ମନୋରଞ୍ଜନ

ଆସିବ ‘ଦ କେରଳ ଷ୍ଟୋରି’

ନୂଆଦିଲ୍ଲୀ, ୨୮।୩: କଶ୍ମୀର ପଣ୍ଡିତଙ୍କ ଉପରେ ଅତ୍ୟାଚାରର କାହାଣୀକୁ ନେଇ ନିର୍ମିତ ଫିଲ୍ମ ‘ ଦ କାଶ୍ମୀର ଫାଇଲ୍ସ’ ବକ୍ସ ଅଫିସ୍‌ରେ ରେକର୍ଡ କରିଛି। ସିନେମାଟି ବାସ୍ତବ ଘଟଣା ଉପରେ ଆଧାରିତ ହୋଇଥିବାରୁ ଲୋକେ ଏଥିରେ ଅଧିକ ପ୍ରଭାବିତ ହୋଇଛନ୍ତି। ଏହା...

ଓସ୍କାର ମଞ୍ଚରେ ଝଗଡା: ସ୍ତ୍ରୀଙ୍କୁ କମେଣ୍ଟ କରିବାରୁ ଉପସ୍ଥାପକଙ୍କୁ ମୁଥ ମାରିଲେ ପ୍ରସିଦ୍ଧ ଅଭିନେତା

କାଲିଫର୍ନିଆ,୨୮।୩: ୨୦୨୨ ଓସ୍କାର ପୁରସ୍କାର ବିତରଣ ମଞ୍ଚରେ ଏକ ରୋଚକ ଘଟଣା ଘଟିଥିଲା। ପ୍ରସିଦ୍ଧ ଅଭିନେତା ୱିଲ ସ୍ମିଥ ଉପସ୍ଥାପକ କ୍ରିସ ରକ୍‌ଙ୍କୁ ମୁଥ ମାରିଥିଲେ। ସ୍ମିଥ୍‌ଙ୍କ ସ୍ତ୍ରୀଙ୍କୁ ନେଇ କମେଣ୍ଟ କରିବା ରକ୍‌ଙ୍କୁ ମହଙ୍ଗା ପଡିଥିଲା। ଡକ୍ୟୁମେଣ୍ଟାରୀ ଫିଚର୍‌...

ଓସ୍କାର ପୁରସ୍କାର: ‘କୋଡା’ ଶ୍ରେଷ୍ଠ ଫିଲ୍ମ, ୱିଲ ସ୍ମିଥ ଶ୍ରେଷ୍ଠ ଅଭିନେତା

କାଲିଫର୍ନିଆ,୨୮।୩:କାଲିଫର୍ନିଆର ଲସ ଆଞ୍ଜେଲ୍ସରେ ଥିବା ଡଲବି ଥିଏଟରରେ ଓସ୍କାର ପୁରସ୍କାର ବିତରଣ ଉତ୍ସବ ଚାଲିଛି। ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରୀ ଫିଚର୍‌ ବର୍ଗରେ ‘ଦ ସମର୍‌ ଅଫ ସୋଲ’ ଓସ୍କାର ପାଇଛି। ଭାରତୀୟ ଫିଲ୍ମ ‘ରାଇଟିଙ୍ଗ୍‌ ଓ୍ବିଥ୍‌ ଫାୟାର୍‌’ ଏହି ବର୍ଗରେ ମନୋନୀତ...

ବହୁପ୍ରତିକ୍ଷୀତ ଫିଲ୍ମ ‘କେଜିଏଫ୍‌-୨’ର ଟ୍ରେଲର୍‌ ରିଲିଜ୍‌

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ପ୍ରସିଦ୍ଧ ଫିଲ୍ମ କେଜିଏଫ୍‌-ଚାପ୍ଟର-୧ର ସଫଳତା ପରେ, ଦର୍ଶକମାନେ ଏହି ଫିଲ୍ମର ଦ୍ୱିତୀୟ ଭାଗକୁ ଉତ୍ସାହର ସହିତ ଅପେକ୍ଷା କରିଥିଲେ। ଦର୍ଶକଙ୍କ ଅପେକ୍ଷାର ଅନ୍ତ ଘଟିଛି। ଆଜି ଫିଲ୍ମର ଦ୍ୱିତୀୟ ଭାଗର ଟ୍ରେଲର ରିଲିଜ ହୋଇଛି। ଅଭିନେତା...

ଆଶ୍ୱାସନା ଦେଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା କ୍ରିକେଟ୍‌ର ଜଣେ ବଡ଼ ପ୍ରଶଂସକ। ଭାରତୀୟ ପୁରୁଷ ହେଉ କିମ୍ବା ମହିଳା କ୍ରିକେଟ ଦଳର ପ୍ରତ୍ୟେକ ମ୍ୟାଚ୍‌ ସେ ଦେଖନ୍ତି। ମହିଳା ଦିନିକିଆ ବିଶ୍ୱକପ୍‌ରେ ଭାରତୀୟ କ୍ରିକେଟ୍‌ ଦଳ ଦକ୍ଷିଣ ଆଫ୍ରିକାଠାରୁ ପରାସ୍ତ ହୋଇ...

‘କଶ୍ମୀର ଫାଇଲ୍ସ’ ଫିଲ୍ମ ଦେଖି ସଲମାନ କହିଲେ…

ମାର୍ଚ୍ଚ ୧୧ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଥିବା ଫିଲ୍ମ ‘କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସୁପରହିଟ୍‌ ହୋଇଛି। ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ୧୯୯୦ରେ କଶ୍ମୀରୀ ପଣ୍ଡିତଙ୍କ ଅସହାୟ ଯନ୍ତ୍ରଣା ଉପରେ ଆଧାରିତ। ଫିଲ୍ମର କାହାଣୀ ଦର୍ଶକଙ୍କ ହୃଦୟକୁ ଛୁଇଁଛି।...

ଫିଲ୍ମକୁ ବାଏ ବାଏ କହିବେ ଅମିର ଖାନ୍‌!

ମୁମ୍ବାଇ: ବଲିଉଡ୍‌ ଅଭିନେତା, ପ୍ରଡ୍ୟୁସର ତଥା ନିର୍ଦ୍ଦେଶକ ଅମିର ଖାନ୍‌ଙ୍କ ଫିଲ୍ମ ‘ଲାଲ୍‌ ସିଂ ଚଢ଼ା’ ଦେଖିବାକୁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମଟି ଚଳିତବର୍ଷ ଅଗଷ୍ଟ ୧୧ରେ ବଡ଼ ପରଦାରେ ମୁକ୍ତିଲାଭ କରିବାର ଯୋଜନା ରହିଛି।...

ହାଲୁୱା, ବିରିୟାନିକୁ ବାୟ ବାୟ

ମୁମ୍ବାଇ: ବଲିଉଡ ବେବୋ କରିନା କପୁର ଖାଁ ଏବେ ବ୍ୟାକଟୁ ଫର୍ମ ଆସିଯାଇଛନ୍ତି । ଅର୍ଥାତ୍ ସେ ଏବେ ଅଏଲି ଫୁଡ ଛାଡି ନିଜ ଫିଟନେସ ଉପରେ ଅଧିକ ଧ୍ୟାନ ଦେଉଛନ୍ତି । ସେଥିପାଇଁ ସେ ଏବେ ଇନଷ୍ଟାଗ୍ରାମରେ ଯୋଗ...

ବାହାଘର ପାଇଁ ଶପିଙ୍ଗ ଆରମ୍ଭ କଲେଣି ଆଲିଆ!

ମୁମ୍ବାଇ: ବଲିଉଡରେ ଏବେ ଚାଲିଛି ବିବାହର ଋତୁ । ଜଣକ ପରେ ଜଣେ ସେଲିବ୍ରିଟି ବିବାହ ବନ୍ଧନରେ ବାନ୍ଧି ହୋଇ ଯାଉଛନ୍ତି । ଏବେ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍ କପୁଲ ରଣବୀର କପୁର ଓ ଆଲିଆ ଭଟ୍ଟ...

ଶମିତାଙ୍କ ସହ ପ୍ରେମ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରାକେଶ

ବିଗ ବସ ଓଟିଟିର ଖ୍ୟାତି ଅର୍ଜନ କରିଥିବା ତଥା ବଲିଉଡ ଅଭିନେତ୍ରୀ ଶମିତା ସେଟ୍ଟୀ ଓ ଅଭିନେତା ରାକେଶ ବାପତ୍‌ଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା ଚାଲିଛି। ଶୋ’ରୁ ବାହାରିବା ପରେ ଦୁହିଁଙ୍କୁ ପ୍ରାୟ ଏକାଠି ଦେଖିବାକୁ ମିଳିଥିଲା । ନିକଟରେ...

ବୋଲ୍ଡ ଲୁକ୍‌ରେ ଜ୍ୟାକ୍‌ଲିନ

ମୁମ୍ବାଇ: ଅଭିନେତ୍ରୀ ଜ୍ୟାକଲିନ୍‌ ଫର୍ନାଡିଜ ଇନ୍‌ଷ୍ଟାଗ୍ରାମରେ ନିଜର କିଛି ବୋଲ୍ଡନେସ ଫଟୋ ଶେୟାର କରିଛନ୍ତି। ଯାହା ଦେଖି ପ୍ରଶଂସକ ପାଗଳ ହୋଇଯାଇଛନ୍ତି। ଏଥିରେ ସେ ଲିଓପାର୍ଡ ବା ଚିତାବାଘ ପ୍ରିଣ୍ଟର ଏକ ଡ୍ରେସ୍‌ ପିନ୍ଧି ପୋଜ ଦେଇଥିବା ଦେଖିବାକୁ ମିଳିଛି।...

ସମିତାଙ୍କୁ ପ୍ରେମିକା ବଦଳରେ ଭଲ ବନ୍ଧୁ ବୋଲି କହିଲେ ରାକେଶ

ବମ୍ବେ: ପ୍ରେମିକା ବଦଳରେ ଅଭିନେତ୍ରୀ ସମିତା ସେଟ୍ଟୀଙ୍କୁ ଭଲ ବନ୍ଧୁ କହି ଚର୍ଚ୍ଚାରେ ଅଭିନେତା ରାକେଶ ବାପଟ। ବିଗ୍‌ବସ୍‌ରେ ପରସ୍ପରକୁ ଭେଟିଥିଲେ ଦୁହେଁ। ସେବେଠାରୁ ଉଭୟଙ୍କ ମଧ୍ୟରେ ସମ୍ପର୍କ ଧିରେ ଧିରେ ଆଗକୁ ବଢ଼ିଥିଲା। ଶୋ’ ଶେଷ ହେବା ପରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri