ମନୋରଞ୍ଜନ

ସ୍ତ୍ରୀଙ୍କ ସହ ଫଟୋ ଶେୟାର କରି ହୃଦୟ ଛୁଆଁ କଥା କହିଲେ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲିଙ୍କୁ ପାଓ୍ବାରଫୁଲ୍‌ କପଲ୍‌ ଆଖ୍ୟା ଦିଆଯାଇଛି। ଉଭୟ ପ୍ରାୟତଃ ପରସ୍ପର ପ୍ରତି ଥିବା ପ୍ରେମକୁ ପ୍ରକାଶ କରିବାକୁ ଦ୍ୱିଧା କରନ୍ତି ନାହିଁ। ଅନୁଷ୍କା ବିରାଟଙ୍କ ସହ ସର୍ବଦା ଦୃଢ଼ ଭାବରେ...

ଚତୁର୍ଥଥର ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ହଲିଉଡ ଅଭିନେତ୍ରୀ ତଥା ଗାୟିକା ଜେନିଫର ଲୋପେଜ ଖୁବ୍‌ଶୀଘ୍ର ଚତୁର୍ଥ ବିବାହ କରିବାକୁ ଯାଉଥିବା ନେଇ ଚର୍ଚ୍ଚା ହେଉଛି। ୫୨ ବର୍ଷୀୟା ଜେନିଫର୍‌ ଏକ ବିନ୍ଦାସ ଜୀବନଶୈଳୀ ବଞ୍ଚନ୍ତି। କରନ୍ତି। ସେ ଖୁବ୍‌ଶୀଘ୍ର ଖ୍ୟାତିସମ୍ପନ୍ନ ହଲିଉଡ ଅଭିନେତା ବେନ ଆଫ୍ଲେକଙ୍କୁ...

ଡିଜନିର ପ୍ରଚ୍ଛଦ ସ୍ୱର କଳାକର ୱିଲ ରିୟାନଙ୍କ ପରଲୋକ

ୱାଶିଂଟନ,୨୧ ।୧୧: ଡିଜନି କ୍ୟାରେକ୍ଟରର ପ୍ରଚ୍ଛଦ ସ୍ୱର କଳାକାର ଭାବେ ବେଶ ଜଣାଶୁଣା ୱିଲ ରିୟାନଙ୍କ ପରଲୋକ ହୋଇଛି । ହଲିଉଡ ରିପୋର୍ଟରର ସୂଚନା ଅନୁଯାୟୀ ୧୯ ନଭେମ୍ବରରେ ତାଙ୍କର ପରଲୋକ ହୋଇଛି । ବେଶ କିଛିଦିନ ହେବ କ୍ୟାନସରରେ...

ଆର୍ୟନଙ୍କ ବିରୋଧରେ କୌଣସି ଠୋସ୍‌ ପ୍ରମାଣ ନାହିଁ: ମୁମ୍ବାଇ ହାଇକୋର୍ଟ

ମୁମ୍ବାଇ,୨୦ା୧୧: ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ବିରୋଧରେ ମୁମ୍ବାଇ ହାଇକୋର୍ଟ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ଆର୍ୟନ ମୁମ୍ବାଇ ହାଇକୋର୍ଟଙ୍କଠାରୁ ଜାମିନ ଆଦେଶ ପାଇଛନ୍ତି। ଜାମିନ ଆଦେଶ ସହିତ କୋର୍ଟ ୧୪ ପୃଷ୍ଠାର ନିର୍ଦ୍ଦେଶ...

ଗୋଟିଏ ଦିନରେ ରିଲିଜ ହେବ ଦୁଇଟି ବିଗ୍‌ ବଜେଟ ଫିଲ୍ମ

ନୂଆଦିଲ୍ଲୀ,୨୦।୧୧: ଗୋଟିଏ ଦିନରେ ରିଲିଜ ହେବାକୁ ଯାଉଛି ଦୁଇଟି ବିଗ୍‌ ବଜେଟ ଫିଲ୍ମ। ଗୋଟିଏ ପଟେ ଅମିର ଖାଁଙ୍କ ଲାଲ ସିଂ ଚଢ଼ା ଥିବା ବେଳେ ଅନ୍ୟଟି ହେଲା ୟଶଙ୍କ କେଜିଏଫ୍‌: ଚାପ୍ଟର ୨। ଉଭୟ ଫିଲ୍ମ ଆସନ୍ତା ବର୍ଷ...

ଏହି ଅଭିନେତ୍ରୀଙ୍କ ଘରେ ଲାଗିଲା ନିଆଁ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରକୁଲ ପ୍ରୀତ ସିଂଙ୍କ ବିଲ୍ଡିଂର ୧୨ତମ ମହଲାରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ। ଏହି ଖବର ପରେ ତୁରନ୍ତ ଅଗ୍ନିଶମ ବାହିନୀ ଗାଡ଼ି ଏବଂ ଆମ୍ବୁଲାନ୍ସ ଘଟଣାସ୍ଥଳରେ ପହଞ୍ଚିଛି। ଅନ୍ୟପକ୍ଷରେ ଅଗ୍ନିକାଣ୍ଡ ସମ୍ପର୍କରେ ରକୁଲଙ୍କଠାରୁ...

‘ଅନ୍ତିମ’ର ପ୍ରମୋଶନ କରିବେ ନାହିଁ ସଲମାନ

ମୁ୍‌ମ୍ବାଇ: ବଲିଉଡ୍ ଦବଙ୍ଗ ଖାଁ ସଲମାନ କିଛିଦିନ ମଧ୍ୟରେ ଧମାକା କରିବାକୁ ଯାଉଛନ୍ତି । ତାଙ୍କ ଅଭିନୀତ ଫିଲ୍ମ ‘ଅନ୍ତିମ: ଦ ଫାଇନାଲ ଟ୍ରୁଥ‘ ନଭେମ୍ବର ୨୬ରେ ରିଲିଜ୍ ହେବ । ଏଥିରେ ଅଭିନୟ ପାଇଁ ସଲମାନ ଖୁବ୍ ପରିଶ୍ରମ...

କୋହଲି କହିଲେ ‘ଆଇ ଲଭ୍‌ ୟୁ’; ଜବାବରେ…

ନୂଆଦିଲ୍ଲୀ, ୨୦।୧୧: ଦକ୍ଷିଣ ଆଫ୍ରିକାର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ୍‌ ଏବି ଡି’ଭିଲର୍ସ କ୍ରିକେଟର ସମସ୍ତ ଫର୍ମାଟରୁ ତାଙ୍କର ଅବସର ନେଇ ଘୋଷଣା କରିଛନ୍ତି। ଦୀର୍ଘ ୧୭ ବର୍ଷ ଧରି ସେ ତାଙ୍କ ୩୬୦ ଡିଗ୍ରୀ ବ୍ୟାଟିଂ ପାଇଁ ଅପ୍ରତିଦ୍ୱନ୍ଦ୍ୱୀ ଥିଲେ। ଏହି...

ଭିକ୍କି-କ୍ୟାଟ୍ରିନାଙ୍କ ବିବାହରେ ସୁରକ୍ଷା ଦାୟିତ୍ୱ ନେବେ ୧୦୦ ବାଉଂସର୍ସ

ମୁମ୍ବାଇ: ବଲିଉଡ୍ ବିବାହକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି । ଏଥିରେ ସବୁଠୁ ଆଗରେ ରହିଛନ୍ତି ଭିକ୍କି କୌଶଲ ଓ କ୍ୟାଟ୍ରିନା କୈଫ । କିଛିଦିନ ହେବ ଉଭୟଙ୍କ ବିବାହକୁ ନେଇ ଚାପା ଆଲୋଚନା ଚାଲିଥିବା ବେଳେ ଏବେ...

ରାତିରେ ଶୋଇବା ପୂର୍ବରୁ କ୍ଷମା ମାଗନ୍ତି ଅଭିଷେକ,କାରଣ ଜାଣିଲେ…

ମୁମ୍ବାଇ: ବଲିଉଡ୍‌ର ସବୁଠାରୁ ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରେ ଏକ ଲୋକପ୍ରିୟ ଚର୍ଚ୍ଚିତ ଯୋଡି ହେଉଛି ଅଭିଷେକ ବଚ୍ଚନ ଏବଂ ଐଶର୍ଯ୍ୟା ରାୟଙ୍କ ଯୋଡି । ଅଭିନୟ ଦୁନିଆରେ ଦୁହେଁ ବେଶ୍‌ ମାହିର ଥିବା ବେଳେ, ଉଭୟେ ଉଭୟଙ୍କୁ ଖୁବ ଭଲ...

ତୃତୀୟ ଥର ବିବାହ କରିବାକୁ ସଜ ହେଲେଣି ଆମିର ଖାନ୍‌ ! କିଛି ଏଭଳି ହେଉଛି ଚର୍ଚ୍ଚା..

ବମ୍ବେ: କିରଣଙ୍କୁ ଛାଡ଼ପତ୍ର ଦେବା ପରେ ଏବେ ତୃତୀୟ ବିବାହ କରିବାକୁ ଯାଉଛନ୍ତି ଅଭିନେତା ଆମିର ଖାନ୍‌। ଏପରି କିଛି ଚର୍ଚ୍ଚା ଏବେ ବଲିଉଡ୍‌ ଗଳିକନ୍ଦିରେ ହେବାକୁ ଲାଗିଛି। ନିଜର ଆଗାମୀ ଫିଲ୍ମ ‘ଲାଲ୍‌ ସିଂହ ଚଡ୍ଢା’ର ରିଲିଜ ପରେ...

ଲସ୍ ଆଞ୍ଜେଲସରେ ଜାହ୍ନବୀ

ମୁମ୍ବାଇ: ନିକଟରେ ପିତାଙ୍କ ଜନ୍ମଦିନ ପାଳନ କରିବାକୁ ଦୁବଇ ବୁଲି ଯାଇଥିବା ଜାହ୍ନବୀ କପୁର ଏବେ ସୋସିଆଲ ମିଡିଆରେ ଛାଇ ଯାଇଛନ୍ତି । କିଛିଦିନ ତଳେ ଭଉଣୀ ଖୁସି କପୁରଙ୍କ ସହ ମରୁଭୂମୀରେ ବୁଲୁଥିବାର କିଛି ଫଟୋ ବଲିଉଡ୍ ନାୟିକା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri