ମନୋରଞ୍ଜନ

ୟାଦେଁ

ବଲିଉଡ୍‌ର ଅନ୍ୟତମ ଲୋକପ୍ରିୟ ଅଭିନେତା ହେଉଛନ୍ତି ସୁନୀଲ ଦତ୍ତ। ଯେ କୌଣସି ଭୂମିକା ହେଉ, ତାହାକୁ ସୁଚାରୁରୂପେ ତୁଲାଇବାରେ ସେ ଥିଲେ ମାହିର। ୧୯୬୪ରେ ନିର୍ମିତ ହୋଇଥିଲା ଏକ ବର୍ଣ୍ଣନାତ୍ମକ (ନ୍ୟାରେଟିଭ୍‌) ଫିଲ୍ମ ‘ୟାଦେଁ’। ଏଥିରେ ମାତ୍ର ଅଳ୍ପ କଳାକାର...

ରହିଗଲା ଅବସୋସ

ବେଳେବେଳେ ମନରେ ଏଭଳି ଅବସୋସ ରହିଯାଏ, ଯାହାକୁ ନେଇ ସାରା ଜୀବନ ଅନୁତାପ କରିବାକୁ ପଡିଥାଏ। ସେଭଳି ଏ କଥାକୁ ଏବେ ବ ମନେ ପକାଇ ଦୁଃଖ ପ୍ରକାଶ କରନ୍ତି ଆଲିୟା ଭଟ୍ଟ। କଥା କ’ଣ କି, ୨୦୦୫ରେ ବଲିଉଡ୍‌ର...

ବ୍ରିଟେନରେ ରିଲିଜ୍‌ ହେବ ‘ଦି କେରଲା ଷ୍ଟୋରି’

ଲଣ୍ଡନ,୧୮।୫: ବିବାଦୀୟ ଫିଲ୍ମ କେରଲା ଷ୍ଟୋରି ବକ୍ସ ଅଫିସରେ ଧମାକା କରୁଛି। ଅନେକ ବିବାଦ ସତ୍ତ୍ୱେ ଫିଲ୍ମର ରୋଜଗାର ଉପରେ କୌଣସି ପ୍ରଭାବ ପଡ଼ି ନାହିଁ। ତେବେ ଅନେକ ରାଜ୍ୟ ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଇଥିଲେ ହେଁ ଏହା ସାରା...

ସ୍ତ୍ରୀଙ୍କୁ ବାର୍‌ ଖୋଲିବାକୁ ମନାକଲେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଲଙ୍କ ନିକଟରେ ଏକ ଫିଲ୍ମ ‘ଜରା ହଟ୍‌କେ ଜରା ବଚ୍‌କେ’ର ଟ୍ରେଲର ରିଲିଜ୍‌ ହୋଇଛି। ଯେଉଁଥିରେ ସେ ଅଭିନେତ୍ରୀ ସାରା ଅଲୀଙ୍କ ସହ ସ୍କ୍ରିନ୍‌ ଶେୟାର କରିଛନ୍ତି। ଭିକି ଏବଂ ତାଙ୍କ ସ୍ତ୍ରୀ ତଥା...

ସଲମାନଙ୍କ ଭଉଣୀଙ୍କ ଘରୁ ୫ ଲକ୍ଷ ଟଙ୍କାର କାନଫୁଲ ଚୋରି କରି ବନ୍ଧାହେଲେ ଚାକର

ମୁମ୍ବାଇ: ସଲମାନ ଖାନ୍‌ଙ୍କ ଭଉଣୀ ଅର୍ପିତାଙ୍କ ଘରୁ ମଙ୍ଗଳବାର ରାତିରେ ଚୋରି ହୋଇଥିଲା। ଏହା ପରେ ସେ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ଅଭିଯୋଗ ଦାୟର ପରେ ପୋଲିସ ଅର୍ପିତାଙ୍କ ଚାକରଙ୍କୁ ଗିରଫ କରିଛି। ଅର୍ପିତାଙ୍କ ହୀରାର ଏକ କାନଫୁଲ...

କ୍ୟାଟ୍‌ଙ୍କୁ ଛାଡପତ୍ର ଦେବେ କି ଭିକି!

ମୁମ୍ବାଇ,୧୭।୫:ବଲିଉଡର ପ୍ରୋମିସଂଗ ଥଙ୍ଗ୍‌ ଭିକି କୌଶଲ ଲକ୍‌ଡାଉନ ପରେ ପୁଣି ବଡ ପରଦାକୁ ଫେରିଛନ୍ତି। ତେବେ ତାଙ୍କର ଦୁଇଟି ଫିଲ୍ମ ଓଟିଟିରେ ରିଲିଜ୍‌ ହୋଇଛି। ୩ବର୍ଷ ପରେ ଫିଲ୍ମ ଦୁନିଆକୁ ଫେରିଥିବା ଭିକିଙ୍କ କେବଳ ଗୋଟିଏ କି ଦୁଇଟି ନୁହେଁ...

୧୫୦ କୋଟି କ୍ଲବ୍‌ରେ ଏଣ୍ଟ୍ରି କଲା ‘ଦ କେରଲା ଷ୍ଟୋରି’

ମୁମ୍ବାଇ: ଫିଲ୍ମ ‘ଦ କେରଲା ଷ୍ଟୋରି’ ରିଲିଜ ପୂର୍ବରୁ ଏବଂ ପରେ ଅନେକ ବିବାଦର ଲାଗିରହିଛି। ଏପରିକି କେତେକ ରାଜ୍ୟରେ ଏହି ଫିଲ୍ମ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହା ସତ୍ତ୍ୱେ ଫିଲ୍ମ ଦର୍ଶକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି...

ସ୍ବାମୀଙ୍କ ନାମରେ ମିଛ କହି ଧରାପଡ଼ିଲେ ପ୍ରିୟଙ୍କା

ମୁମ୍ବାଇ: ମୋଷ୍ଟ ପପୁଲାର ଅଭିନେତ୍ରୀ ଭାବେ ପ୍ରିୟଙ୍କା ଚୋପ୍ରା ଅନ୍ୟତମ। ସେ ବଲିଉଡ୍‌ ପରେ ଏବେ ହଲିଉଡ୍‌ରେ କାମ କରୁଛନ୍ତି। ସେ ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଫିଲ୍ମ ‘ଲଭ୍‌ ଏଗେନ୍‌’ରେ ନଜରକୁ ଆସିଥିଲେ। ନିକ୍‌ ଜଣେ ଅଦ୍ଭୁତ...

‘ପୋନିୟିନ ସେଲଭାନ’ ଚଳଚ୍ଚିତ୍ର ନିର୍ମାଣ କରିଥିବା ଲାଇକା ପ୍ରଡକ୍ସନ୍ସ ଉପରେ ଇଡିର ଚଢାଉ

ଚେନ୍ନାଇ,୧୬।୫: ତାମିଲନାଡୁର ରାଜଧାନୀ ଚେନ୍ନାଇର ଲାଇକା ପ୍ରଡକ୍ସନ୍ସ ପରିସରରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଯାଞ୍ଚ କରିଛି। ଏହି କମ୍ପାନୀ ବକ୍ସ ଅଫିସରେ ହିଟ ଚଳଚ୍ଚିତ୍ର ‘ପୋନିୟିନ ସେଲଭାନ-୧’ ଏବଂ ‘ପୋନିୟିନ ସେଲଭାନ-୨’ ପ୍ରସ୍ତୁତ କରିଛି। କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି ପ୍ରଡକ୍ସନ...

କାହାକୁ ବଲିଉଡ୍‌ର ସେକ୍ସି ଅଭିନେତ୍ରୀ କହିଥିଲେ ଅକ୍ଷୟ ଖାନ୍ନା

ବଲିଉଡରେ ଅନେକ ସୁନ୍ଦରୀ ଅଛନ୍ତି, ଯାହାଙ୍କ ସୌନ୍ଦର୍ଯ୍ୟରେ ଦର୍ଶକ ପାଗଳ। ମାତ୍ର ଯେତେବେଳେ ସବୁଠାରୁ ସୁନ୍ଦରୀ ଅଭିନେତ୍ରୀଙ୍କ କଥା ଆସେ, ସେତେବେଳେ ପ୍ରଥମ ନାମ ଐଶ୍ୱର୍ଯ୍ୟା ରାୟଙ୍କ ଆସେ। ଏକ ସାକ୍ଷାତକାରରେ ଅଭିନେତା ଅକ୍ଷୟ ଖାନ୍ନା ଐଶ୍ୱର୍ଯ୍ୟାଙ୍କ ବିଷୟରେ କିଛି...

ରିଲେଶନକୁ ନେଇ ସାଙ୍ଗମାନଙ୍କୁ ପରାମର୍ଶ ଦିଅନ୍ତି ରଣବୀର

ମୁମ୍ବାଇ,୧୬।୫:ବଲିଉଡରେ ନିଜ ରିଲେଶନସିପକୁ ନେଇ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି ରଣବୀର କପୁର। ତେବେ ବହୁ ଅଭିନେତ୍ରୀଙ୍କ ସହ ନାଁ ଯୋଡି ତାଙ୍କୁ ପ୍ରଶ୍ନ କରାଯାଇଥାଏ। ତେବେ ରିଲେଶନକୁ ନେଇ ରଣବୀରଙ୍କୁ ପ୍ରଶ୍ନ କରାଯାଇଥିବା ବେଳେ ସେ ନିଜର ଏକ ବ୍ୟକ୍ତିଗତ...

ଏମିତି ଗେଟଅପରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ସାମିଲ ହେବାକୁ ବାହାରିଲେ ମାନୁଷୀ

ମୁମ୍ବାଇ: ପୂର୍ବତନ ମିସ ୱାଲର୍‌ଡ ତଥା ବଲିଉଡ ଅଭିନେତ୍ରୀ ମାନୁଷୀ ଛିଲ୍ଲାର ଚଳିତ ବର୍ଷ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଡେବ୍ୟୁ କରୁଛନ୍ତି। ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଅଭିନେତ୍ରୀ ବାହାରି ଯାଇଛନ୍ତି। ସୋମବାର ରାତିରେ ଅଭିନେତ୍ରୀ ମୁମ୍ବାଇ ବିମାନବନ୍ଦରରେ ସ୍ପଟ ହୋଇଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri