ମନୋରଞ୍ଜନ

ଝିଅ ମାଳତୀଙ୍କ ଫଟୋ ଶେୟାର କଲେ ପ୍ରିୟଙ୍କା

ବଲିଉଡ୍‌ ତଥା ହଲିଉଡ୍‌ରେ ନିଜର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ପ୍ରାୟତଃ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହା ସହିତ ସେ ତାଙ୍କ ପରିବାର ସହିତ ସମୟ ବିତାଇବାକୁ ମଧ୍ୟ ଭଲ ପାଆନ୍ତି।...

ରିଲିଜ୍‌ ହେଲା ଆମିରଙ୍କ ଫିଲ୍ମ: ସିନେମା ହଲ୍‌ରେ ଦର୍ଶକଙ୍କ ଭିଡ

ବହୁ ପ୍ରତୀକ୍ଷାର ହେଲା ଅନ୍ତ। ଅଭିନେତା ଆମିର ଖାଁ ଏବଂ କରୀନା କପୁରଙ୍କ ଅଭିନୀତ ଫିଲ୍ମ ‘ଲାଲ୍‌ ସିଂ ଚଡ୍ଡା’ ଗୁରୁବାର ରିଲିଜ୍‌ ହୋଇଯାଇଛି। ଯାହାକୁ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ଥିଲା। ସକାଳୁ ସକାଳୁ ଆମିରଙ୍କ ଫିଲ୍ମ ଦେଖିବାକୁ...

ସୋସିଆଲ ମିଡିଆରେ ଗୋଟିଏ ପୋଷ୍ଟ ପାଇଁ ଏତିକି ଟଙ୍କା ନିଅନ୍ତି ଆଲିଆ

ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଖୁବ୍‌ ସମୟ ମଧ୍ୟରେ ଇଣ୍ଡଷ୍ଟ୍ରିରେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ଆଜିର ସମୟରେ ତାଙ୍କର ଚାହିଦା କେବଳ ଫିଲ୍ମରେ ନୁହେଁ, ସୋସିଆଲ ମିଡିଆ ପ୍ଲାଟଫର୍ମରେ ମଧ୍ୟ ରହିଛି। ନିକଟରେ ଗଙ୍ଗୁବାଇ କାଠିଆଓ୍ବାଡି ଏବଂ ଆରଆରଆର...

ରାଜୁ ଶ୍ରୀବାସ୍ତବଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନୂଆଦିଲ୍ଲୀ,୧୧।୮: ପ୍ରସିଦ୍ଧ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବ ହୃଦଘାତରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ହୃଦ୍‌ଘାତ ଆକ୍ରାନ୍ତ ହେବା ପରେ ତାଙ୍କ ଚେତା ଏପର୍ଯ୍ୟନ୍ତ ଫେରିନାହିଁ। ଏହା ଚିନ୍ତାଜନକ ବିଷୟ ବୋଲି...

ଆଉ ଏକ ଗୀତ ଗାଇ ଚର୍ଚ୍ଚାରେ ଫର୍‌ମାନି

ମୁମ୍ବାଇ: ଫର୍‌ମାନି ନାଜ ଆଜିକାଲି ୟୁଟ୍ୟୁବ୍‌ ସେନ୍ସେସ ପାଲଟିଛନ୍ତି। ପ୍ରଥମେ ସେ ‘ହରହର ଶମ୍ଭୁ’ ଗାଇ ପ୍ରଶଂସକମାନଙ୍କ ଭଲପାଇବା ସାଉଁଟିବା ସହ ବିବାଦକୁ ମଧ୍ୟ ଆସିଥିଲେ। ଏହାକୁ ସେ ଖାତିର ନ କରି ପୁଣି ଗାଇଥିଲେ ‘ହରେ ହରେ କୃଷ୍ଣ’।...

ଶୁଟିଂ ସେଟ୍‌ରେ ଶିଳ୍ପାଙ୍କ ଗୋଡ ଭାଙ୍ଗିଲା

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସହ ବଡ଼ ଦୁର୍ଘଟଣା ଘଟିଛି। ଆଗାମୀ ସିରିଜର ଶୁଟିଂ ସମୟରେ ତାଙ୍କ ଗୋଡ ଭାଙ୍ଗି ଯାଇଛି। ଶିଳ୍ପା ଇନଷ୍ଟାଗ୍ରାମରେ ଫଟୋ ଶେୟାର କରି ଏନେଇ ସୂଚନା ଦେଇଛନ୍ତି। ଫଟୋରେ ତାଙ୍କୁ ଏକ ହ୍ବିଲ୍‌ ଚେୟାର୍‌ରେ...

ବିଦେଶୀ ପ୍ରେମିକାଙ୍କୁ ଦୁଇଥର ବିବାହ କରିବେ ‘ମସ୍ତରାମ’ ଅଭିନେତା, କିଛି ଏଭଳି…

ବମ୍ବେ: ଓ୍ବେବ୍‌ ସିରିଜ ‘ମସ୍ତରାମ୍‌’ର ଅଭିନେତା ଅଂଶୁମାନ ଝା ତାଙ୍କ ବିଦେଶୀ ପ୍ରେମିକା ସିଆର୍‌ ଓ୍ବିଣ୍ଟର୍ସଙ୍କୁ ବିବାହ କରିବେ। ଚଳିତ ବର୍ଷ ଅକ୍ଟୋବର ୨୯ରେ ଆମେରିକାରେ ପ୍ରଥମେ ତାଙ୍କ ବିବାହ ଅନୁଷ୍ଠିତ ହେବ। ପରେ ମାର୍ଚ୍ଚ ୨୦୨୩ରେ ସେମାନେ ଭାରତୀୟ...

ରାଖୀ ପୂର୍ବରୁ ସାରାଙ୍କୁ ଉପହାର ଦେଲେ ଅର୍ଜୁନ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ପୁଣି ନିଜ ଫ୍ୟାଶନର ଜଲଓ୍ବା ଦେଖାଇଛନ୍ତି। ସବୁବେଳେ ନିଜର ନିଆରା ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ରହୁଥିବା ସାରାଙ୍କ ରାଖୀ ପୂର୍ବରୁ ଉପହାର ଦେଇଛନ୍ତି ଭାଇ ତଥା କ୍ରିକେଟର୍‌ ଅର୍ଜୁନ ତେନ୍ଦୁଲକର। ଅର୍ଜୁନ...

ଡେଙ୍ଗୁରେ ପୀଡ଼ିତ ହୋଇ ବି ବିରତି ନେଇ ନାହାନ୍ତି କଙ୍ଗନା!

ମୁମ୍ବାଇ: ବଲିଉଡ କୁଇନ କଙ୍ଗନା ରାନୱତଙ୍କୁ ଡେଙ୍ଗୁ । ଏହି ଖବର ପାଇବା ପରେ ତାଙ୍କ ପ୍ରଶଂସକ କଙ୍ଗନାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ତାଙ୍କୁ ଖୁବ୍ ଅଧିକ ମାତ୍ରାରେ ଜ୍ୱର ହୋଇଥିଲେ ବି ସେ ଆରାମ ନ...

କମେଡିଆନ୍‌ ରାଜୁ ଶ୍ରୀବାସ୍ତବଙ୍କୁ ହୃଦ୍‌ଘାତ: ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧୦।୮: ବେଶ୍‌ ଲୋକପ୍ରିୟ କମେଡିଆନ ରାଜୁ ଶ୍ରୀବାସ୍ତବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ହଠାତ୍‌ ବୁଧବାର ରାଜୁଙ୍କୁ ହୃଦ୍‌ଘାତ ହେବାରୁ ତାଙ୍କର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଫଳରେ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ...

ମହିଳାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ‘ଶକ୍ତିମାନ୍‌’

ବମ୍ବେ: ବିବାଦରେ ଲୋକପ୍ରିୟ ଧାରାବାହିକ ଶକ୍ତିମାନ୍‌ ଫେମ୍‌ ଅଭିନେତା ମୁକେଶ ଖନ୍ନା। ମହିଳାଙ୍କୁ ନେଇ ସେ ଏକ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ତାଙ୍କୁ ସୋସିଆଲ ମିଡିଆରେ ‘ସରି ଶକ୍ତିମାନ୍‌’ କହି ଟ୍ରୋଲ କରାଯାଉଛି। ସମ୍ପୂର୍ଣ୍ଣ ଘଟଣାଟି ଏପରି।...

ବାପା ହେଲେ ଟେଲିପରଦାର ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ବାପା ହେଲେ ଟେଲି ପରଦାର ଲୋକପ୍ରିୟ ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ ଫେମ୍‌ ଧୀରଜ ଧୁପର। ତାଙ୍କ ପତ୍ନୀ ବିନ୍ନି ଅରୋରା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଇନ୍‌ଷ୍ଟାଗ୍ରାମ ଜରିଆରେ ପ୍ରଶଂସକଙ୍କ ସହ ଖୁସିଖବର ବାଣ୍ଟିଛନ୍ତି। ଏହାପରଠାରୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri