ସ୍ବରକୁ ବଢ଼ାଏ ସଙ୍ଗୀତ: ରୁମିତ୍ ଓ୍ବାଲିଆ
ଭାରତର ଲୋକପ୍ରିୟ ଏବଂ ପରିବେଶ ସଚେତନଧର୍ମୀ ବ୍ୟାଣ୍ଡ ମଧ୍ୟରେ ‘ବିରାହ’ ଅନ୍ୟତମ। ଏହି ବ୍ୟାଣ୍ଡର ନିଜସ୍ବ ପରିବେଷଣ ଶୈଳୀ ସାରା ଦେଶରେ ସଙ୍ଗୀତପ୍ରେମୀଙ୍କୁ ଅନେକ ବର୍ଷ ଧରି ବାନ୍ଧି ରଖିପାରିଛି। ଗ୍ଲୋବାଲ ପିସ୍ ଲିଡରଶିପ୍ କନ୍ଫରେନ୍ସ, ଆଇଟିପିଓ ପ୍ରଗତି ମଇଦାନ,...