ମନୋରଞ୍ଜନ

ଦ୍ୱାଦଶ ଫେଲ୍‌ ପରେ ରୋଷେୟା ହେବାକୁ ଚାହୁଁଥିଲେ, ଆଜି ସୁପରଷ୍ଟାର୍‌ ଅଭିନେତା

ସାଉଥ୍‌ ସୁପରଷ୍ଟାର ଧନୁଷ ଆଜି ୩୯ ବର୍ଷରେ ପଦାର୍ପଣ କରିଛନ୍ତି। ଜଣେ ଅଭିନେତା, ଲେଖକ, ନିର୍ମାତା, ନିର୍ଦ୍ଦେଶକ ଏବଂ ପ୍ଲେବ୍ୟାକ୍‌ ସିଙ୍ଗର ଭାବେ ଧନୁଷ ଫିଲ୍ମ ଇଣ୍ଡଷ୍ଟ୍ରୀ ନାଁ କମାଇଛନ୍ତି। ଧନୁଷଙ୍କ ପ୍ରକୃତ ନାମ ହେଉଛି ଭେଙ୍କଟେଶ ପ୍ରଭୁ କସ୍ତୁରୀ...

ବୟଫ୍ରେଣ୍ଡ୍‌ଙ୍କ ସହ ରୋମାଣ୍ଟିକ ହେଲେ ଆଥିଆ

ବଲିଉଡ ସହ କ୍ରିକେଟର ସମ୍ପର୍କ ବେଶ ପୁରୁଣା। ଏଭଳି ଅନେକ କ୍ରିକେଟର୍‌ ଅଛନ୍ତି, ଯିଏ ବଲିଉଡ ଅଭିନେତ୍ରୀକୁ ନିଜ ଜୀବନସାଥୀ ରୂପେ ବାଛିଛନ୍ତି। ଏବେ ଏହି ତାଲିକାରେ ଆଉ ଜଣଙ୍କ ନାଁ ଯୋଡି ହୋଇଛି। ଗତ ୩ ବର୍ଷ ହେବ...

ଟାଇଗର୍‌-ଦିଶାଙ୍କ ବେକ୍‌ଅପ୍‌କୁ ନେଇ ମୁହଁ ଖୋଲିଲେ ଜ୍ୟାକି

ଟାଇଗର ଶ୍ରଫ୍‌ ଏବଂ ଦିଶା ପଟାନୀ ବି-ଟାଉନର ଲୋକପ୍ରିୟ ଲଭ୍‌ବାର୍ଡଙ୍କ ମଧ୍ୟରୁ ଅନ୍ୟତମ। ଦୁହେଁ ୬ ବର୍ଷ ହେବ ପରସ୍ପରକୁ ଡେଟ୍‌ କରୁଛନ୍ତି। ଯଦିଓ ଉଭୟ ନିଜ ସମ୍ପର୍କକୁ ନେଇ କେବେ କ୍ୟାମେରା ଆଗରେ ସ୍ବୀକାର କରି ନାହାନ୍ତି। କିନ୍ତୁ...

ଆଲିଆଙ୍କ ଷ୍ଟାଇଲରେ ଫିଦା ହେଲେ ଅର୍ଜୁନ

ମୁମ୍ବାଇ: ବଲିଉଡର ଗର୍ଜିୟସ ଦିଭା ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରେଗ୍ନେସି ଫେଜକୁ ଏନଜୟ କରୁଛନ୍ତି । ପ୍ରେଗ୍ନେଟ ଥାଇ ବି ଖୁବ୍ ଆକ୍ଟିଭ ଅଛନ୍ତି ଆଲିଆ । ତାଙ୍କ ଅପକମିଂ ଫିଲ୍ମ ‘ଡାର୍ଲିଂସ’ର ଖୁବ୍ ପ୍ରମୋଶନ କରୁଛନ୍ତି ।...

ଟି-ସାର୍ଟରେ ସୁଶାନ୍ତଙ୍କ ବିବାଦୀୟ ଫଟୋ ରଖି ଅଡ଼ୁଆରେ ଫ୍ଲିପ୍‌କାର୍ଟ

ବମ୍ବେ: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ଦୁଇ ବର୍ଷ ବିତିଲାଣି। ହେଲେ ଏବେ ଭିନ୍ନ କାରଣକୁ ନେଇ ସେ ଚର୍ଚ୍ଚାରେ। ଅନ୍ଲାଇନ ଶପିଂ ପ୍ଲାଟଫର୍ମ ‘ଫ୍ଲିପ୍‌କାର୍ଟ’ରେ ମାର୍କେଟିଂ ପାଇଁ ସୁଶାନ୍ତ ଫଟୋକୁ ବ୍ୟବହାର କରାଯାଇଥିବା ଖବର ସାମ୍ନାକୁ...

ହାଇକୋର୍ଟ ଗଲେ ବାବୁସାନ୍‌

କଟକ ଅଫିସ,୨୭ା୭: ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଜଧାନୀ ରାଜରାସ୍ତାରେ ଅଭିନେତା ବାବୁସାନ୍‌, ସ୍ତ୍ରୀ ତୃପ୍ତି ଏବଂ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ମଧ୍ୟରେ ହୋଇଥିବା ବିବାଦକୁ ନେଇ ଥାନାରେ ମାମଲା ହୋଇଥିଲା। ସ୍ତ୍ରୀ ତୃପ୍ତି...

ଦୁଇଦିନ ପରେ ସମସ୍ତ କଥା କହିବେ ବାବୁସାନ୍‌

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଅନେକ ତର୍କ, ବିତର୍କ, ଆଶା, ଆଶଙ୍କା ମଧ୍ୟରେ ଓଲିଉଡ୍‌ ଅଭିନେତା ବାବୁସାନ୍‌ ମହାନ୍ତି ବୁଧବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାବୁସାନ୍‌ ସିଧା ଘରକୁ ଯାଇଥିଲେ। ଗଣମାଧ୍ୟମ ଆଗରେ ସେ କିଛି କହି ନ ଥିଲେ।...

ଯମଜ ସନ୍ତାନ ନେଇ ମୁହଁ ଖୋଲିଲେ ଆଲିଆ

ବି ଟାଉନ୍‌ରେ ରଣବୀର କପୁର ଏବଂ ଆଲିଆ ଭଟ୍ଟ ପାଓ୍ବାରଫୁଲ୍‌ ଯୋଡି ଭାବେ ଜଣାଶୁଣା। ଖୁବ ଶୀଘ୍ର ଉଭୟ ନିଜର ପ୍ରଥମ ସନ୍ତାନକୁ ଏହି ଦୁନିଆକୁ ସ୍ବାଗତ କରିବାକୁ ଯାଉଛନ୍ତି। ଏନେଇ ଦୁହେଁ ବେଶ୍‌ ଖୁସି ଅଛନ୍ତି। କିନ୍ତୁ ଉଭୟଙ୍କ...

ଭାରତୀୟ ଫିଲ୍ମ ମହୋତ୍ସବରେ ତ୍ରିରଙ୍ଗା ଉଡାଇବେ ଅଭିଶେକ ବଚ୍ଚନ, କପିଲ ଦେବ

ମୁମ୍ବାଇ: ବଲିଉଡ ଅଭିନେତା ଅଭିଶେକ ବଚ୍ଚନ ଓ ପୂର୍ବତନ କ୍ରିକେଟ କ୍ୟାପଟେନ କପିଲ ଦେବ ୭୫ ତମ ସ୍ୱାଧିନତା ଦିବସ ଅବସରରେ ଇଣ୍ଡିଆ ଫିଲ୍ମ ଫେଷ୍ଟିଭାଲ ଅଫ ମେଲେବୋର୍ନ(ଆଇଏଫଏଫଏମ୍‌)ରେ ଭାରତୀୟ ତ୍ରିରଙ୍ଗା ଉଡାଇବେ । ଅଭିଶେଷକ ବଚ୍ଚନ ଆଇଏଫଏଫଏମରେ ମୁଖ୍ୟ...

ସ୍ବାମୀଙ୍କୁ ସର୍‌ପ୍ରାଇଜ୍‌ ଦେଲେ ନେହା କକ୍କର

ନେହା କକ୍କର ବଲିଉଡର ସବୁଠାରୁ ଲୋକପ୍ରିୟ ଗାୟିକାଙ୍କ ମଧ୍ୟରୁ ଅନ୍ୟତମ। ଏହାସହ ସେ ନିଜର ଜୁଲ୍‌ବୁଲି ଅନ୍ଦାଜ୍‌ ପାଇଁ ମଧ୍ୟ ଜଣାଶୁଣା। ସେ ସୋସିଆଲ୍‌ ମିଡିଆରେ ପ୍ରାୟତଃ ସ୍ବାମୀ ରୋହନପ୍ରୀତ ସିଂଙ୍କ ପ୍ରତି ତାଙ୍କର ପ୍ରେମ ପ୍ରଦର୍ଶନ କରନ୍ତି। ପ୍ରତିଦିନ...

ଅଲଗା ହେଲେ ଦିଶା-ଟାଇଗର!

ମୁମ୍ବାଇ: ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ ଏବଂ ଦିଶା ପଟାନିଙ୍କ ସମ୍ପର୍କକୁ କିଏ ବା ନ ଜଣେ। ଦୁହିଁଙ୍କ ମଧ୍ୟରେ ପେମ ସମ୍ପର୍କ ଥିବା ନେଇ ଅନେକ ସମୟରେ ଚର୍ଚ୍ଚା ହୁଏ। ଏପରିକି ଦୁହିଁଙ୍କୁ ଏକାଠି ଦେଖିବାକୁ ମିଳେ। ହେଲେ...

ପରଲୋକରେ ପଞ୍ଜାବୀ ଗାୟକ ବଲଓ୍ବିନ୍ଦର ସାଫରି

ଚଣ୍ଡିଗଡ଼,୨୭।୭: ଭାଙ୍ଗଡା ଷ୍ଟାର ନାମରେ ବେଶ୍‌ ଲୋକପ୍ରିୟ ପଞ୍ଜାବୀ ଗାୟକ ବଲୱିନ୍ଦର ସାଫରିଙ୍କ ପରଲୋକ। ୬୩ ବର୍ଷ ବୟସରେ ବୁଧବାର ତାଙ୍କର ପରଲୋକ ଘଟିଛି। ଗାୟକ ଗୁରୁ ରନ୍ଧାୱା ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ସେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri