ମନୋରଞ୍ଜନ

ନିଷ୍ପତ୍ତି ବଦଳାଇଲେ ଧୀରଜ

ବମ୍ବେ: କିଛି ଦିନ ପୂର୍ବେ ଅଭିନେତା ଧୀରଜ ଧୁପର ‘କୁଣ୍ଡଲୀ ଭାଗ୍ୟ’ ଛାଡ଼ିବେ ବୋଲି ଚର୍ଚ୍ଚା ହୋଇଥିଲା। ଏପରିକି ତାଙ୍କ ସ୍ଥାନରେ ଅନ୍ୟ ଜଣେ ଅଭିନେତାଙ୍କୁ ରିପ୍ଲେସମେଣ୍ଟ ଭାବେ ଖୋଜା ସରିଥିଲା। ପ୍ରଶଂସକ ଏହା ଜାଣିବା ପରେ ଅଭିନେତାଙ୍କ ସହ...

ହଲିଉଡ ପାଇଁ ମନ ବଳାଇଲେଣି କାର୍ତ୍ତିକ

ମୁମ୍ବାଇ: ଏବେ ପରଦାରେ କମାଲ କରୁଛି କାର୍ତ୍ତିକ ଆର୍ଯ୍ୟନଙ୍କ ଅଭିନୀତ ମୁଭି ‘ଭୁଲ ଭୁଲେୟା ୨’ । ଗୋଟିଏ ପଟେ ସାଉଥ୍ ଇଣ୍ଡଷ୍ଟ୍ରିରେ ଗୋଟିଏ ପରେ ଗୋଟିଏ ମୁଭି ହିଟ୍ ହୋଇ ଚାଲିଥିବା ବେଳେ ଅନ୍ୟପଟେ ବଲିଉଡ୍ ମୁଭି ବ୍ୟାକ...

ବିବାହ ବାର୍ଷିକୀରେ ସ୍ତ୍ରୀଙ୍କ ସହ ପୂରୁଣା ଫଟୋ ଶେୟାର କଲେ ବିଗ୍‌ ବି

ବିଗ୍‌ ବି ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ଆଜି ବିବାହ ବାର୍ଷିକୀ । ଅମିତାଭ ଜୟାଙ୍କୁ ୩ ଜୁନ ୧୯୭୩ରେ ବିବାହ କରିଥିଲେ। ଆଜି ତାଙ୍କ ବିବାହକୁ ୪୯ ବର୍ଷ ବିତିଯାଇଛି । ଏହି ଅବସରରେ ଅମିତାଭ ତାଙ୍କ...

ଏହିି ସୁପରଷ୍ଟାରଙ୍କ ବାୟୋପିକ୍‌ କରିବାକୁ କାହିଁକି ଚାହୁଁନାହାନ୍ତି ଫରାହ ଖାନ୍‌

ବଲିଉଡ୍‌ ନିର୍ଦ୍ଦେଶକ ଫରାହ ଖାନ୍‌ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ତାଙ୍କ ନିର୍ଦ୍ଦେଶିତ ପ୍ରାୟ ସବୁ ଫିଲ୍ମ ଦର୍ଶକଙ୍କୁ ଖୁବ୍‌ ପସନ୍ଦ ଆସିଥାଏ। ‘ଓମ ଶାନ୍ତି ଓମ’, ‘ଚେନ୍ନାଇ ଏକ୍ସପ୍ରେସ’ରେ ତାଙ୍କ ନିର୍ଦ୍ଦେଶନା ସୁନ୍ଦର ଥିଲା। ଫିଲ୍ମ ‘ମେନ ହୁନ ନା’ରେ...

ମୁହଁ,ହାତରେ ବନ୍ଧା ହୋଇଛି ବ୍ୟାଣ୍ଡେଜ୍‌: ଆହତ ଅବସ୍ଥାରେ ନଜର ଆସିଲେ ଶାହରୁଖ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଶାହରୁଖ ଖାନଙ୍କ ପ୍ରଂଶସକ ପାଇଁ ଏକ ଖୁସି ଖବର। ଶେଷରେ ସାଉଥ୍‌ ଫିଲ୍ମ ନିର୍ମାତା ଏଟଲିଙ୍କ ସହ ସହଯୋଗିତାରେ କିଙ୍ଗ୍‌ ଖାନ ତାଙ୍କର ଆଗାମୀ ଫିଲ୍ମ ବିଷୟରେ ଏକ ବଡ଼ ଘୋଷଣା କରିଛନ୍ତି। ଏଟଲିଙ୍କ ନିର୍ଦ୍ଦେଶିତ...

ଜୟାଙ୍କ ନମ୍ବରକୁ ଏହି ନାଁରେ ସେଭ୍‌ କରି ରଖଛନ୍ତି ଅମିତାଭ ବଚ୍ଚନ

ଆଜି ବଲିଉଡର ମେଗାଷ୍ଟାର ଅମିତାଭ ବଚ୍ଚନ ଏବଂ ଜୟା ବଚ୍ଚନଙ୍କ ୪୯ ତମ ବିବାହ ବାର୍ଷିକୀ। ଏହି ଅବସରରେ ଅମିତାଭ ଏକ ପୁରୁଣା ଫଟୋ ଶେୟାର କରି ପ୍ରଶଂସକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘ ବର୍ଷ ଦାମ୍ପତ୍ୟ ଜୀବନକୁ ସଫଳତାର ସହ...

ଶ୍ରୀୟାଙ୍କ ଦେଶୀ ଲୁକ୍‌

ମୁମ୍ବାଇ: ଫିଲ୍ମ ଆରଆର୍‌ଆର୍‌ରେ ଅଜୟ ଦେବଗନଙ୍କ ସ୍ତ୍ରୀ ଭୂମିକାରେ ଅଭିନୟ କରିଥିବା ଶ୍ରୀୟା ଶରଣ ଏବେ କାମକୁ ଫେରିଛନ୍ତି। ଏବେ ସେ ଅପ୍‌କମିଂ ଫିଲ୍ମର ଶୁଟିଂ କରୁଛନ୍ତି। ଏହା ମଧ୍ୟରେ ସେ ଶୁଟିଂସେଟ୍‌ର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର...

ୟୁପି ପରେ ମଧ୍ୟପଦେଶ, ଉତ୍ତରାଖଣ୍ଡରେ ଟ୍ୟାକ୍ସ ଫ୍ରି ହେଲା ‘ସମ୍ରାଟ ପୃଥ୍ବୀରାଜ’

ମୁମ୍ବାଇ,୩।୬: ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଆଜି ସମଗ୍ର ଦେଶରେ ରିଲିଜ୍‌ ହୋଇଛି। ଫିଲ୍ମରେ ସୁପରଷ୍ଟାର ଅକ୍ଷୟ କୁମାର ପୃଥ୍ବୀରାଜଙ୍କ ଚରିତ୍ରରେ ନଜର ଆସିବେ। ଏସବୁ ଭିତରେ ଫିଲ୍ମଟିକୁ ଗୋଟିଏ ପରେ ଗୋଟିଏ ରାଜ୍ୟରେ ଟ୍ୟାକ୍ସ ଫ୍ରି କରାଯାଉଛି।...

‘ସ୍ମାର୍ଟ ଯୋଡି’ ଶୋ’ର ଓ୍ବିନର ହେଲେ ଏହି ଯୋଡ଼ି

ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ବିକି ଜୈନ ବିବାହ ପରେ ଅନେକ ରିଆଲିଟି ଶୋ’ରେ ନଜର ଆସନ୍ତି। ନିକଟରେ ‘ସ୍ମାର୍ଟ ଯୋଡି’ ଶୋ’ରେ ଏହି ଦମ୍ପତ୍ତଙ୍କର ସୁନ୍ଦର କେମେଷ୍ଟ୍ରି ଦେଖିବାକୁ ମିଳିଥିଲା। ଏହି ଶୋ’ରେ ଅଙ୍କିତା ଏବଂ ବିକି ବିଜେତା...

ସାତ ବର୍ଷରେ କେତେ ବଦଳି ଗଲେଣି ମୁନ୍ନି

ମୁମ୍ବାଇ: ୨୦୧୫ରେ ଆସିଥିବା ବଲିଉଡ ମୁଭି ‘ବଜରଙ୍ଗି ଭାଇଜାନ’ର ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲେ ମୁନ୍ନି(ହର୍ଷାଳି ମାଲହୋତ୍ରା) । ତାଙ୍କର ସରଳତା ସମସ୍ତଙ୍କ ହୃଦୟ ଜିତିଥିଲା । ଏବେ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ଏହି କୁନି ଝିଅ ୧୪ ବର୍ଷ...

‘ବଲିଉଡ, ସାଉଥ୍‌ ଫିଲ୍ମ ମଧ୍ୟରେ ବିଭାଜନ ହେବା ଉଚିତ୍‌ ନୁହେଁ’

ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ ଏବେ ଖୁବ୍‌ ଚର୍ଚ୍ଚାରେ। ଫିଲ୍ମଟି ଆଉ ଗୋଟିଏ ଦିନ ଅର୍ଥାତ୍‌ ଜୁନ୍‌ ୩ରେ ପେକ୍ଷାଳୟରେ ରିଲିଜ୍‌ ହେବାକୁ ଯାଉଛି। ଏହାକୁ ନେଇ ଦର୍ଶକ...

ଆଜି ରିଲିଜ୍‌ ହେବ ବହୁ ପ୍ରତୀକ୍ଷିତ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’

ସବୁ ଅପେକ୍ଷାର ଅନ୍ତ ଘଟାଇ ଆଜି ରିଲିଜ୍‌ ହେବାକୁ ଯାଉଛି ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’। ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଏବଂ ମାନୁଷୀ ଛିଲରଙ୍କ କେମେଷ୍ଟ୍ରିକୁ ଦେଖିବା ପାଇଁ ଦର୍ଶକ କେବେଠୁ ଅପେକ୍ଷା କରିଛନ୍ତି। ଏବେ ସେହି ଅପେକ୍ଷାର ଅନ୍ତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri