ମନୋରଞ୍ଜନ

‘ବିଦେଶରେ ଥାଇ ମୁମ୍ବାଇକୁ ଖୁବ୍‌ ମିସ୍‌ କରୁଥିଲି’

ମୁମ୍ବାଇ: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନିକଟରେ ଭାରତ ଫେରିଛନ୍ତି। ନିକ୍‌ ଜୋନାସଙ୍କୁ ବିବାହ କରିବା ପରେ ଲସ୍‌ ଏଞ୍ଜେଲସରେ ରହୁଥିବା ପ୍ରିୟଙ୍କା ୩ ବର୍ଷ ପରେ ନିଜ ଦେଶକୁ ଫେରିଛନ୍ତି। ଏହି ସମୟରେ ସୋସିଆଲ ମିଡିଆରେ ତାଙ୍କର ଫଟୋ...

କିଙ୍ଗଖାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ଏକାଠି ହୋଇଥିଲେ ଲକ୍ଷଲକ୍ଷ ପ୍ରଶଂସକ, ଭାଇରାଲ ହେଉଛି ଫଟୋ

ମୁମ୍ବାଇ: ବଲିଉଡ୍‌ର କିଙ୍ଗ ଖାନ୍‌ ଶାହାରୁଖ ନଭେମ୍ବର ୨ ଅର୍ଥାତ୍‌ ଗତକାଲି ତାଙ୍କର ଜନ୍ମଦିନ ପାଳନ କରିଥିଲେ। ଏହି ଖାସ୍‌ ଦିନରେ କିଙ୍ଗ୍‌ଖାନ୍‌ ପ୍ରଶଂସକମାନଙ୍କୁ ବେଶ୍‌ ଖୁସି ବି କରିଥିଲେ। ଗୁରୁବାର ତାଙ୍କର ଏହି ଖୁସି ମୁହୂର୍ତ୍ତର ଫଟୋ ଭାଇରାଲ...

‘ଅବତାର: ଦ ୱେ ଅଫ ୱାଟର’ର ନୂଆ ଟ୍ରେଲର ରିଲିଜ୍‌, ଡିସେମ୍ବରରେ ରିଲିଜ୍ ହେବ ଫିଲ୍ମ

ମୁମ୍ବାଇ: ଜେମ୍ସ କ୍ୟାମରୁନଙ୍କ ନିର୍ଦ୍ଦେଶିତ ହଲିଉଡ ଫିଲ୍ମ ‘ଅବତାର’ ସାରା ବିଶ୍ୱରେ ଏବେ ପର୍ଯ୍ୟନ୍ତ ସବୁଠାରୁ ଅଧିକ ଆୟ କରିଥିବା ଫିଲ୍ମ ଭାବେ ଜଣାଶୁଣା । ଏହା ୨୦୦୯ରେ ରିଲିଜ୍ ହୋଇଥିଲା । ପ୍ରଥମ ଭାଗ ପରେ ସାରା ବିଶ୍ୱର...

ଏତେ ବଦଳିଗଲେଣି ‘କଚ୍ଚା ବାଦାମ୍‌’ ଫେମ୍‌ ଭୁବନ; କହିଲେ ‘ଏବେ ମୁଁ ସେଲିବ୍ରିଟି’

ବମ୍ବେ: ସୋସିଆଲ ମିଡିଆରେ ଗୋଟିଏ ଗୀତ ଭାଇରାଲ ହେବା ପରେ ରାତାରାତି ଷ୍ଟାର ପାଲଟିଥିଲେ ‘କଚ୍ଚା ବାଦାମ’ ଫେମ୍‌ ଭୁବନ ବାଦକାର। ଏବେ ସେ ପୁଣି ଥରେ ଆଉ ଏକ ନୂଆ ଗୀତ ସହ ଫେରିଛନ୍ତି। ଗୀତର ରିଲିଜକୁ ନେଇ...

ଶାହାରୁଖଙ୍କ ଜନ୍ମଦିନରେ ଫଟୋ ଶେୟାର କରି ଝିଅ ଲେଖିଲେ ଏମିତି…

ମୁମ୍ବାଇ: ନଭେମ୍ବର ୨ ଅର୍ଥାତ୍‌ ଆଜି କିଙ୍ଗ୍‌ଖାନ ଶାହାରୁଖଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଝିଅ ସୁହାନା ଶାହାରୁଖଙ୍କୁ ୫୭ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର ରାତି ୧୨ରୁ କିଙ୍ଗ୍‌ଖାନ୍‌ଙ୍କ ପ୍ରଶଂସକମାନେ ତାଙ୍କ ଝଲକ ପାଇବା ପାଇଁ ଅଭିନେତା ବଙ୍ଗଳା...

ଜନ୍ମଦିନରେ ରିଲିଜ୍‌ ହେଲା ‘ପଠାନ୍‌’ର ଦମଦାର୍‌ ଟିଜର

ମୁମାଇ: ବଲିଉଡ ସୁପରଷ୍ଟାର ଶାହାରୁଖ ଖାନ୍‌ ୫୭ ବର୍ଷ ବୟସରେ ପାଦ ଥାପିଛନ୍ତି। ଆଜି ତାଙ୍କ ଜନ୍ମଦିନ ଅବସରରେ ଫିଲ୍ମ ‘ପଠାନ୍‌’ର ଟିଜର ରିଲିଜ୍‌ କରିଛନ୍ତି ନିର୍ମାତା। ଯାହାକୁ ଦେଖିବା ପରେ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶେୟାର...

ପ୍ରିୟଙ୍କାଙ୍କ ଭାରତ ବାହୁଡ଼ାକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ପ୍ରୟଙ୍କା ଚୋପ୍ରା ଜୋନାସଙ୍କ ଭାରତ ଫେରିବାକୁ ନେଇ ସିନେପ୍ରେମୀଙ୍କ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ୩ ବର୍ଷ ପରେ ପ୍ରିୟଙ୍କା ଭାରତ ଫେରିଛନ୍ତି। ଏ ନେଇ ସେ ଉତ୍ସାହିତ ଥିବା ସୋସିଆଲ ମିଡିଆ ପୋଷ୍ଟ ଜରିଆରେ...

ବୁଡ଼ିଗଲା ରାମସେତୁ, ବକ୍ସ ଅଫିସରେ ବିଫଳ…

ମୁମ୍ବାଇ : ଚଳିତ ବର୍ଷ ଅକ୍ଷୟ କୁମାରଙ୍କଚ ସଫଳତା ମିଳିପାରି ନାହିଁ। ଚଳିତ ବର୍ଷ ଆସିଥିବା ତାଙ୍କର କୌଣସି ଚଳଚ୍ଚିତ୍ର ଆଶାଜନକ ଫଳାଫଳ ଦେଇ ନାହିଁ। ଦୀପାବଳି ଅବସରରେ ତାଙ୍କର ନିକଟରେ ରିଲିଜ ହୋଇଥିବା ରାମ ସେତୁ ବୁଡ଼ି ଯାଇଛି।...

ଡାକ୍ତରଖାନାରେ ଭର୍ତ୍ତି ହେଲେ ଏହି ଲୋକପ୍ରିୟ ପଞ୍ଜାବୀ ଗାୟକ

ବମ୍ବେ: ଖ୍ୟାତନାମା ଗାୟକ ତଥା ରାପର ଏପି ଢିଲୋନ ଅସୁସ୍ଥ। ଗୁରୁତର ଭାବେ ଆହତ ହୋଇଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରି ସେ ଏନେଇ ପ୍ରଶଂସକଙ୍କୁ ଜଣାଇଛନ୍ତି। ଫଟୋରେ ସେ ଆହତ ହୋଇ...

ବିକୁଥିଲେ ପାଣି ବୋତଲ, ହୋଟେଲରେ କରିଛନ୍ତି କାମ; ଦୀର୍ଘ ୧୮ ବର୍ଷର ସଂଘର୍ଷ ପରେ ହେଲେ ସୁପରଷ୍ଟାର…

ବମ୍ବେ: ଫିଲ୍ମ ‘କାନ୍ତାରା’ ରିଲିଜ ଦିନଠାରୁ ଚର୍ଚ୍ଚାରେ ଅଛନ୍ତି ମୁଖ୍ୟ ଅଭିନେତା ଋଷଭ ଶେଟ୍ଟୀ। ହାତଗଣତି ସ୍କ୍ରିନ୍‌ରେ ରିଲିଜ ହୋଇଥିବା ଏହି ଫିଲ୍ମ କ୍ରାନ୍ତି ଆଣିଛି କହିଲେ ଚଳେ। ବିଶେଷକରି ଏଥିରେ ଋଷଭଙ୍କ ଅଭିନୟ ଏବଂ ଚରିତ୍ରକୁ ଦର୍ଶକେ ବେଶ...

ତିନି ବର୍ଷର ଡେଟିଂ ପରେ ଏବେ ଅଲଗା ହେବେ ଏହି ସିଲିବ୍ରିଟି କପୁଲ!

ମୁମ୍ବାଇ: ଅବଶ୍ୟ ସେଲିବ୍ରିଟିଙ୍କ ପାଇଁ ଏହା କିଛି ନୂଆ କଥା ନୁହେଁ । କିନ୍ତୁ ଦୀର୍ଘ ୩ ବର୍ଷର ଡେଟିଂ ପରେ ଏବେ କୁଆଡେ ଅଲଗା ହେବାକୁ ଯାଉଛନ୍ତି ବଲିଉଡ ଅଭିନେତ୍ରୀ ହୁମା କୁରେଶି ଓ ତାଙ୍କ ବୟ ଫ୍ରେଣ୍ଡ...

କିଙ୍ଗ୍‌ ଖାନ୍‌ଙ୍କ ଜନ୍ମଦିନରେ ପୁଣି ରିଲିଜ୍‌ ହେବ ଏହି ସୁପରହିଟ୍‌ ଫିଲ୍ମ, ଏବେ ବି ରହିଛି କ୍ରେଜ୍‌

ବଲିଉଡ କିଙ୍ଗ୍‌ ଖାନ୍‌ଙ୍କୁ କିଏ ବା ନ ଜାଣେ। ନିଜର ଅଭିନୟ, ଲୁକ୍‌କୁ ନେଇ ଫ୍ୟାନ୍ସଙ୍କ ହୃଦୟରେ ରାଜ୍‌ କରନ୍ତି। ତାଙ୍କ ଫିଲ୍ମକୁ ଦେଖିବାକୁ ଦର୍ଶକ ପାଗଳ ହୋଇଯାଆନ୍ତି। ତେବେ ଅଭିନେତା ନଭେମ୍ବର ୨ରେ ତାଙ୍କର ୫୭ ବର୍ଷ ବୟସରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri