିଛି। ସେ କାହାକୁ ବେଶି ଭୟ କରନ୍ତି ଜାଣନ୍ତି ? ଅନ୍ଧାରକୁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri