ମନୋରଞ୍ଜନ

ଲକଡାଉନରେ ମାଇଗ୍ରେଟ ୱାର୍କର୍ସଙ୍କ ସମସ୍ୟା କଥା କହୁଛି ‘ଭିଡ’ ପଳାୟନର ଦୃଶ୍ୟ ଦେଖିଲେ ଥରି ଉଠିବ ଛାତି

ମୁମ୍ବାଇ: କୋଭିଡ ୧୯ ମହାମାରୀର ଖରାପ ସମୟ ଉପରେ ପର୍ଯ୍ୟବେଶିତ ହୋଇଛି ଅପକମିଂ ଫିଲ୍ମ ‘ଭିଡ’ । ଏବେ ଏହାର ଟ୍ରେଲର ରିଲିଜ ହୋଇଛି । ଶୁକ୍ରବାର ଟି-ସିରିଜ ତା’ର ୟୁଟ୍ୟୁବ ଚ୍ୟାଲେରେ ୨ମିନିଟରୁ ଅଧିକ ସମୟର ଲମ୍ବା ଭିଡିଓ...

ଏହି ଅଭିନେତ୍ରୀଙ୍କ ସହ କାମ କରିବାକୁ ଚାହାନ୍ତି ରଣବୀର, ନାଁ ଶୁଣିଲେ ଆଲିଆଙ୍କୁ ଲାଗିବ ଝଟ୍‌କା

ମୁମ୍ବାଇ: ଫିଲ୍ମ ‘ବ୍ରହ୍ମାସ୍ତ୍ର’ ପରେ ରଣବୀର କପୁର ପୁଣି ଥରେ ବକ୍ସ ଅଫିସରେ ସଫଳତାର ସ୍ବାଦ ଚାଖିଛନ୍ତି। ତାଙ୍କ ଫିଲ୍ମ ‘ତୁ ଝୁଠି, ମୈ ମକ୍କର’ ବକ୍ସ ଅଫିସରେ ବହୁତ ଭଲ ପ୍ରଦର୍ଶନ କରୁଛି। ତାଙ୍କ ଫିଲ୍ମର ପ୍ରମୋଶନ ସମୟରେ...

ହୃଦୟ ଜିତିଲେ ଜୁନିଅର୍‌ ଏନ୍‌ଟିଆର୍‌

୯୫ତମ ଓସ୍କାର ପୁରସ୍କାର ଉପରେ ସମସ୍ତ ଭାରତୀୟଙ୍କ ନଜର ରହିଛି। ଏହି ପୁରସ୍କାର ସମାରୋହ ସମସ୍ତ ଦେଶବାସୀଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ହେବାକୁ ଯାଉଛି। କାରଣ ସାଉଥ୍‌ ନିର୍ଦ୍ଦେଶକ ଏସ ରାଜମୌଲିଙ୍କ ଫିଲ୍ମ ‘ଆରଆରଆର’ର ଗୀତ ‘ନାଟୁ ନାଟୁ’...

ଆଲିଆଙ୍କୁ ଝିଅ ଦେଲେ ବିଜ୍‌ନେସ୍‌ ଆଇଡିଆ

ଅଭିନେତ୍ରୀ ଆଲିଆ ଭଟ୍ଟ ମା’ ହେବା ପରେ ଏବେ ଝିଅ ରାହା ସହ ସମୟ ବିତାଉଛନ୍ତି। ନିକଟରେ ସେ ତାଙ୍କ ଝିଅ ସମ୍ବନ୍ଧୀୟ କିଛି ରୋଚକ କଥା ଶେୟାର କରିଥିଲେ। ଆଲିଆ କହିଛନ୍ତି, ରାହା ଏବେ ବହୁତ ଛୋଟ। ମୁଁ...

କରଣ ଜୋହରଙ୍କ ଏହି ଫିଲ୍ମରେ ସ୍ବାମୀ ହର୍ଷଙ୍କ ସହ ନଜର ଆସିବେ କମେଡି କୁଇନ୍‌

ମୁମ୍ବାଇ: ଲୋକପ୍ରିୟ ହାସ୍ୟ ଅଭିନେତା ଭାରତୀ ସିଂ ତାଙ୍କ ପ୍ରଶଂସକଙ୍କୁ ହସେଇବା ପାଇଁ କୌଣସି ମୌକା ହାତ ଛଡା କରନ୍ତି ନାହିଁ। ଭାରତୀ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌। କିଛି ନା କିଛି ଫୋଟା ଭିଡିଓ ଶେୟାର କରି ପ୍ରଶଂସକଙ୍କୁ...

ଏହି କାରଣରୁ ଶାହାରୁଖଙ୍କ ‘ପଠାନ’କୁ ପଛରେ ପକାଇଲା ‘ତୁ ଝୁଠି ମୈ ମକ୍କର’

ମୁମ୍ବାଇ: ହିନ୍ଦୀ ସିନେମାର ପ୍ରସିଦ୍ଧ ନିର୍ଦ୍ଦେଶକ ଲଭ ରଞ୍ଜନଙ୍କ ଫିଲ୍ମ ‘ତୁ ଝୁଠି ମୈ ମକ୍କର’ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି। ପ୍ରଥମ ଦିନରେ ଏହି ଫିଲ୍ମ ବକ୍ସ ଅଫିସରେ ଏକ ବମ୍ପର ରୋଜଗାର କରିଛି। କେବଳ ଏତିକି ନୁହେଁ, ଆଇଏମଡିବି...

ମୁମ୍ବାଇ ପହଞ୍ଚିଲା ସତିଶଙ୍କ ପାର୍ଥିବ ଶରୀର: ଶେଷ ଦର୍ଶନ ପାଇଁ ବାସଭବନରେ ଜମିଲା ସେଲିବ୍ରିଟିଙ୍କ ଭିଡ

ମୁମ୍ବାଇ,୯।୩: ବଲିଉଡ୍‌ର ବେଶ୍‌ ଲୋକପ୍ରିୟ ଅଭିନେତା, କମେଡିଆନ୍‌ ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ପାର୍ଥିବ ଶରୀର ଚାଟାର୍ଡ ବିମାନରେ ମୁମ୍ବାଇ ପହଞ୍ଚିଛି। ଆଉ କିଛି ସମୟ ପରେ ଅଭିନେତାଙ୍କ ପାର୍ଥିବ ଶରୀରକୁ ଆମ୍ବୁଲାନ୍ସରେ ତାଙ୍କ ବାସଭବନକୁ ନିଆଯିବ। ଅନ୍ୟପଟେ ସତିଶଙ୍କ...

‘ପୁଷ୍ପା-୨’ରେ ଏହି ସାଉଥ ଅଭିନେତ୍ରୀ ଆସିବେ ନଜର

ମୁମ୍ବାଇ: ସାଉଥ ଫିଲ୍ମର ଲୋକପ୍ରିୟ ଅଭିନେତା ଅଲ୍ଲୁ ଅର୍ଜୁନ ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ପୁଷ୍ପା ୨’ ପାଇଁ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ‘ପୁଷ୍ପା’ରୁ ଏହି ଅଭିନେତା ଏକ ପ୍ୟାନ ଇଣ୍ଡିଆ ଷ୍ଟାର ହୋଇଯାଇଛନ୍ତି। ଫିଲ୍ମର ଡାଇଲଗ୍‌ ଏବଂ ଗୀତ ଆଜି...

ରିଲିଜ ହେଲା ‘ଡ୍ରିମ ଗର୍ଲ ୨’ର ଟିଜର

ମୁମ୍ବାଇ: ବଲିଉଡ ଅଭିନେତା ଆୟୁଷ୍ମାନ ଖୁରାନା ହୋଲି ଅବସରରେ ପ୍ରଶଂସକଙ୍କୁ ଏକ ଖାସ୍ ଉପହାର ଦେଇଛନ୍ତି । କିଛିଦିନ ହେବ ପ୍ରଶଂସକ ଅପେକ୍ଷା ରଖିଥିବା ମୁଭି ‘ଡ୍ରିମ ଗର୍ଲ ୨’ର ଟିଜର ରିଲିଜ ହୋଇଛି । ଆୟୁଷ୍ମାନ ତାଙ୍କ ଇନଷ୍ଟାଗ୍ରାମରେ...

ଏକଦା ଶୁଟିଂସେଟ୍‌ରେ ସଲମାନଙ୍କ ସହ ସତୀଶଙ୍କର ହୋଇଥିଲା ଝଗଡ଼ା

ମୁମ୍ବାଇ: ବଲିଉଡ୍‌ର ଭେଟେରାନ ଅଭିନେତା ସତୀଶ କୌଶିକ ୬୬ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। ହୃଦ୍‌ଘାତରେ ତାଙ୍କର ଗୁରୁବାର ଦେହାନ୍ତ ହୋଇଛି। ସତୀଶ କେବଳ ନିଜର ବଳିଷ୍ଠ ଅଭିନୟ ପାଇଁ ଜଣାଶୁଣା ନୁହନ୍ତି ବରଂ ତାଙ୍କର ସୁନ୍ଦର ନିର୍ଦ୍ଦେଶନା...

ସନ୍ଧ୍ୟା ୫ଟାରେ ହେବ ସତିଶଙ୍କ ଅନ୍ତିମ ସଂସ୍କାର: ମୁମ୍ବାଇ ଅଭିମୂଖେ ପାର୍ଥିବ ଶରୀର

ନୂଆଦିଲ୍ଲୀ,୯।୩: ବଲିଉଡ୍‌ର ବେଶ୍‌ ଲୋକପ୍ରିୟ ଅଭିନେତା, କମେଡିଆନ୍‌ ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କ ହୃଦ୍‌ଘାତ ଯୋଗୁ ପରଲୋକ ଘଟିଛି। ମାତ୍ର ୬୬ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି।...

ସାମ୍ନାକୁ ଆସିଲା ସତୀଶଙ୍କ ବ୍ୟବଚ୍ଛେଦ ରିପୋର୍ଟ

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକଙ୍କର ପରଲୋକ ଘଟିଛି। ତେବେ ଶେଷ ରୀତିନୀତି ପୂର୍ବରୁ ସତୀଶଙ୍କ ପୋଷ୍ଟମର୍ଟମ କରାଯାଇଥିଲା। ବର୍ତ୍ତମାନ ସତୀଶଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛ। ଯେଉଁଥିରେ ତାଙ୍କ ମୃତ୍ୟୁର କାରଣ ଜଣାପଡିଛି। ସତୀଶଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri