ମନୋରଞ୍ଜନ

ବାପାଙ୍କ ଫଟୋକୁ ଘରେ ଲଗାଇବାକୁ ଅନୁମତି ଦିଅନ୍ତି ନାହିଁ କମେଡି କୁଇନ୍‌: ଜାଣନ୍ତୁ କାହିଁକି

ଟିଭିରେ ସମସ୍ତଙ୍କୁ ହସାଉଥିବା ଭାରତୀ ସିଂଙ୍କ ବ୍ୟକ୍ତିଗତ ଜୀବନ ବେଶ୍‌ ସଂଘର୍ଷମୟ। ନିକଟରେ ସେ ପିଲାଦିନର ଯନ୍ତ୍ରଣା ବିଷୟରେ ବର୍ଣ୍ଣନା କରିଥିଲେ। କୁହାଯାଏ ଯେ ବାପ-ଝିଅଙ୍କ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର, କିନ୍ତୁ ହାସ୍ୟ ଅଭିନେତ୍ରୀ ଭାରତୀଙ୍କ କ୍ଷେତ୍ରରେ ଏହା ଟିକେ...

ବିବାହିତ ହୋଇ ନ ଥିଲେ ମାଧୁରୀଙ୍କୁ ନିଶ୍ଚୟ ହୃଦୟ ଦେଇଥାନ୍ତି; ଏପରି କହି ଗୋବିନ୍ଦା…

ବମ୍ବେ: ଆଜି ବି କୋଟି କୋଟି ହୃଦୟରେ ରାଜ୍‌ କରୁଛନ୍ତିି ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦିକ୍ଷିତ। ପ୍ରଶଂସକମାନେ ତାଙ୍କୁ ‘ଡ୍ୟାନ୍ସିଂ ଡିଭା’, ‘ଧକ୍‌ ଧକ୍‌ ଗର୍ଲ’ ଭଳି ଅନେକ ନାମରେ ସମ୍ବୋଧିତ କରିଥାନ୍ତି। କେବଳ ଯେ ପ୍ରଶଂସକ ତାହା ନୁହେଁ...

ବର୍ଷକ ତଳୁ ନିର୍ବନ୍ଧ ସରିଥିଲା, ଆଜି ପଡ଼ିବ ହାତଗଣ୍ଠି

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହେଉଛନ୍ତି ଗୋଟିଏ ପରେ ଗୋଟିଏ ଟେଲି କଳାକାର। ଗୋଟିଏ ପଟେ ବିଗ୍‌ବସ୍‌ ଫ୍ରେମ୍‌ ରାହୁଲ ବୈଦ୍ୟ ପ୍ରେମିକା ଦିଶା ପରମାରଙ୍କୁ ବିବାହ ଚର୍ଚ୍ଚାରେ ଥିବାବେଳେ ଅନ୍ୟପକ୍ଷେ ଷ୍ଟାରପ୍ଲସ୍‌ର ଧାରାବାହିକ ପାଣ୍ଡ୍ୟା ଷ୍ଟୋର୍‌ର ଅଭିନେତ୍ରୀ ଶାଇନି...

ଛାଡ଼ପତ୍ର ପରେ ବି ଏକାଠି ନାଚିଲେ କିରନ୍‌-ଆମିର…

ମୁମ୍ବାଇ,୧୫।୭: ବଲିଉଡ୍‌ ଅଭିନେତା ଆମିର ଖାଁ ତାଙ୍କ ଦ୍ୱିତୀୟ ପତ୍ନୀ କିରନ୍‌ ରାଓଙ୍କୁ ଛାଡ଼ପତ୍ର ଦେଇଛନ୍ତି। ତେବେ ଛାଡ଼ପତ୍ର ଘୋଷଣା ପରେ ମଧ୍ୟ ଦୁହିଁଙ୍କୁ ଏକାଠି ନାଚୁଥିବାର ଏକ ଭିଡ଼ିଓ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫିଲ୍ମ...

୬୦ କୋଟିର ଏହି ଭବ୍ୟ ବଙ୍ଗଳାରେ ରୁହନ୍ତି ‘ବାହୁବଲୀ’ ପ୍ରଭାସ; ଭିତରେ ରହିଛି…

ବମ୍ବେ: ‘ବାହୁବଲୀ’ ସିରିଜର ଫିଲ୍ମ ପରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥିଲେ ଦକ୍ଷିଣ ଭାରତୀୟ ଅଭିନେତା ପ୍ରଭାସ। ମହାରାଜାଙ୍କ ଭଳି ଠାଣି ସାଙ୍ଗକୁ ତାଙ୍କର ନିଖୁଣ ଅଭିନୟ ସମସ୍ତଙ୍କ ମନ ଜିଣିିଥିଲା। ଲୋକପ୍ରିୟତା ବୃଦ୍ଧି ପାଇଥିବା ଦୃଷ୍ଟିରୁ ଏବେ ଅଭିନେତା...

ଯୁବରାଜ୍‌ ସିଂଙ୍କ ପୂର୍ବତନ ପ୍ରେମିକାଙ୍କୁ ଡେଟ୍‌ କରୁଛନ୍ତି ଲିଆଣ୍ଡର୍‌ ପେସ୍‌

ଅଭିନେତ୍ରୀ କିମ ଶର୍ମା ଏବଂ ଟେନିସ ତାରକା ଲିଆଣ୍ଡର୍‌ ପେସଙ୍କ ପ୍ରେମ ସମ୍ପର୍କ ବିଷୟରେ ଆଜିକାଲି ବି-ଟାଉନରେ ଜୋରଦାର ଚର୍ଚ୍ଚା ହେଉଛି। ଉଭୟ ଗୋଆରେ ଛୁଟି କାଟୁଛନ୍ତି। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାପୂର୍ବରୁ ମଧ୍ୟ...

ବଲିଉଡ୍‌ର ସବୁଠାରୁ ମହଙ୍ଗା ବଡିଗାର୍ଡ ରଖିଛନ୍ତି ଏହି ଅଭିନେତା; ବର୍ଷକୁ ଦରମା ଦିଅନ୍ତି…

ବମ୍ବେ: କିଙ୍ଗ ଖାନ୍‌ ଶାହାରୁଖ୍‌ ଯେଉଁଠିକୁ ବି ଯାଆନ୍ତି ତାଙ୍କୁ ପ୍ରଶଂସକମାନେ ଘେରି ଯାଇଥାନ୍ତି। ଏଣୁ ତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସେ ଜଣେ ବଡିଗାର୍ଡ ରଖିଛନ୍ତି। ତାଙ୍କ ନାମ ହେଉଛି ରବି ସିଂହ। ଛାଇ ଭଳି ରବି ଶାହାରୁଖଙ୍କ...

ଗର୍ଭବତୀ ଅଛନ୍ତି କି ସୋନମ!

ବଲିଉଡ ଅଭିନେତ୍ରୀ ସୋନମ କପୁର ପ୍ରାୟ ଏକ ବର୍ଷ ପରେ ଭାରତ ଫେରିଛନ୍ତି। ସୋନମ ବିମାନବନ୍ଦରରେ ତାଙ୍କ ପିତା ଅଭିନେତା ଅନିଲ କପୁରଙ୍କୁ ଦେଖିବା ପରେ ଭାବପ୍ରବଣ ହୋଇଥିଲେ। ସୋନମ ଏକୁଟିଆ ଲଣ୍ଡନରୁ ମୁମ୍ବାଇ ଫେରିଥିଲେ। ଝିଅକୁ ଆଣିବା ପାଇଁ...

ଦବଙ୍ଗ ଖାନ୍‌ ପାଖେ ପାଖେ ଛାଇ ଭଳି ରହିଥାନ୍ତି ବଡିଗାର୍ଡ ଶେରା: କୋଟିରେ ନିଅନ୍ତି ଦରମା

ବମ୍ବେ:ସେଲିବ୍ରିଟି ହେବା ପରେ କଳାକାରଙ୍କୁ ଘାରିଥାଏ ସୁରକ୍ଷା ଚିନ୍ତା। କାରଣ ସର୍ବସାଧାରଣ ସ୍ଥାନରେ ଏମାନଙ୍କୁ ଦେଖିବା ମାତ୍ରକେ ପ୍ରଶଂସକମାନେ ଘେରିଯାଇଥାନ୍ତି। ଏହି ଭିଡରୁ କଳାକାରମାନଙ୍କୁ ରକ୍ଷା କରିବାର କାମ କରିଥାନ୍ତି ତାଙ୍କର ବଡିଗାର୍ଡ। ଛାଇ ଭଳି ଏମାନେ ଅଭିନେତା ନଚେତ...

ଫିଲ୍ମରେ ସୋନୁ ସୁଦ୍‌ ପିଟା ଖାଉଥିବା ଦେଖି ପ୍ରଶଂସକ ନେଲେ ଏମିତି ନିଷ୍ପତ୍ତି

କରୋନା ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ସେ ଏହି ସମୟରେ ଲୋକଙ୍କ ପାଇଁ ଭଗବାନ ସାଜିଛନ୍ତି। ତେଣୁ ଲୋକେ ତାଙ୍କ ବିରୋଧରେ କିଛି ଦେଖିବାକୁ ପସନ୍ଦ କରନ୍ତି ନାହିଁି। ନିକଟରେ ସେମିତି...

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ...

ଫିଲ୍ମ ପାଇଁ ମିଳିଥିବା ଆଓ୍ବାର୍ଡକୁ ବାଥରୁମରେ ଛାଡି ଆସିଥିଲେ ସନି ଦେଓଲ: କାରଣ ଜାଣିଲେ…

ସନ୍ନି ଦେଓଲ ତାଙ୍କର ରାଗ ପାଇଁ ବଲିଉଡରେ ବେଶ ପ୍ରସିଦ୍ଧ। କୁହାଯାଏ ଯେ ଯଦି ସେ ଥରେ ରାଗିଯାନ୍ତି ତେବେ ସେ କାହା କଥା ଶୁଣନ୍ତି ନାହିଁ। ସନ୍ନି ତାଙ୍କ କ୍ୟାରିୟରରେ ଅନେକ ସୁପରହିଟ ଫିଲ୍ମ ଦେଇଛନ୍ତି। ଅଦ୍ୟାବଧି ସେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri