‘ତାଙ୍କୁ ବୟକଟ କରିବା ଉଚିତ୍’, ଲଣ୍ଡନରୁ ମୁମ୍ବାଇ ଫେରିବା ମାତ୍ରେ ଅନୁଷ୍କାଙ୍କୁ ଏମିତି କହିଦେଲେ… ମୁମ୍ବାଇ: ପୁଅ ଅକାୟଙ୍କ ଜନ୍ମର ୭ ମାସ ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରୁ ଭାରତ ଫେରିଛନ୍ତି। ଗତ କିଛି ସପ୍ତାହ ପୂର୍ବରୁ, ସେ ଏକ ପୋଷ୍ଟ ଶେୟାର କରିଥିଲେ, ଯାହା ପରେ ପ୍ରଶଂସକମାନେ ଅନୁମାନ କରୁଥିଲେ ଯେ ଅନୁଷ୍କା...
ଆହତ ଥିବା ସତ୍ତ୍ୱେ ‘ସିକନ୍ଦର’ର ଶୁଟିଂ ଜାରି ରଖିଛନ୍ତି ସଲ୍ମାନ ମୁମ୍ବାଇ: କୌଣସି ପ୍ରକାରର ବାଧାବିଘ୍ନ ଆସିଲେ ମଧ୍ୟ ବଲିଉଡ୍ ଅଭିନେତା ସଲ୍ମାନ ଖାନ୍ ସର୍ବଦା ନିଜର କାର୍ଯ୍ୟ ପ୍ରତିଶ୍ରୁତିକୁ ପାଳନ କରି ଆସିଛନ୍ତି। ଏହାକୁ ସେ ପୁଣି ପ୍ରମାଣିତ କରି ଦେଖାଇଛନ୍ତି। ପିଞ୍ଜରା ହାଡ଼ରେ ଆଘାତ ଥିବା ସତ୍ତ୍ୱେ ମଧ୍ୟ ସଲ୍ମାନ...
ଛାଡପତ୍ର ଚର୍ଚ୍ଚା ମଧ୍ୟରେ ଶାଶୁଘର ଗଲେ ଐଶ୍ୱର୍ଯ୍ୟା ରାୟ, ସାଙ୍ଗରେ ଥିଲେ… ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନଙ୍କ ବୈବାହିକ ଜୀବନ ମଧ୍ୟରେ ସବୁକିଛି ଠିକ ନ ଥିବା ଚର୍ଚ୍ଚା ହେଉଛି। ଉଭୟଙ୍କ ଛାଡପତ୍ର ହେବାର ଗୁଜବ ମଧ୍ୟ ସାମ୍ନାକୁ ଆସିଛି। ଏସବୁ ଚର୍ଚ୍ଚା ମଧ୍ୟରେ ଐଶ୍ୱର୍ଯ୍ୟା ତାଙ୍କ ଶାଶୁଘର ଅର୍ଥାତ୍...
ଐଶ୍ୱର୍ଯ୍ୟା-ଅଭିଷେକଙ୍କର ହେବ ଗ୍ରେ-ଡିଭୋର୍ସ! ଜାଣନ୍ତୁ ଗ୍ରେ-ଡିଭୋର୍ସ କ’ଣ… ମୁମ୍ବାଇ: ଅଭିନେତା ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ଆଜିକାଲି ଛାଡପତ୍ର ଖବରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଦୁହିଁଙ୍କ ମଧ୍ୟରେ କିଛି ଠିକ୍ ଚାଲିନଥିବା କୁହାଯାଇଛି। ହେଲେ ଦୁହିଁଙ୍କ ପକ୍ଷରୁ ଏନେଇ କୌଣସି ସୂଚନା ପ୍ରକାଶ କରାଯାଇନାହିଁ। ନିକଟରେ ଯେତେବେଳେ...
ମନ୍ଦିରରେ ବିବାହ କରିବେ ଆଦିତି ହାଇଦ୍ରାବାଦ: ଅଭିନେତ୍ରୀ ଆଦିତି ରାଓ ହାଇଦରି ଖୁବ୍ଶୀଘ୍ର ନିଜ ଦୀର୍ଘ ଦିନର ପ୍ରେମିକ ତଥା ଅଭିନେତା ସିଦ୍ଧାର୍ଥଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏହି ଯୋଡ଼ି ଚଳିତ ବର୍ଷ ମାର୍ଚ୍ଚରେ ଗୁପ୍ତ ଭାବରେ ନିର୍ବନ୍ଧ କରିଥିଲେ। ପରିବାର ସଦସ୍ୟ ଓ ଘନିଷ୍ଠ ବନ୍ଧୁଙ୍କ...
ରାଜକୁମାରଙ୍କ ପରବର୍ତ୍ତୀ ପ୍ରୋଜେକ୍ଟ ‘ମାଲିକ୍’ ମୁମ୍ବାଇ: ବଲିଉଡ୍ ଅଭିନେତା ରାଜକୁମାର ରାଓ ଶନିବାର ତାଙ୍କର ୪୦ ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ରର ନାମ ‘ମାଲିକ’ ହୋଇଥିବା ଘୋଷଣା କରି ନିଜ ପ୍ରଶଂସକଙ୍କୁ ଜନ୍ମଦିନର ଉପହାର ଦେଇଛନ୍ତି। ରାଜକୁମାର ନିଜ...
ରାଜନେତା ନା ଅଭିନେତା କାହାକୁ ବିବାହ କରିବେ କଙ୍ଗନା? ନିଜେ ଦେଲେ ଜବାବ ମୁମ୍ବାଇ: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିବା ଭାଜପା ଏମପି ତଥା ଅଭିନେତ୍ରୀ କଙ୍ଗନା ରାନାୱତ ଏବେ ତାଙ୍କ ମୁଭି ଏମରଜେନ୍ସି ପାଇଁ ଖବରରେ ଅଛନ୍ତି। ତେବେ ଗତ କିଛି ଦିନ ହେବ କୃଷକ ଆନ୍ଦୋଳନ...
ଅଙ୍କିତାଙ୍କ ଘରକୁ ଆସିଲେ ନୂଆ ଅତିଥି ମୁମ୍ବାଇ: ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ ଏବଂ ତାଙ୍କ ସ୍ବାମୀ ବିକି ଜୈନଙ୍କ ଘରକୁ ନୂଆ ଅତିଥି ଆସିଛନ୍ତି। ଏହି ଦମ୍ପତି ଜଣେ ରାଜକୁମାରୀଙ୍କୁ ସ୍ବାଗତ କରିଛନ୍ତି। ସେ ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ଶେୟାର କରିଛନ୍ତି। ଏହି...
ଫିଲ୍ମରେ ସମସ୍ତଙ୍କ ସାମ୍ନାରେ କେମିତି ଶୁଟିଂ ହୁଏ ଅନ୍ତରଙ୍ଗ ଦୃଶ୍ୟ? କିସ୍ କରିବାକୁ ଆପଣାଯାଏ ଏମିତି ଟ୍ରିକ୍ ପୂର୍ବରୁ ବଲିଉଡ ଫିଲ୍ମରେ ଆଜିକାଲି ପରି ଏତେ ଅନ୍ତରଙ୍ଗ ଦୃଶ୍ୟ ନ ଥିଲା। ଏବେ OTT ପ୍ଲାଟଫର୍ମରେ ଏପରି ଦୃଶ୍ୟ ଅଧିକ ଦେଖାଯାଉଛି। କହିବାକୁ ଏମିତି ସିନ୍ ନ ଥିଲେ ଏବେ ଷ୍ଟୋରୀ ବି ଫିକା ବୋଲି କୁହାଯାଉଛି। କିନ୍ତୁ...
ଏହି କାମ କରିବାବଳେ ଅନସ୍ପଟ ଐଶ୍ୱର୍ଯ୍ୟାଙ୍କୁ ଧରିଥିଲେ ଅଭିଷେକ ବଚ୍ଚନ! କ’ଣ ଏହିଠୁ ଆରମ୍ଭ ହୋଇଛି ଛାଡପତ୍ର ବିବାଦ ମୁମ୍ବାଇ: ବଲିଉଡର ଚର୍ଚ୍ଚିତ ଯୋଡି ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ଛାଡପତ୍ରକୁ ନେଇ ବିଭିନ୍ନ ଗୁଜବ ଶୁଣିବାକୁ ମିଳୁଛି। ଏପରି କୁହାଯାଉଛି ଯେ, ସେ ବିବାହ ପରେ ତାଙ୍କ ସମ୍ପର୍କ କିଛି ଭଲ ଚାଲୁ ନ ଥିଲା। ସ୍ଥିତି...
ଅଭିଷେକଙ୍କ ସହ ପ୍ରତ୍ୟେକ ଦିନ ହେଉଥିଲା ଝଗଡା, ଖୁଲାସା କରି ଜାଣନ୍ତୁ କ’ଣ କହିଲେ ଐଶ୍ୱର୍ଯ୍ୟା ମୁମ୍ବାଇ: ଅଭିନେତା ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡର ସବୁଠାରୁ ପ୍ରିୟ ଦମ୍ପତି ଅଟନ୍ତି। ଏହି ଦମ୍ପତି ୨୦ ଏପ୍ରିଲ ୨୦୦୭ରେ ବିବାହ କରିଥିଲେ ଏବଂ ତାଙ୍କର ଏକ ଝିଅ ଆରାଧ୍ୟା ବଚ୍ଚନ ଅଛନ୍ତି। ତେବେ ଐଶ୍ୱର୍ଯ୍ୟା...
ଫିଲ୍ମ ନିର୍ଦ୍ଦେଶକଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ, ଅଡିଶନ ବାହାନାରେ ରୁମ୍କୁ ଡାକି କହିଥିଲେ… ମୁମ୍ବାଇ,୩୧।୮: ମାଲାୟାଲମ ଫିଲ୍ମ ଇଣ୍ଡଷ୍ଟ୍ରିରେ ଆରମ୍ଭ ହୋଇଥିବା ମି..ଠୁ ଅଭିଯାନ ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଛି । ଏଥିରେ ଅନେକ ଯୁବ କଳାକାର ଭେଟେରାନ ନିର୍ଦ୍ଦେଶକ, ନିର୍ମାତା ଏବଂ ଅଭିନେତାଙ୍କ ଦ୍ୱାରା ସମ୍ମୁଖୀନ ହୋଇଥିବା ଅସଦାଚରଣ ବିଷୟରେ ଖୋଲାଖୋଲି...