ମନୋରଞ୍ଜନ

ମିକାଙ୍କୁ ମିଳିଲା ଜୀବନସାଥୀ ! ଜାଣନ୍ତୁ କିଏ ସେ…

ବମ୍ବେ: ଆରମ୍ଭ ହେବା ପରଠାରୁ ଚର୍ଚ୍ଚାରେ ଗାୟକ ମିକା ସିଂହଙ୍କ ସ୍ବୟମ୍ବର ଶୋ’। ଏବେ ଏଥିରେ କେବଳ ଚାରିଜଣ ପ୍ରତିଯୋଗୀ ଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ମିକାଙ୍କ ହୃଦୟର ରାଣୀ ସାଜିବେ। ହେଲେ ଶେଷ ଏପିସୋଡ୍‌ ପ୍ରସାରିତ ହେବା ପୂର୍ବରୁ...

ସୁସ୍ମିତା-ଲଳିତ ମୋଦିଙ୍କ ମଧ୍ୟରୁ କିଏ ଅଧିକ ଧନୀ

ବିବାଦୀୟ ବ୍ୟବସାୟୀ ତଥା ପୂର୍ବତନ ଆଇପିଏଲ ଅଧ୍ୟକ୍ଷ ଲଳିତ ମୋଦିଙ୍କୁ ଡେଟ କରୁଛନ୍ତି ପୂର୍ବତନ ବିଶ୍ୱସୁନ୍ଦରୀ ତଥା ଅଭିନେତ୍ରୀ ସୁସ୍ମିତା ସେନ। ଯେବେଠୁ ଲଳିତ ମୋଦି ସୁସ୍ମିତଙ୍କୁ ଡେଟ କରୁଥିବା ନେଇ ଖୁଲାସା କରିଛନ୍ତି ସେବେଠୁ ଦୁହେଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ...

ଘର ନ ଥିବାରୁ ପାର୍କରେ ଶୋଉଥିଲି, ଆତ୍ମହତ୍ୟା କରିବାକୁ ଭାବିଥିଲି: ଉର୍ଫି

ବମ୍ବେ: ଆଜିର ସମୟରେ ନିଜର ଅଜବ ଫ୍ୟାଶନକୁ ନେଇ ସୋସିଆଲ ମିଡିଆ ସେନ୍‌ସେଶନ ପାଲଟିଛନ୍ତି ଉର୍ଫି ଜାଭେଦ। ତାଙ୍କର ଲୋକପ୍ରିୟତା ଯେତିକି ବଢ଼ିଛି ରୋଜଗାର ମଧ୍ୟ ସେତିକି ବଢ଼ିଛି। ହେଲେ ପ୍ରଥମେ ଉର୍ଫିଙ୍କ ଜୀବନ ବେଶ ସଂଘର୍ଷମୟ ଥିଲା। ଏହାକୁ...

ସାଙ୍ଗଙ୍କ ସହ ଛୁଟି କାଟୁଛନ୍ତି କ୍ୟାଟ୍ରିନା

ମୁମ୍ବାଇ: ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ନିକଟରେ ତାଙ୍କ ଜନ୍ମଦିନ ପାଳନ କରିଥିଲେ। ଏହି ସ୍ବତନ୍ତ୍ର ଦିନର କିଛି ଫଟୋ ଏବଂ ଭିଡିଓ ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ସେ ଏକ ଡିପ୍‌ ନେକ୍‌ ଡ୍ରେସ୍‌ ପିନ୍ଧିଥିବା ନଜର ଆସିଛନ୍ତି।...

ଖୁବ୍‌ଶ୍ରୀଘ୍ର ଦ୍ୱିତୀୟ ବିବାହ କରିବେ ହ୍ରିତିକ୍‌

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ସେ ଅଭିନେତ୍ରୀ ତଥା ଗାୟିକା ସବା ଆଜାଦଙ୍କ ଡେଟ୍‌ କରୁଛନ୍ତି। ଉଭୟ ପ୍ରାୟତଃ ପାର୍ଟିରେ ଏକାଠି ନଜର ଆସିଥାନ୍ତି। ହ୍ରିତିକ-ସବା ଖୁବ୍‌ଶୀଘ୍ର ହାତକୁ ଦି’ ହାତ ହେବେ ବୋଲି ଚର୍ଚ୍ଚା...

ବିବାଦରେ ଏମରଜେନ୍ସି

ମୁମ୍ବାଇ,୨୦ ।୭: ବଲିଉଡର ଅନୁଭବି ଅଭିନେତ୍ରୀ କଙ୍ଗନା ରାନାୱତଙ୍କ ଅପକମିଂ ଫିଲ୍ମ ‘ଏମରଜେନ୍ସି’କୁ ନେଇ ଏବେ ସବୁଠି ଚର୍ଚ୍ଚା । ହେଲେ ଏବେ ଏହା ବିବାଦ ମଧ୍ୟକୁ ଚାଲି ଯାଇଛି । କଙ୍ଗନାଙ୍କ ଏହି ମୁଭିକୁ ନେଇ ଇଣ୍ଡିଆନ ନ୍ୟାଶନାଲ...

ତୃତୀୟଥର ମା’ ହେବା ନେଇ ମୁହଁ ଖୋଲିଲେ କରିନା

ବଲିଉଡ ଅଭିନେତ୍ରୀ କରିନା କପୁର ଖାନ୍‌ ତୃତୀୟଥର ମା’ ହେବାକୁ ଯାଉଥିବା ଆଜିକାଲି ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି। ଏଭଳି ଗର୍ଭଧାରଣ ଖବରକୁ ମଜାଳିଆ ଢଙ୍ଗରେ ଖଣ୍ଡନ କରିଛନ୍ତି ବେବୋ। ଇନ୍‌ଷ୍ଟା ଷ୍ଟାଟସରେ କରିନା ଲେଖିଛନ୍ତି, ବନ୍ଧୁଗଣ, ବ୍ୟସ୍ତ ହୁଅନ୍ତୁ...

କ୍ୟାରିୟରକୁ ନେଇ ଏମିତି କହିଲେ ବାଣୀ କପୁର

ବଲିଉଡ୍‌ ଅଭିନେତ୍ରୀ ବାଣୀ କପୁର ୨୦୧୩ ମସିହାରେ ଫିଲ୍ମ ‘ଶୁଦ୍ଧ ଦେଶୀ ରୋମାନ୍ସ’ ଜରିଆରେ କ୍ୟାରିଅର୍‌ ଆରମ୍ଭ କରିଥିଲେ । ପରେ ବେଫିକ୍‌ରେ, ବ୍ଲକବଷ୍ଟର୍‌, ୱାର୍‌ ଭଳି ଫିଲ୍ମରେ ନଜର ଆସିଥିଲେ । ନିକଟରେ ରିଲିଜ ହୋଇଥିବା ଫିଲ୍ମ ‘ଚଣ୍ଡିଗଡ଼...

ମଧୁବାଲାଙ୍କ ବାୟୋପିକ

ମୁମ୍ବାଇ: ବଲିଉଡ ଦୁନିଆର ନାଁ କରା ଅଭିନେତ୍ରୀ ମଧୁବାଲାଙ୍କ ଜୀବନକୁ ନେଇ ତିଆରି ହେବାକୁ ଯାଉଛି ତାଙ୍କର ଏକ ବାୟୋପିକ । ଏହାକୁ ନେଇ ତାଙ୍କର ସବୁଠାରୁ ସାନ ଭଉଣୀ ମଧୁର ବୃଜ ଭୂଷଣଙ୍କ ସମର୍ଥନ ମିଳିଛି । ଏହି...

ଅକ୍ଟୋବରରେ ଭାରତ ଆସିବେ ଜଷ୍ଟିନ ବିବର

ୱାଶିଂଟନ,୨୦ ।୭: କାନାଡିଆନ ପପ ସିଙ୍ଗର ଜଷ୍ଟିନ ବିବରଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର । ଖୁବଶୀଘ୍ର ସେ ଭାରତରେ ପରଫର୍ମ କରିବେ ବୋଲି ଜଣାପଡିଛି । କାରଣ ନିକଟରେ ସେ ପୁଣିଥରେ ଆରମ୍ଭ କରିବାକୁ ଯାଉଛନ୍ତି ତାଙ୍କ ୱାର୍ଲଡ...

ଏବେ ନୁହେଁ ୨୦୨୩ରେ ବିବାହ କରିବେ ଏହି ଯୋଡ଼ି!

ବଲିଉଡ୍‌ ଅଭିନେତ୍ରୀ ଆଥିଆ ଶେଟ୍ଟି ଏବଂ କେ.ଏଲ ରାହୁଲ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଦୁହେଁ ଏବେ ବିବାହ କରିବେ ବୋଲି ଜୋରଦାର ଚର୍ଚ୍ଚା ଚାଲିଛି। ପ୍ରଶଂସକମାନେ ମଧ୍ୟ ଖୁବଶୀଘ୍ର ସେମାନଙ୍କ ବିବାହ ଦେଖିବାକୁ ଅପେକ୍ଷା...

ସାଉଥ୍‌ ଫିଲ୍ମ ନିର୍ମାତା ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୧୯।୭: ସାଉଥ୍‌ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନାଁକରା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ମଣି ରତ୍ନମ୍‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କୋଭିଡ ପଜିଟିଭ ମିଳିବା ପରେ ତାଙ୍କୁ ଚିକିତ୍ସା ପାଇଁ ଚେନ୍ନାଇର ଏକ ଘରୋଇ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri