ମନୋରଞ୍ଜନ

କ୍ୟାଟ୍ରିନାଙ୍କ ଲୁକ୍‌ ଦେଖି ପାକିସ୍ତାନୀ ପ୍ରଶଂସକ ଲେଖିଲେ ଏମିତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ଆଜିକାଲି ତାଙ୍କ ଅପ୍‌ଡେଟ୍‌ ହରର କମେଡି ଫିଲ୍ମ ‘ଫୋନ୍‌ ଭୂତ୍‌’କୁ ନେଇ ବହୁତ ବ୍ୟସ୍ତ ରହୁଛନ୍ତି। ତାଙ୍କର ଏହି ଫିଲ୍ମ ଆସନ୍ତା ନଭେମ୍ବର ୪ରେ ହଲ୍‌ରେ ରିଲିଜ ହେବାକୁ ଯାଉଛି। ଏଥିପାଇଁ କ୍ୟାଟ୍ରିନା...

ଏହିଦିନ ମା’ ହେବାକୁ ଯାଉଛନ୍ତି ଆଲିଆ

ମୁମ୍ବାଇ; ବଲିଉଡ ବିୟୁଟି ଆଲିଆ ଭଟ୍ଟ ଏବେ ତାଙ୍କ ଜୀବନର ସବୁଠାରୁ ସୁନ୍ଦର ସମୟ ଅତିବାହିତ କରୁଛନ୍ତି । କାରଣ ଆଲିଆ ମାଆ ହେବାକୁ ଯାଉଛନ୍ତି । ଏହି ନୂଆ ଜର୍ଣ୍ଣିକୁ ନେଇ ଆଲିଆ ଓ ପତି ରଣବୀର କପୁର...

୫୦୦କୋଟି କ୍ଲବରେ ସାମିଲ ହେବାକୁ ଯାଉଛି ‘ପୋନ୍ନିୟିନ ସେଲଭମ: ୧’

ମୁମ୍ବାଇ: ଜଣାଶୁଣା ଫିଲ୍ମ ନିର୍ଦ୍ଦେଶକ ମଣିରତ୍ନମଙ୍କ ଫିଲ୍ମ ‘ପୋନ୍ନିୟିନ ସେଲଭମ: ୧’ ଲଗାତାର ଭାବେ ଚର୍ଚ୍ଚାରେ ରହି ଆସୁଛି । ସାରା ବିଶ୍ୱରେ ରିଲିଜ୍ ହୋଇଥିବା ଏହି ଫିଲ୍ମ ୫୦୦ କୋଟି କ୍ଲବରେ ସାମିଲ ହେବାକୁ ଯାଉଛି । ଏହି...

ଡ୍ରଗ୍ସ ମାମଲା: ଭାରତୀ ସିଂ ତାଙ୍କ ସ୍ବାମୀଙ୍କ ନାଁରେ ଚାର୍ଜସିଟ ଦାଖଲ କଲା ଏନ୍‌ସିବି

ମୁମ୍ବାଇ,୨୯।୧୦: ଡ୍ରଗ୍ସ ମାମଲାରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଏବଂ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ବିରୋଧରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଏକ ଚାର୍ଜସିଟ ଦାଖଲ କରିଛି। ସୂଚନାଯୋଗ୍ୟ, ଡ୍ରଗ୍ସ ମାମଲାରେ ୨୦୨୦ ନଭେମ୍ବର ୨୧ରେ ଏନ୍‌ସିବି ଚଢାଉ କରିଥିଲା।...

ଏ ବର୍ଷ ନୁହେଁ, ଆସନ୍ତା ବର୍ଷ ରିଲିଜ୍‌ ହେବ କ୍ୟାଟ୍ରିନାଙ୍କ ଫିଲ୍ମ

ମୁମାଇ: ବଲିଉଡର ଜଣାଶୁଣା ଅଭିନେତ୍ରୀ କ୍ୟାଟ୍ରିନା କୈଫ ପ୍ରାୟତଃ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ବର୍ତ୍ତମାନ ତାଙ୍କର ଅପକମିଙ୍ଗ୍‌ ଫିଲ୍ମ ‘ ଫୋନ ଭୂତ’କୁ ନେଇ ବ୍ୟସ୍ତ ଅଛନ୍ତି। ଏହାରି ମଧ୍ୟରେ ତାଙ୍କର ଆଉ ଏକ...

ହଲ୍‌ ଛାତରେ ନାଚିଲେ କ୍ରିତି

ମୁମ୍ବାଇ: ନିଜର ଅପ୍‌କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍‌ରେ ଏବେ ବ୍ୟସ୍ତ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌। ଶୁକ୍ରବାର ଫିଲ୍ମର ପ୍ରମୋଶନ୍‌ କରିବା ସମୟରେ କ୍ରିତି ମୁମ୍ବାଇର ଗେଟି ଗାଲାକ୍ସି ଥିଏଟର ଛାତ ଉପରେ ନାଚୁଥିବାର ଦେଖିବାକୁ ମିଳିଛି। ତେବେ ଖାଲି...

ମିସ୍‌ ୟୁନିଭର୍ସ ଅର୍ଗାନାଇଜେଶନର ନୂଆ ମାଲିକାଣୀ ଆନେ

ବ୍ୟାଙ୍କକ୍‌: ଥାଇଲାଣ୍ଡର ଟ୍ରାନ୍ସଜେଣ୍ଡର ମହିଳା ବ୍ୟବସାୟୀ ଆନେ ଜାକାପୋଙ୍ଗ ଜାକ୍ରାଜୁଟାଟିପ୍‌ ୨୦ ନିୟୁତ ଡଲାର ମୂଲ୍ୟରେ ମିସ୍‌ ୟୁନିଭର୍ସ ଅର୍ଗାନାଇଜେଶନ୍‌ କିଣି ଇତିହାସ ସୃଷ୍ଟି କରିଛନ୍ତି। ମିସ୍‌ ୟୁନିଭର୍ସିଟିର ପ୍ରତିଯୋଗିତାର ୭୧ ବର୍ଷ ମଧ୍ୟରେ ପ୍ରଥମ କରି ଜଣେ ମହିଳା...

ହଲ୍‌ ଛାତର ନାଚିଲେ କ୍ରିତି

ମୁମ୍ବାଇ: ନିଜର ଅପ୍‌କମିଂ ଫିଲ୍ମ ‘ଭେଡିଆ’ର ପ୍ରମୋଶନ୍‌ରେ ବ୍ୟସ୍ତ ବଲିଉଡ୍‌ ଅଭିନେତ୍ରୀ କ୍ରିତି ସାନନ୍‌। ଶୁକ୍ରବାର ଫିଲ୍ମର ପ୍ରମୋଶନ୍‌ କରିବା ସମୟରେ କ୍ରିତି ମୁମ୍ବାଇର ଗେଟି ଗାଲାକ୍ସି ଥିଏଟର ଛାତ ଉପରେ ନାଚୁଥିବାର ଦେଖିବାକୁ ମିଳିଛି। ତେବେ ଖାଲି କ୍ରିତି...

ଅଡୁଆରେ ଭୋଜପୁରୀ ସୁପରଷ୍ଟାର ପବନ ସିଂହ; ଛାଡ଼ପତ୍ର ପରେ ସ୍ତ୍ରୀ ମାଗିଲେ ଭରଣପୋଷଣ

ବମ୍ବେ: ଭୋଜପୁରୀ ଅଭିନେତା ପବନ ସିଂହଙ୍କ ଅଡୁଆ ବଢ଼ିଛି। ଛାଡ଼ପତ୍ର ପରେ ଭରଣପୋଷଣକୁ ନେଇ ସ୍ତ୍ରୀ ଜ୍ୟୋତି ସିଂହ କରିଥିବା ଆବେଦନକୁ ନେଇ ତାଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ତ୍ରୀଙ୍କ ଅଭିଯୋଗ ବିରୋଧରେ ନିଜ ପକ୍ଷ ରଖିବା...

କିଏ ସେ ‘ଓରି’? ଯିଏ ନ୍ୟାସାଙ୍କ ବନ୍ଧୁ, ସାରାଙ୍କ ସହପାଠୀ ଆଉ ଜାହ୍ନବୀ ସହ ଡେଟିଂକୁ ନେଇ ଚର୍ଚ୍ଚାରେ…

ବମ୍ବେ: କେତେବେଳେ ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁରଙ୍କ ସହ ଡେଟିଂକୁ ନେଇ ଚର୍ଚ୍ଚାରେ ଥାନ୍ତି ସେ ତ କେବେ ତାଙ୍କୁ ସାରା ଅଲ୍ଲୀ ଖାଁ, ନ୍ୟାସାଙ୍କ ବନ୍ଧୁ ବୋଲି ଅନେକ ଜାଣନ୍ତି। ଏମିତିରେ କିଏ ସେ ଓରହାନ ଅଓ୍ବତ୍ରମଣି ଓରଫ...

ଭାଇଜାନଙ୍କୁ ଡ୍ୟାନ୍ସ ଶିଖାଉଛନ୍ତି ଏକ୍ସ-ଗର୍ଲଫ୍ରେଣ୍ଡ୍‌

ମୁମ୍ବାଇ: ଅଭିନେତା ସଲମାନ ଖାନ ବିଗ୍‌ବସ୍‌-୧୬ରେ ହୋଷ୍ଟ କରୁଛନ୍ତି। ତେବେ ବିଗ୍‌ବସ୍‌ ଆଗାମୀ ଏପିସୋଡର ଏକ ପ୍ରମୋ ସୋସିଆଲ ମିଡିଆରେ ଶେୟାର ହୋଇଛି। ସେହି ଏପିସୋଡରେ ଅଭିନେତ୍ରୀ କ୍ୟାଟ୍ରିନା କୈଫ ନଜର ଆସୁଛନ୍ତି। ତେବେ ଶେୟାର ହୋଇଥିବା ପ୍ରମୋ ଭିଡିଓରେ...

ଜଣେ ବୟଫ୍ରେଣ୍ଡ୍‌ଙ୍କୁ ଡେଟ୍‌ କରୁଛନ୍ତି ଏହି ଦୁଇ ଭଉଣୀ!

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜାହ୍ନବୀ କପୁର ଇଣ୍ଡଷ୍ଟ୍ରିର ଯୁବ ତଥା ହିଟ୍‌ ଅଭିନେତ୍ରୀ ତାଲିକାରେ ସ୍ଥାନ ପାଇଛନ୍ତି। ଫିଲ୍ମ ‘ଧଡ଼କ’ ସହିତ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ଇତିମଧ୍ୟରେ ସେ ଅନେକ ଫିଲ୍ମରେ ଭିନ୍ନ ଭିନ୍ନ ଭୂମିକାରେ ଅଭିନୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri