ମନୋରଞ୍ଜନ

ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ପ୍ରଥମଥର ଏମିତି ପୋଷ୍ଟ କଲେ ଶେହନାଜ

ଅଭିନେତା ସିଦ୍ଧାର୍ଥ ଶୁକ୍ଲା ଏହି ଦୁନିଆ ଛାଡିବାର ପ୍ରାୟ ମାସ ବିତିବାକୁ ଯାଉଛି, କିନ୍ତୁ ପ୍ରଶଂସକମାନେ ଏହାକୁ ସହଜରେ ଗ୍ରହଣ କରିପାରୁ ନାହାନ୍ତି। ବିଗ ବସ ଘରେ ସିଦ୍ଧାର୍ଥଙ୍କ ସହ ଶେହନାଜ ଗିଲଙ୍କ ସହ ବନ୍ଧୁତା ବେଶ୍‌ ଚର୍ଚ୍ଚାରେ ଥିଲା।...

ଏହି ଅଭିନେତ୍ରୀଙ୍କ ସହ କାମ କରିବାକୁ ଚାହାନ୍ତିନି ସଲମାନ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ରବୀନା ଟଣ୍ଡନ ତାଙ୍କର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ସମୟରେ ସେ ତାଙ୍କର ଡେବ୍ୟୁ ଫିଲ୍ମ ଏବଂ ପ୍ରଥମ କୋ-ଷ୍ଟାରଙ୍କ ବିଷୟରେ କହିଛନ୍ତି। ତାଙ୍କର ପ୍ରଥମ କୋ-ଷ୍ଟୋର ଥିଲେ ସଲମାନ ଖାନ୍‌। ତାଙ୍କ...

ସାମ୍ନାକୁ ଆସିଲା ରାଜ କୌଶଲଙ୍କ ଶେଷ ଫିଲ୍ମର ରିଲିଜ୍‌ ଡେଟ୍‌

ମୁମ୍ବାଇ: ଅଭିନେତ୍ରୀ ମନ୍ଦିରା ବେଦୀଙ୍କ ସ୍ବାମୀ ରାଜ୍‌ କୌଶଲଙ୍କ ଶେଷ ଫିଲ୍ମ ନଭେମ୍ବରରେ ରିଲିଜ୍‌ ହେବାକୁ ଯାଉଛି। ରାଜ୍‌ ଆଉ ଏ ଦୁନିଁଆରେ ନାହାନ୍ତି। ତାଙ୍କର ଚଳିତ ବର୍ଷ ଜୁନରେ ଦେହାନ୍ତ ହୋଇଥିଲା। ତେବେ ରାଜ୍‌ଙ୍କ ଶେଷ ଫିଲ୍ମ ‘ଅକଡ...

‘ବାଗୀ’ କଥା ମନେପଡୁଛି

ଟାଇଗର ଶ୍ରଫଙ୍କ ଅଭିନୀତ ‘ବାଗୀ’କୁ ଏବେ ମଧ୍ୟ ମନେ ପକାଉଛନ୍ତି ଦିଶା ପଟାନି। ହେଲେ କାରଣ କ’ଣ ? ଏହି ଫିଲ୍ମରେ ତ ସେ ଅଭିନୟ କରି ନ ଥିଲେ। ତେବେ ସେହି ଚିତ୍ରକୁ ମନେ ପକାଇଲେ ଉଦାସ ହୋଇଯାଉଛନ୍ତି...

ଆମିରଙ୍କ ଶାଳୀ ହେଉଛନ୍ତି ଏହି ଅଭିନେତ୍ରୀ; ୨୧ ବର୍ଷରେ ହୋଇଥିଲା ବିବାହ ହେଲେ…

ବମ୍ବେ: ଅଦିତି ରାଓ ହୈଦରୀ, ବଲିଉଡ୍‌ଜଗତର ଜଣେ ଲୋକପ୍ରିୟ ଅଭିନେତ୍ରୀ। ଫିଲ୍ମ ‘ୟେ ସାଲୀ ଜିନ୍ଦେଗୀ’, ‘ପଦ୍ମାବତ’ ଭଳି ଫିଲ୍ମରେ ନିଜ ଅଭିନୟର ଚାତୁରୀରେ ଦର୍ଶକଙ୍କ ହୃଦୟ ଜିତିଛନ୍ତି ସେ। ଆଜି ସେ ନିଜର ଜନ୍ମଦିନ ପାଳନ କରୁଥିବା ବେଳେ...

୨୦ ବର୍ଷ ପରେ…

ଅମୀଷା ପଟେଲଙ୍କ ଖୁସି କହିଲେ ନ ସରେ। କାହିଁକି ନା, ଯେଉଁ କଥା ସେ ଚିନ୍ତା କରୁଥିଲେ ତାହା ପୂରଣ ହୋଇଛି। ଅନିଲ ଶର୍ମାଙ୍କ ‘ଗଦ୍ଦର : ଏକ ପ୍ରେମ କଥା’ରେ ସନ୍ନି ଦେଓଲ ଏବଂ ଅମୀଷାଙ୍କୁ ଦେଖିବାକୁ ମିଳିଥିଲା।...

ଋଚାଙ୍କୁ ଜୀବନସାଥୀ କରିବେ ଏହି ବଲିଉଡ ଅଭିନେତା. ଖୁବ୍‌ଶଘ୍ର ବାଜିବ ଶାହାନାଇ

ବମ୍ବେ: ଦୀର୍ଘଦିନରୁ ଅଭିନେତା ଅଲି ଫଜଲଙ୍କୁ ଡେଟ୍‌ କରି ଆସୁଛନ୍ତି ବଲିଉଡ୍‌ ଅଭିନେତ୍ରୀ ଋଚା ଚଡ୍ଢା। ସମ୍ପର୍କକୁ ଗୋଟିଏ ପାଦ ଆଗକୁ ବଢ଼ାଇ ବିବାହ ଯାଏ ନେବାକୁ ଉଭୟ ଚାହୁଁଥିଲେ ହେଁ ଭାଗ୍ୟ ସାଥ୍‌ ଦେଉନାହିଁ। କେତେବେଳେ ନିଜର ବ୍ୟସ୍ତତା...

ଫିଲ୍ମ‘ସତ୍ୟମେବ ଜୟତେ ୨’ର ପ୍ରଥମ ଗୀତ ରିଲିଜ୍‌

ମୁମ୍ବାଇ: ଫିଲ୍ମ‘ସତ୍ୟମେବ ଜୟତେ ୨’ର ଟ୍ରେଲର ରିଲିଜ୍‌ ହେବା ପରେ ଗୁରୁବାର ଏହାର ପ୍ରଥମ ଗୀତ‘ମେରି ଜିନ୍ଦେଗୀ ହୈ ତୁ’ ରିଲିଜ୍‌ ହୋଇଛି। ଜନ ଆବ୍ରାହମ ଏବଂ ଦିବ୍ୟା ଖୋସଲା କୁମାରଙ୍କୁ ଏହି ଗୀତରେ ଦେଖିବାକୁ ପାଇବେ ଦର୍ଶକ। ତେବେ...

ପୋଲିସ୍‌ ଅବତାର

ଭୂମିକାଟି ଆକ୍ସନ ହେଉ କି କମେଡି, ସେଗୁଡ଼ିକୁ ବେଶ୍‌ ସୂଚାରୁ ରୂପରେ ତୁଲାଇବା ସହ ବଲିଉଡ୍‌ରେ ନିଜକୁ ଜଣେ ନାମୀ ଅଭିନେତାର ପରିଚୟ ଦେଇସାରିଛନ୍ତି ଅକ୍ଷୟ କୁମାର। ଏବେ ତାଙ୍କୁ ନେଇ ଚର୍ଚ୍ଚା। କାରଣ ସେ ଅଭିନୟ କରିଥିବା ତଥା...

କିଏ ଏହି କୁନି ଶିଶୁ, ଯାହାର ଚେହେରା ମିଶୁଛି କରୀନାଙ୍କ ପୁଅ ସହ

କରୀନା କପୁର ଏବଂ ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ପୁଅ ତୈମୁର ଅଲ୍ଲୀ ଖାନ୍‌ ଷ୍ଟାର୍‌ କିଡ୍‌ ଭାବେ ଲୋକପ୍ରିୟତା ରହିଛି। ସୋସିଆଲ ମିଡିଆରେ ଏବେ ତୈମୁରଙ୍କ ଚେହେରା ପରି ଆଉ ଜଣେ କୁନି ଶିଶୁର ଫଟୋ ଭାଇରାଲ ହେଉଛି। ଏମିତିରେ...

ଟୋଟାଲ ବାଳୁଙ୍ଗା

ଲଭ୍‌, ଇମୋଶନ, କମେଡି ଏବଂ ଫ୍ୟାମିଲି ଡ୍ରାମାକୁ ନେଇ ପ୍ରସ୍ତୁତ ହେବାକୁ ଯାଉଛି ଏକ ଭିନ୍ନ ଧରଣର ଓଡ଼ିଆ ସିନେମା। ଏହାର ଟାଇଟଲ ରହିଛି ‘ଟୋଟାଲ ବାଳୁଙ୍ଗା’। କ୍ରିଷ୍ଣା ଫିଲ୍ମସ ବ୍ୟାନରରେ ଏହାର ମହୁରତ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏକ...

କଂଗ୍ରେସରେ ଯୋଗ ଦେଲେ ଅଭିନେତ୍ରୀ କାମ୍ୟା ପଞ୍ଜାବୀ

ମୁମ୍ବାଇ: ଟେଲି ଦୁନିଆର ପ୍ରସିଦ୍ଧ ଅଭିନେତ୍ରୀ କାମ୍ୟା ପଞ୍ଜାବୀ କଂଗ୍ରେସରେ ଯୋଗ ଦେଇଛନ୍ତି । ମୁମ୍ବାଇର କଂଗ୍ରେସ ମୁଖ୍ୟ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ଦଳରେ ମିଶିଛନ୍ତି । ଯାହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି ।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri