ମନୋରଞ୍ଜନ

ଇତିହାସ ରଚିଲା ଆର୍‌ଆର୍‌ଆର୍‌! ଓସ୍କାର ଦୌଡ଼ରେ ‘ନାଟୁ ନାଟୁ’, ଖୁସିରେ ଝୁମିଲା ପୁରା ଟିମ୍‌…

ବମ୍ବେ: ଇତିହାସ ରଚିଛି ଏସ୍‌.ଏସ୍‌. ରାଜାମୌଲୀଙ୍କ ଫିଲ୍ମ ‘ଆର୍‌ଆର୍‌ଆର୍‌’। ୯୫ତମ ଓସ୍କାର ପୁରସ୍କାର ୨୦୨୩ ପାଇଁ ନାମାଙ୍କନ ଶେଷ ହୋଇଥିବା ବେଳେ ଫିଲ୍ମର ଗୀତ ‘ନାଟୁ ନାଟୁ’ ଏଥିରେ ସ୍ଥାନ ପାଇଛି। ଏହା ‘ବେଷ୍ଟ ଅରିଜିନାଲ ସଙ୍ଗ’ କାଟାଗୋରୀ ଲାଗି...

ରାଜାମୌଲୀଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଲେ ରାମ ଗୋପାଳ ବର୍ମା!

ବମ୍ବେ: ନିଜର ଫିଲ୍ମକୁ ନେଇ ବିଶ୍ୱସ୍ତରରେ ପ୍ରଶଂସାର ପାତ୍ର ହୋଇଛନ୍ତି ଏସ୍‌.ଏସ୍‌. ରାଜାମୌଲୀ। ବାହୁବଳୀ ଏବଂ ଆର୍‌ଆର୍‌ଆର୍‌ ଭଳି ଫିଲ୍ମ ତାଙ୍କ ଲୋକପ୍ରିୟତାକୁ ବହୁଗୁଣିତ କରିଛି। ଏହାକୁ ଦେଖି ଇର୍ଷା କରିବା ସହ ଧମକ ଦେଇଛନ୍ତି ନିର୍ଦ୍ଦେଶକ ରାମ ଗୋପାଳ...

ଟୁଇଟର୍‌କୁ ପୁଣି ଫେରିଲେ କଙ୍ଗନା: ଆଗାମୀ ଫିଲ୍ମ ରିଲିଜ ଡେଟ୍‌ ନେଇ କଲେ ଘୋଷଣା

ବମ୍ବେ: ଟୁଇଟର୍‌କୁ ଫେରିଲେ ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ। ସର୍ବଦା ନିଜର ବୟାନକୁ ନେଇ ବିବାଦକୁ ଆସୁଥିବା କଙ୍ଗନାଙ୍କ ଆକାଉଣ୍ଟ ପୁଣିଥରେ କାର୍ଯ୍ୟକ୍ଷମ ହୋଇଛି। ଫେରିବା ପରେ ସେ ନିଜର ବହୁ ପ୍ରତିକ୍ଷିତ ଫିଲ୍ମ ‘ଏମରଜେନ୍ସି’କୁ ନେଇ ବଡ଼ ଘୋଷଣା...

ଭସ୍ମ ଲଗାଇ ଶତ୍ରୁଙ୍କୁ ଅନ୍ତ କରିବେ ଅଜୟ ଦେବଗନ

ମୁମ୍ବାଇ: ବଲିଉଡ୍‌ର ସୁପରଷ୍ଟାର ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ୍‌-୨ର ଅପାର ସଫଳତା ପରେ ଏବେ ନିଜ ଅପ୍‌କମିଂ ଫିଲ୍ମ ‘ଭୋଲା’ କୁ ନେଇ ସେ ଚର୍ଚ୍ଚାରେ ରହିଛନ୍ତି। ଇତିମଧ୍ୟରେ ମଙ୍ଗଳବାର ‘ଭୋଲା’ର ଦ୍ୱିତୀୟ ଟିଜର ରିଲିଜ୍‌ ହୋଇଛି। ଏନେଇ...

ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଭୂମିକାରେ ନଜର ଆସିବେ ବିକି କୌଶଲ

ମୁମ୍ବାଇ: ବଲିଉଡ ଅଭିନେତା ବିକି କୌଶଲଙ୍କୁ ଖୁବ୍‌ଶୀଘ୍ର ଏକ ଫିଲ୍ମରେ ନଜର ଆସିବେ। ନିର୍ଦ୍ଦେଶକ ଲକ୍ଷ୍ମଣ ଉଟେକା ଛତ୍ରପତି ସମ୍ଭାଜୀ ମହାରାଜଙ୍କ ଭୂମିକାରେ ଅଭିନେତା ବିକି କୌଶଲଙ୍କୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଘୋଷଣା କରିଛନ୍ତି। ବିକିଙ୍କ ବ୍ୟକ୍ତିତ୍ୱ ଛତ୍ରପତି...

ଆଡଭାନ୍ସ ବୁକିଂରେ ୨୦ କୋଟି ଟପିଲା ‘ପଠାନ’

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହରୁଖ ଖାନଙ୍କ ଅପକମିଙ୍ଗ ଚଳଚ୍ଚିତ୍ର ‘ପଠାନ’କୁ ସମସ୍ତେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆସନ୍ତା ୨୫ ତାରିଖରେ ଫିଲ୍ମ ରିଲିଜ୍‌ ହେବାକୁ ଥିବା ବେଳେ ଏବେ ଆଡଭାନ୍ସ ବୁକିଂ ଆରମ୍ଭ ହୋଇଯାଇଛି। ଯାହା ଜାନୁୟାରୀ ୨୩...

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ଅଭିନେତ୍ରୀ

ଜମ୍ମୁ,୨୪।୧: କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ଯାତ୍ରାରେ ମଙ୍ଗଳବାର ବଲିଉଡ ଅଭିନେତ୍ରୀ ତଥା ରାଜନେତ୍ରୀ ଉର୍ମିଲା ମାତୋଣ୍ଡକର ସାମିଲ ହୋଇଛନ୍ତି। ଭାରତ ଯୋଡୋ ଯାତ୍ରା ମଙ୍ଗଳବାର ସକାଳେ ଜମ୍ମୁର ନାଗ୍‌ରୋଟା ସହରରୁ ଆରମ୍ଭ ହୋଇଥିଲା। ଉର୍ମିଲା ମାତୋଣ୍ଡକର...

ସାଉଥ ଫିଲ୍ମରେ ଡେବ୍ୟୁ କରିବେ ‘ବିଗ୍‌ବସ୍‌-୧୬’ଫେମ୍‌ ଟିନା ଦତ୍ତ, ମିଳିଲା ଅଫର…

ମୁମ୍ବାଇ: ରିଆଲିଟି ଶୋ ‘ବିଗ୍‌ବସ୍‌’ ଅନେକ ପ୍ରତିଯୋଗୀଙ୍କ ଭାଗ୍ୟକୁ ଉଜ୍ଜ୍ୱଳ କରିଛି। ଏହି ଶୋ’ର ପ୍ରତିଯୋଗୀମାନଙ୍କୁ ଅନେକ ଅଫର ମିଳେ। ନିମୃତ କୌର ଅହଲୁଓ୍ବାଲିଆଠାରୁ ଶାଲିନ ଭାନୋଟ ପର୍ଯ୍ୟନ୍ତ ‘ବିଗ୍‌ବସ୍‌-୧୬’ର ଅନେକ ପ୍ରତିଯୋଗୀ ବର୍ତ୍ତମାନ କାମ ପାଇଛନ୍ତି। ଇତି ମଧ୍ୟରେ...

୧୦୦୦୦ ଘଣ୍ଟାରେ ତିଆରି ହୋଇଛି ଆଥିୟାଙ୍କ ବିବାହ ଲେହେଙ୍ଗା, ସହଜ ନୁହେଁ ସମ୍ଭାଳିବା

ମୁମ୍ବାଇ: ବଲିଉଡ ଅଭିନେତା ସୁନିଲ ସେଟ୍ଟିଙ୍କ ଝିଅ ଆଥିୟା ସେଟ୍ଟି ଓ କ୍ରିକେଟର କେଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଏହି ଯୋଡି ସୁନିଲ ସେଟ୍ଟିଙ୍କ ଖଣ୍ଡାଲା ଫାର୍ମ ହାଉସରେ ନିଜ ପରିବାର ସଦସ୍ୟ ଓ ନିକଟ...

ସୌରଭ ଗାଙ୍ଗୁଲିଙ୍ଗ ବାୟୋପିକର ସ୍କ୍ରିପ୍ଟ ପ୍ରସ୍ତୁତ

କୋଲକାତା,୨୪ ।୧: ଭାରତୀୟ କ୍ରିକେଟ ଦଳର କ୍ୟାପଟେନ ସୌରଭ ଗାଙ୍ଗୁଲିଙ୍କ ବାୟୋପିକ ନିର୍ମାଣକୁ ନେଇ ଅନେକ ଦିନରୁ ଘୋଷଣା ହୋଇ ସାରିଛି । ଏହାର ନିର୍ମାଣ ଲଭ ଫିଲ୍ମସ ଦ୍ୱାରା ହେଉଛି । ସୌରଭ ଗାଙ୍ଗୁଲିଙ୍କ ବାୟୋପିକକୁ ନେଇ ଗତ...

ଆତ୍ମହତ୍ୟା କଲେ ଲୋକପ୍ରିୟ ଅଭିନେତା

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଅଭିନେତା ସୁଧୀର ବର୍ମା ଆତ୍ମହତ୍ୟା କରିଛନ୍ତି। ବିଶାଖାପାଟନମରେ ଥିବା ତାଙ୍କ ଘରେ ସେ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଆକସ୍ମିକ ମୃତ୍ୟୁ ସମଗ୍ର ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଆଶ୍ଚର୍ଯ୍ୟ କରିଦେଇଛି। ସୁଧୀର ବର୍ମାଙ୍କ କୋ-ଷ୍ଟାର ଅଭିନେତା...

ସାତଫେରା ନେଲେ ଆଥିଆ-ରାହୁଲ

ମୁମ୍ବାଇ,୨୩।୧: ଦୀର୍ଘଦିନର ସମ୍ପର୍କ ପରେ ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲା ଫାର୍ମହାଉସରେ ସୋମବାର ଦୁହେଁ ରାଜକୀୟ ଢଙ୍ଗରେ ବିବାହ କରିଛନ୍ତି। ତେବେ ବିବାହକୁ ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri