ମନୋରଞ୍ଜନ

ପ୍ରଥମରୁ ଫିକା ପଡ଼ିଲା ‘ବଚ୍ଚନ ପାଣ୍ଡେ’

ବମ୍ବେ: ହୋଲି ଅବସରରେ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ରିଲିଜ ହୋଇଥିଲା। ଦୀର୍ଘଦିନରୁ ଅଭିନେତାଙ୍କ ପ୍ରଶଂସକମାନେ ଏହାର ରିଲିଜକୁ ଅପେକ୍ଷା କରିଥିଲେ। ଏଣୁ ଫିଲ୍ମ ବକ୍ସ ଅଫିସରେ ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଥିଲା। ହେଲେ...

ଅଭିନୟ କରୁ କରୁ ସତସତିକା ପଡ଼ିଛନ୍ତି ପ୍ରେମରେ

ବମ୍ବେ: ଅଭିନୟ କରୁ କରୁ ସତ ସତିକା ସହକଳାକାରଙ୍କ ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ। ଆମେ କଥା ହେଉଛୁ ଆଲିସ୍‌ କୌଶିକଙ୍କ ବିଷୟରେ। ଟେଲିଭିଜନ ଧାରାବାହିକ ‘ପାଣ୍ଡ୍ୟା ଷ୍ଟୋର’ରେ ରାବି ଭୂମିକାରେ ନଜର ଆସୁଛନ୍ତି। ଏଥିରେ ତାଙ୍କ ପ୍ରେମିକ ତଥା ସ୍ବାମୀ...

ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ଅନୁଷ୍କା

ବମ୍ବେ: ବ୍ୟକ୍ତିଗତ ଜୀବନରେ ବଡ଼ ନିଷ୍ପତ୍ତି ନେଇ ଚମକାଇଲେ ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା। ସେ ନିଜର ପ୍ରଯୋଜନା ସଂସ୍ଥା କ୍ଲିନ୍‌ ସ୍ଲେଟ୍‌ ଫିଲ୍ସରୁ ହଟିବାକୁ ନିଷ୍ପତ୍ତି ନେଇଛନ୍ତି। ପରିବାର ଏବଂ ଅଭିନୟରେ ମନୋନିବେଶ କରିବା ଲାଗି ସେ ସମ୍ପୂର୍ଣ୍ଣ...

ସ୍ବାମୀଙ୍କ ସହ ପ୍ରିୟଙ୍କାଙ୍କ ରୋମାଣ୍ଟିକ୍‌ ହୋଲି

ବମ୍ବେ: ଆଜି ରଙ୍ଗର ପର୍ବ ହୋଲି। ଏହାକୁ ନେଇ ସାରା ଦେଶ ଉତ୍ସବମୁଖର। ସାଧାରଣ ଜନତାଠାରୁ ଆରମ୍ଭ କରି ବଡ଼ ବଡ଼ ସେଲିବ୍ରିଟି ନିଜର ପ୍ରିୟଜନମାନଙ୍କୁ ରଙ୍ଗ ଲଗାଇ ଏହାକୁ ପାଳନ କରୁଛନ୍ତି। ଏହି କ୍ରମରେ ବଲିଉଡ୍‌ର ଦେଶୀ ଗର୍ଲ...

କଙ୍ଗନାଙ୍କୁ ନେଇ ଦମଦାର ମୁଭି ଭେଟି ଦେବାକୁ ପ୍ରସ୍ତୁତ ହେଲେଣି ବିବେକ ଅଗ୍ନିହୋତ୍ରୀ

ମୁମ୍ବାଇ: ବଲିଉଡ୍ ମୁଭି ‘ ଦ କଶ୍ମୀର ଫାଇଲ୍ସ’ ଏବେ ଖୁବ୍ ଚର୍ଚ୍ଚାରେ । ଏହାର ନିର୍ଦ୍ଦେଶକ ବିବକେ ଅଗ୍ନିହୋତ୍ରୀ ଏବେ ତାଙ୍କ ଆଗାମୀ ପ୍ରୋଜେକ୍ଟକୁ ଢିଲା ନ ଦେଇ ଖୁବ୍ ଦମରେ କାମର ଲାଗି ପଡିଥିବା ଜଣାପଡିଛି ।...

ସାଉଥ୍‌ର ଏହି ଫିଲ୍ମର ହିନ୍ଦୀ ରିମେକ୍‌ରେ ନଜର ଆସିବେ ବରୁଣ ଧାଓ୍ବନ

ମୁମ୍ବାଇ: ଅଭିନେତା ବରୁଣ ଧାଓ୍ବନ ତାଙ୍କର ଦମ୍‌ଦାର ଅଭିନୟକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ସେ ପ୍ରାୟତଃ ସୋସିଆଲ ମିଡିଆରେ ତାଙ୍କର ଆଗାମୀ ଫିଲ୍ମ ସମ୍ବନ୍ଧୀୟ ଅପଡେଟ୍‌ ଶେୟାର କରିଥାନ୍ତି। ଏବେ ଜାଣିବାକୁ ମିଳିଛି ସାଉଥ୍‌ ଇଣ୍ଡଷ୍ଟ୍ରିର ସୁପରହିଟ୍‌ ଫିଲ୍ମ ‘ଥେରି’ର...

ବିବାହ ପରେ ପ୍ରଥମ ଥର ହୋଲି ଖେଳିଲେ କ୍ୟାଟ୍ରିନା

ବଲିଉଡର ଅଭିନେତ୍ରୀ କ୍ୟାଟ୍ରିନା କୈଫ ହୋଲିରେ ପ୍ରଶଂସକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କ୍ୟାଟ୍ରିନା ବର୍ତ୍ତମାନ ସ୍ବାମୀ ଭିକି କୌଶଲ ସମେତ ଦିଅର ସନ୍ନି କୌଶଲ ଏବଂ ଶାଶୁ-ଶ୍ବଶୁରଙ୍କ ସହ ହୋଲି ଖେଳୁଥିବା ଦେଖିବାକୁ ମିଳିଛି। କ୍ୟାଟ୍ରିନା କୈଫଙ୍କ ବିବାହ ପରେ ଏହା...

ମ୍ୟୁଜିକ ଭିଡିଓ ପାଇଁ ଐଶ୍ୱର୍ଯ୍ୟାଙ୍କୁ ଶୁଭେଚ୍ଛା ଜଣାଇଲେ ଧନୁଷ

ଅଭିନେତା ଧନୁଷ-ଐଶ୍ୱର୍ଯ୍ୟା ରଜନୀକାନ୍ତ ତାଙ୍କ ବ୍ୟକ୍ତଗତ ଏବଂ ବୃତ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୧୮ ବର୍ଷର ସମ୍ପର୍କ ପରେ ଦୁହେଁ ଏବେ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି। ଏହି ଖବର ଶୁଣିବା ପରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ହେଲେ ଏବେ...

ଫିଲ୍ମ ‘ଦ କାଶ୍ମୀର ଫାଇଲସ’୧୦୦ କୋଟି କ୍ଲବ୍‌ ସାମିଲ: ବିଭିନ୍ନ ସ୍ଥାନରେ ହଲ ଫୁଲ

ଫିଲ୍ମ ‘ଦ କାଶ୍ମୀର ଫାଇଲସ’ ବକ୍ସ ଅଫିସ୍‌ରେ ରେକର୍ଡ ଭାଙ୍ଗୁଛି। ରିଲିଜ ହେବାର ଗୋଟିଏ ସପ୍ତାହରେ ୧୦୦ କୋଟି କ୍ଲବ୍‌ ସାମିଲ ହୋଇଛି ଏହି ଫିଲ୍ମ। ଅନେକ ସିନେମା ହଲ ହାଉସ ଫୁଲ ଚାଲୁଛି। ଫିଲ୍ମକୁ ଦେଖିବାକୁ ସିନେମା ହଲ୍‌ରେ...

‘ଦ କଶ୍ମୀର ଫାଇଲ୍ସ’ର ସଫଳତା ପାଇଁ ନିର୍ଦ୍ଦେଶକଙ୍କୁ ଅଭିନନ୍ଦନ ଜଣାଇଲେ ସନ୍ନି

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିବା ବେଳେ ଏହାକୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଜମୁଛି। ଖୁବ୍‌ଶୀଘ୍ର ୧୦୦ କୋଟି ଅତିକ୍ରମ କରିବ...

୫ମ ମହଲାରୁ ଖସିପଡ଼ି ବଲିଉଡ୍‌ର ଖ୍ୟାତନାମା ନିର୍ଦ୍ଦେଶକଙ୍କ ପୁଅଙ୍କ ମୃତ୍ୟୁ

ବମ୍ବେ: ହୋଲିରେ ଅଘଟଣ। ଗୋଟିଏ ପଟେ ଯେଉଁଠି ହୋଲିକୁ ନେଇ ସାରା ଦେଶ ଉତ୍ସବମୁଖର ଥିବା ବେଳେ ଏଭଳି ଦିନରେ ବଲିଉଡ୍‌ର ଖ୍ୟାତନାମା ନିର୍ଦ୍ଦେଶକ ଗିରିଶ ମଲିକଙ୍କ ପୁଅଙ୍କ ମୃତ୍ୟୁ ଘଟିଛି। ରହୁଥିବା କୋଠାର ୫ମ ମହଲାରୁ ଖସିପଡ଼ିବା ହେତୁ...

୧୦୦ କୋଟି ଅତିକ୍ରମ କରିବ ‘ଦ କଶ୍ମୀର ଫାଇଲ୍ସ’

ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ‘ଦ କଶ୍ମୀର ଫାଇଲ୍ସ’ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିଛି । ଫିଲ୍ମଟି ମାର୍ଚ୍ଚ ୧୧ରେ ରିଲିଜ୍‌ ହୋଇଥିବା ବେଳେ ଏହାକୁ ଦେଖିବାକୁ ଦର୍ଶକଙ୍କ ପ୍ରବଳ ଭିଡ ଜମୁଛି। ୭ ଦିନରେ ବକ୍ସ ଅଫିସରେ ମୋଟ୍‌...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri