ମନୋରଞ୍ଜନ

ଏହି ରିଆଲିଟି ଶୋ’ରୁ ବାହାର ହେଲେ ଭାରତୀ-ହର୍ଷ; ମନିଷ ହେବେ ନୂଆ ହୋଷ୍ଟ

ବମ୍ବେ: ଲୋକପ୍ରିୟ ଟେଲିଭିଜନ ରିଆଲିଟି ଶୋ’ ‘ଇଣ୍ଡିଆଜ ବେଷ୍ଟ ଡ୍ୟାନ୍ସର’ରୁ ବାହାର ହୋଇଛନ୍ତି କମେଡିଆନ୍‌ ଭାରତୀ ସିଂହ ଏବଂ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିୟା। ଏବେ ତାଙ୍କ ବଦଳରେ ଶୋ’କୁ ମନିଷ ପାଲ ହୋଷ୍ଟ କରିବେ। ଶୀଘ୍ର ସେ ଏନେଇ...

ବଲିଉଡର ପ୍ରଥମ ଅଭିନେତ୍ରୀ ଯାହାଙ୍କୁ ଦିଆଯାଇଛି ବିଶେଷ ସୁରକ୍ଷା : ମାସକୁ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ

ବଲିଉଡ୍‌ ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି ।...

ପ୍ରିନ୍ସ ଚାର୍ଲସଙ୍କୁ ସ୍ବାଗତ କରିବା ପାଇଁ ଏହି ଅଭିନେତ୍ରୀ କରିଥିଲେ ଏମିତି କିଛି, ଯାହାକୁ ନେଇ ଭାରତରୁ ବ୍ରିଟେନ୍‌ ଯାଏ ହୋଇଥିଲା ଚର୍ଚ୍ଚା

୮୦ ଦଶକର ସୁପରହିଟ୍‌ ହିରୋଇନ ପଦ୍ମିନୀ କୋହ୍ଲାପୁରୀ ଶିଶୁ କଳାକାର ଭାବରେ କାମ କରିବା ଆରମ୍ଭ କରିଥିଲେ। ସେ ଜଣେ ଗାୟକ ହେବାକୁ ଇଚ୍ଛା କରିଥିଲେ କିନ୍ତୁ  ସଫଳ ଅଭିନେତ୍ରୀ ହୋଇଗଲେ। ‘ୟଦୋଁ କି ବାରାତ’ ଏବଂ ’ଦୁଷ୍ମନ ଦୋସ୍ତ’...

ସେଟ୍‌ରେ ବେହୋସ୍ ହେଲେ ନୁସରତ

ମୁମ୍ବାଇ: ବଲିଉଡ୍ ଆକ୍ଟ୍ରେସ୍ ନୁସରତ ଭରୁଚା ଶୁଟିଂ ସେଟରେ ବେହୋସ୍ ହାଇ ଯାଇଛନ୍ତି । ଏବେ ସେ ଲଭ ରଞ୍ଜନଙ୍କ ଫିଲ୍ମରେ କାମ କରୁଥିବା ବେଳେ ନିକଟରେ ଶୁଟିଂ କରୁଥିବା ସମୟରେ ବେହୋସ୍ ହୋଇ ଯାଇଥିଲେ । ତୁରନ୍ତ ତାଙ୍କୁ...

ମହାରାଷ୍ଟ୍ର ବନ୍ୟା ପୀଡିତଙ୍କୁ ସହାୟତାର ହାତ ବଢାଇଲେ ସଲମାନ

ମୁମ୍ବାଇ: ପ୍ରାକୃତିକ ବିପର୍ଯ୍ୟୟ ସମୟରେ ବଲିଉଡ୍ ସେଲିବ୍ରିଟିମାନେ ସହାୟତାର ହାତ ବଢାଇଥିବା କଥା ପୂର୍ବରୁ ଜଣାଅଛି । ନିକଟରେ ସୋନୁ ସୁଦ ଏ ଦିଗରେ ଟିକେ ଆଗୁଆ ବୋଲି ସମସ୍ତେ ଜାଣନ୍ତି । ଏବେ ସହାୟତା ଯୋଗାଇ ଚର୍ଚ୍ଚାକୁ ଆସିଛନ୍ତି...

ପୂର୍ବରୁ ବିଗ୍‌ ବିଙ୍କୁ ବି ଆସିଥିଲା ଏମିତି ଧମକ, ସୁରକ୍ଷାକୁ ବଢ଼ାଇଦେଇଥିଲା ପୋଲିସ

ଚଳଚ୍ଚିତ୍ର ତାରକାମାନଙ୍କ ସୁରକ୍ଷା ପାଇଁ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବା କିମ୍ବା ସର୍ବୋତ୍ତମ ଅଙ୍ଗରକ୍ଷୀ ନିଯୁକ୍ତି କରିବା ବଡ଼ କଥା ନୁହେଁ। ଏପରି ଅନେକ ତାରକା ଅଛନ୍ତି ଯେଉଁମାନେ ବ୍ୟକ୍ତିଗତ ଅଙ୍ଗରକ୍ଷୀଙ୍କ ସୁରକ୍ଷା ଅଧୀନରେ ଚାଲନ୍ତି ।...

ବର୍ଷାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଭବ

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଆଜି ଅର୍ଥାତ୍‌ ଅଗଷ୍ଟ ୭ରେ ହେଉଛି ଜନ୍ମଦିନ। ଏହି ଅବସରରେ ସ୍ବାମୀ ତଥା ଏମ୍‌ପି ଅନୁଭବ ମହାନ୍ତି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଏମିତିରେ ଅନୁଭବ-ବର୍ଷାଙ୍କ ପାରିବାରିକ ବିବାଦ ଯୋଗୁ କୋର୍ଟରେ ମାମଲା...

ନିରବତା ଭାଙ୍ଗିଲେ ରାପର ହନି ସିଂହ, ସ୍ତ୍ରୀଙ୍କ ଅଭିଯୋଗକୁ କହିଲେ ଘୃଣ୍ୟ

ବମ୍ବେ: ଭାରତୀୟ ରାପର ୟୋ ୟୋ ହନି ସିଂହଙ୍କ ସ୍ତ୍ରୀ ଶାଳିନୀ ତଲଓ୍ବାର ଅଗଷ୍ଟ ୩ରେ ଗାୟକଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣି କୋର୍ଟର ଦ୍ୱାରସ୍ଥ ହୋଇଥିଲେ। ଶାଳିନୀ ଦିଲ୍ଲୀର ତିସ୍‌ ହଜାରୀ କୋର୍ଟରେ କରିଥିବା ନିଜର ଆବେଦନରେ...

ବିଗ୍‌ ବି’ଙ୍କ ବଙ୍ଗଳାରେ ବୋମା, ପୋଲିସ କଣ୍ଟ୍ରୋଲ ରୁମକୁ ଅଜଣା କଲ୍‌…

ମୁମ୍ବାଇ,୭।୮: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ ବଙ୍ଗଳାରେ ବୋମା ରହିଛି। ଏନେଇ ଏକ ଫୋନ କଲ ଆସିବା ପରେ ପୋଲିସ କଣ୍ଟ୍ରୋଲ ରୁମ୍‌ରେ ଉତ୍ତେଜନା ପ୍ରକାଶ ପାଇଥିଲା। ମୁମ୍ବାଇର ଚାରିଟି ସ୍ଥାନରେ ବୋମା ଲଗାଯାଇଥିବା ଧମକ ଦେଇ ଶୁକ୍ରବାର ରାତିରେ...

୨୦ ବର୍ଷ ପୁରୁଣା ଜ୍ୟାକେଟ ପିନ୍ଧିଲେ ସୋନାଲି

ମୁମ୍ବାଇ: ୯୦ ଦଶକର ନାୟିକା ସୋନାଲି ବେନ୍ଦ୍ରେ ଏବେ ଚର୍ଚ୍ଚାରେ । କିଛି ଦିନର ଅସୁସ୍ଥତା ପରେ ଏବେ ସେ ସୁସ୍ଥ ହୋଇ ପ୍ରାୟ ଅଭିନୟ ଦୁନିଆରୁ ଦୂରେଇ ରହିଛନ୍ତି । ନିକଟରେ ତାଙ୍କୁ ଏକ ରିୟଲିଟି ଶୋ’ରେ ଯୋଗ...

ବୟ ଫ୍ରେଣ୍ଡକୁ ନେଇ ମୁହଁ ଖୋଲିଲେ କିଆରା

ମୁମ୍ବାଇ: ଏମ୍ ଏସ୍ ଧୋନୀ, କବିର ସିଂ, ଗୁଡ ନ୍ୟୁଜ ଭଳି ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ପାଖରେ ନିଜର ଏକ ଭିନ୍ନ ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ୍ ନାୟିକା କିଆରା ଆଡଭାନୀ । ବଲିଉଡ୍ ଇଣ୍ଡଷ୍ଟ୍ରିରେ ଏବେ ସେ...

ଅଶ୍ଲୀଳ ଭିଡିଓ ମାମଲାରେ ଏହି ଅଭିନେତ୍ରୀଙ୍କୁ ସମନ ପଠାଇଲା ମୁମ୍ବାଇ ପୋଲିସ

ମୁମ୍ବାଇ,୬।୮: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ବିରୋଧରେ ଅଡ଼ୁଆ ବଢ଼ିବାରେ ଲାଗିଛି। ଏହି ମାମଲା ସହ ଜଡିତ ଥିବା ବଲିଉଡ୍‌ ଅଭିନେତ୍ରୀ ଶେର୍ଲିନ ଚୋପ୍ରାଙ୍କୁ ମୁମ୍ବାଇ ପୋଲିସ ଏକ ସମନ ପଠାଇଛି। ଶୁକ୍ରବାର ଶେର୍ଲିନଙ୍କୁ ପଚାରାଉଚରା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri