ମନୋରଞ୍ଜନ

ବିବାହ ବନ୍ଧନରେ ବାନ୍ଧି ହେଲେ ‘ୟେ ହୈ ମହବତୈଁ’ ଫେମ୍‌ କୃଷ୍ଣା ମୁଖାର୍ଜୀ

ମୁମ୍ବାଇ: ଟେଲି ଧାରାବାହିକ ‘ୟେ ହୈ ମହବତୈଁ’  ଫେମ୍‌ କୃଷ୍ଣା ମୁଖାର୍ଜୀ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସେ ତାଙ୍କର ପ୍ରେମିକ ଚିରାଗ ବଟଲିୱାଲାଙ୍କ ସହ ସାତଫେରା ନେଇଛନ୍ତି। ମାର୍ଚ୍ଚ ୧୩ରେ ଉଭୟ ପ୍ରଥମେ ବଙ୍ଗାଳୀ ରୀତିନୀତିରେ ବିବାହ କରିଥିଲେ।...

୪.୨୫ ମିନିଟ୍‌ର ‘ନାଟୁ ନାଟୁ’ ଗୀତ ଲେଖିବାକୁ ଲାଗିଥିଲା ୧୯ ମାସ

ଫିଲ୍ମ ‘ଆରଆର୍‌ଆର୍‌’ର ‘ନାଟୁ ନାଟୁ’ ଗୀତ ଓସ୍କାର ହାତେଇଛି। ମନୋରଞ୍ଜନ ଜଗତର ସବୁଠାରୁ ଶ୍ରେଷ୍ଠ ପୁରସ୍କାର ଓସ୍କାର ଦ୍ୱାରା ସମ୍ମାନିତ ହେବାରେ ‘ନାଟୁ ନାଟୁ’ ପ୍ରଥମ ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ। ଗୀତକୁ ବେଷ୍ଟ ଅରିଜିନାଲ ସଙ୍ଗ୍‌ (ଶ୍ରେଷ୍ଠ ମୂଳ ସଙ୍ଗୀତ)...

ଅମିର ଖାନଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ମିଷ୍ଟର ପରଫେକ୍ସନିଷ୍ଟ ଅମିର ଖାନଙ୍କୁ କୌଣସି ପରିଚୟ ଆବଶ୍ୟକ ନାହିଁ। ସେ ଅନେକ ସୁପରହିଟ୍‌ ଫିଲ୍ମରେ କାମ କରିଛନ୍ତି। ଅମିର ସେହି ଅଭିନେତାମାନଙ୍କ ମଧ୍ୟରୁ ଜଣେ ଯିଏ ବର୍ଷକୁ ଗୋଟିଏ ଫିଲ୍ମ କରନ୍ତି, କିନ୍ତୁ ଏହା ଏକ ସୁପର...

ଦୀପିକାଙ୍କୁ କଙ୍ଗନାଙ୍କ ପ୍ରଶଂସା

ମୁମ୍ବାଇ: ଆମେରିକାର ଡଲ୍‌ବି ଥିଏଟରରେ ୯୫ତମ ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ପ୍ରଥମ ଭାରତୀୟ ଅଭିନେତ୍ରୀ ଭାବେ ଦୀପିକା ପାଦୁକୋନ୍‌ ଉପସ୍ଥାପିକା ଭାବେ ପ୍ରତିନିଧିତ୍ୱ କରିଥିଲେ, ଯାହା ଦେଶ ପାଇଁ ଏକ ଗର୍ବ ଓ ଗୌରବର ବିଷୟ। ଏଥିସହ ଭାରତୀୟ...

‘ନାଟୁ ନାଟୁ’ ଗୀତର ଲାଇଭ୍‌ ପରଫର୍ମାନ୍ସକୁ ଷ୍ଟାଣ୍ଡିଂ ଓବେଶନ୍‌

ମୁମ୍ବାଇ: ଆମେରିକାର ଲସ୍‌ଏଞ୍ଜେଲ୍‌ସର ଡଲ୍‌ବି ଥିଏଟରରେ ୯୫ତମ ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହ ଆରମ୍ଭ ହୋଇଯାଇଛି। ଏହି ଚଳଚ୍ଚିତ୍ର ପୁରସ୍କାର ସମାରୋହରେ ଭାରତ ଇତିହାସ ସୃଷ୍ଟି କରିଛି। ଏସ୍‌ଏସ୍‌ ରାଜମୌଲିଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ନାଟୁ ନାଟୁ ଶ୍ରେଷ୍ଠ ଅରିଜିନାଲ...

ଦେଶ ପାଇଁ ଆସିଛୁ, କିଛି ଏଭଳି କହି ପ୍ରତିକ୍ରିୟା ରଖିଲେ ଅଭିନେତା

ମୁମ୍ବାଇ: ୯୫ ତମ ଓସ୍କାର ସମାରୋହରେ ଦକ୍ଷିଣ ସିନେମାର ବ୍ଲକବଷ୍ଟର ଫିଲ୍ମ ‘ଆର୍‌ଆର୍‌ଆର୍‌’ର ନାଟୁ ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର ଲାଭ କରିଛି। ଏହି ବିଜୟ ପାଇଁ ‘ଆର୍‌ଆର୍‌ଆର୍‌’ ଟିମ୍‌କୁ ସମସ୍ତେ ଅଭିନନ୍ଦନ ଜଣାଉଛନ୍ତି। ଏହି...

ଆଓ୍ବାର୍ଡ ସମାରୋହରେ ରାଗରୁଷା ଭୁଲି ଦୁହେଁ ଦୁହିଁଙ୍କୁ ଆଲିଙ୍ଗନ କଲେ ରାମଚରଣ-ଏନ୍‌ଟିଆର

ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡରେ ଭାରତ ୨ଟି ପୁରସ୍କାର ହାତେଇଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର ଲାଭ କରିଛି। ନାଟୁ-ନାଟୁର ସଂଗୀତ ରଚନା ଏମ୍‌ଏମ୍‌ କିରାଭାନୀ ଏବଂ ଗୀତିକାର...

ଭାରତକୁ କେବେ ମିଳିଥିଲା ପ୍ରଥମ ଓସ୍କାର ଆଓ୍ବାର୍ଡ ?

ମୁମ୍ବାଇ: ୯୫ ତମ ଓସ୍କାର ଆଓ୍ବାର୍ଡ ସୋମବାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତକୁ ଦୁଇଟି ପୁରସ୍କାର ମିଳିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ ଅରିଜିନାଲ ସଙ୍ଗ୍‌ରେ ଓସ୍କାର ପୁରସ୍କାର ଲାଭ କରିଛି। ସେହିପରି ‘ଦ ଏଲିଫ୍ୟାଣ୍ଟ...

ଏକାଥରକେ ୭ଟି ଓସ୍କାର ଆୱାର୍ଡ ହାତେଇ ଇତିହାସ ରଚିଲା ଏହି ଫିଲ୍ମ

ମୁମ୍ବାଇ: ୯୫ ତମ ଓସ୍କାର ଆୱାର୍ଡ ସୋମବାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତ ଦୁଇଟି ପୁରସ୍କାର ଜିତିଛି। ତେବେ ଏହି ଓସ୍କାର ଆୱାର୍ଡରେ ହଲିଉଡ ଫିଲ୍ମ ଏଭ୍ରିଥିଙ୍ଗ ଏଭ୍ରିହୋୟାର୍‌ ଅଲ ଆଟ ୱାନ୍ସ ଏକାଥରକେ ୭ଟି ଆୱାର୍ଡ ହାତେଇ ଇତିହାସ...

ଓସ୍କାର ବିଜେତାଙ୍କୁ କିପରି ଚୟନ କରାଯାଏ, ଜାଣନ୍ତୁ…

ମୁମ୍ବାଇ: ଓସ୍କାର ଆଓ୍ବାର୍ଡ ମନୋରଞ୍ଜନ ଜଗତର ଅନ୍ୟତମ ସମ୍ମାନଜନକ ପୁରସ୍କାର ଭାବରେ ପରିଗଣିତ ହୁଏ। ତେବେ ସୋମବାର ଓସ୍କାର ପୁରସ୍କାର ଘୋଷଣା କରାଯାଇଛି। ଯେଉଁଥିରେ ଭାରତ ଦୁଇଟି ପୁରସ୍କାର ଜିତିଛି। ରାଜାମୌଲିଙ୍କ ସୁପରହିଟ ଚଳଚ୍ଚିତ୍ର ‘ଆର୍‌ଆର୍‌ଆର୍‌’ ନାଟୁ-ନାଟୁ ଗୀତ ବେଷ୍ଟ...

‘ସିଙ୍ଘମ ଏଗେନ୍‌’ରେ ପୁଣି ଧମାଲ କରିବ ରୋହିତ ଶେଟ୍ଟୀ, ଅଜୟ ଦେବଗନଙ୍କ ଯୋଡି

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଅଜୟ ଦେବଗନ ବର୍ତ୍ତମାନ ତାଙ୍କ ଅପକମିଙ୍ଗ୍‌ ଫିଲ୍ମ ‘ଭୋଳା’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଯଦି ଆମେ ଅଜୟ ଦେବଗନଙ୍କ ସର୍ବୋତ୍ତମ ଚଳଚ୍ଚିତ୍ର ବିଷୟରେ କହିବା ତେବେ ଫିଲ୍ମ ‘ସିଙ୍ଘମ’ନାମ ନିଶ୍ଚିତ ଭାବରେ ଶୀର୍ଷ ତାଲିକାରେ ଅନ୍ତର୍ଭୂକ୍ତ...

ୟୁକ୍ରେନ ରାଷ୍ଟ୍ରପତି ଭବନରେ ହୋଇଥିଲା ‘ନାଟୁ-ନାଟୁ’ର ଶୁଟିଂ

ମୁମ୍ବାଇ: ସାଉଥ ସିନେମାର ବ୍ଲକବୁଷ୍ଟର ମୁଭି ଆରଆରଆରର ସୁପରହିଟ ଗୀତ ନାଟୁ ନାଟୁ ଏବେ ଇତିହାସ ରଚିଛି । ଓସ୍କାର ଆୱାର୍ଡସ ୨୦୨୩ରେ ଆରଆରଆରର ନାଟୁ ନାଟୁ ଗୀତକୁ ବେଷ୍ଟ ଅରିଜିନାଲ ସଙ୍ଗ ଭାବେ ସମ୍ମାନୀତ କରାଯାଇଛି । ଏହାପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri