ମନୋରଞ୍ଜନ

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ ରଣବୀର କପୁର ମୁଖ୍ୟ ଭୂମିକାରେ ନଜର ଆସି ଥିଲେ। ବଲିଉଡର ଏ-ଲିଷ୍ଟର ଅଭିନେତ୍ରୀମାନଙ୍କ...

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ ହେଁ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇ ଶିଳ୍ପାଙ୍କୁ ଜୀବନସାଥୀ କରିଥିଲେ ସେ।...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଅଭିନେତ୍ରୀଙ୍କ ବିରୋଧରେ ଭାଜପା...

ଏହି ଅଭିନେତ୍ରୀଙ୍କ ପାଇଁ ଅର୍ଜୁନ କପୁରଙ୍କୁ ବହୁତ ମାଡ଼ ଖାଇବାକୁ ପଡ଼ିଥିଲା, କାରଣ ଜାଣିଲେ…

ବଲିଉଡ୍‌ ଅଭିନେତ୍ରୀ ଅଭିନେତା ସେମାନଙ୍କ ଅଭିନୟ ପାଇଁ ଯେତିକି ନୁହେଁ ତାଠୁ ଅଧିକ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଥାନ୍ତି। ସେମାନଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଜାଣିବାକୁ ପ୍ରାୟ ସମସ୍ତଙ୍କ ଇଚ୍ଛା ଥାଏ। ଆଜି ଆମେ ଏପରି ୨ ଜଣ...

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର ଫଟୋ ଏବଂ ନୃତ୍ୟ ଭିଡିଓ ସୋସିଆଲ ମିଡିଆରେ ପ୍ରତିଦିନ ଭାଇରାଲ ହେବାରେ ଲାଗିଛି।...

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି।...

ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’

ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍‌ ବସ୍‌-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି ସେ ପୁଣି ଥରେ ଶ୍ରେଷ୍ଠ ଅଭିନେତା ତାଲିକାରେ ସାମିଲ ହୋଇଛନ୍ତି। ନିକଟରେ ‘ଦ...

ହସ୍ପିଟାଲରୁ ଘରକୁ ଫେରିିଲେ ଦିଲ୍ଲୀପ କୁମାର: ସାୟରା କହିଲେ, ପ୍ରଶଂସକ ପ୍ରାର୍ଥନା ପାଇଁ…

ମୁମ୍ବାଇ,୧୧।୬: ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର। ଶୁକ୍ରବାର ଦିଲ୍ଲୀପ କୁମାରଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ଗତ ୫ ଦିନ ପୂର୍ବରୁ ନିଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ...

୨ ଫ୍ଲାଟ୍‌, ୧୧ କୋଟିର ବଙ୍ଗଳାର ମାଲିକାଣୀ ହେଉଛନ୍ତି ଡ୍ରାମା କୁଇନ୍‌; ମୋଟ ସମ୍ପତ୍ତି ଜାଣିଲେ…

ବମ୍ବେ: ବଲିଉଡ୍‌ର ଡ୍ରାମା କୁଇନ୍‌ ତଥା ବିବାଦୀୟ ଅଭିନେତ୍ରୀ ରାକ୍ଷୀ ସାଓ୍ବନ୍ତ କିଛି ନା କିଛି କାରଣରୁ ଚର୍ଚ୍ଚାରେ ରହିବାକୁ ଭଲ ପାଆନ୍ତି। ବଡ଼ ପରଦାରୁ ଦୂରରେ ଥିଲେ ହେଁ ନିଜର ଅଜବ କାର୍ଯ୍ୟକଳାପକୁ ନେଇ ସେ ରହିଥାନ୍ତି ଚର୍ଚ୍ଚାରେ।...

ଫଟୋଗ୍ରାଫରଙ୍କ ପ୍ରେମରେ ଏହି ଅଭିନେତ୍ରୀ

ମୁମ୍ବାଇ: ଦୀର୍ଘବର୍ଷ ଧରି ଲୋକପ୍ରିୟ ଅଭିନେତ୍ରୀ ଶ୍ରଦ୍ଧା କପୁରଙ୍କ ନାମ ରୋହନ ଶ୍ରେଷ୍ଟା (ସେଲିବ୍ରିଟି ଫଟୋଗ୍ରାଫର)ଙ୍କ ସହ ଚର୍ଚ୍ଚା ହୋଇଆସୁଛି। ଶୁଣିବାକୁ ମିଳୁଛି ଦୁହେଁ ଏକାଠି ରହୁଛନ୍ତି। ମାତ୍ର ଶ୍ରଦ୍ଧା ରୋହନଙ୍କୁ ତାଙ୍କର ଭଲ ବନ୍ଧୁ ବୋଲି କହୁଛନ୍ତି। ଦୁହେଁ...

ମା’ଙ୍କ ୩୩ ବର୍ଷ ପୁରୁଣା ଶାଢ଼ିକୁ ପିନ୍ଧି ବିବାହ ମଣ୍ଡପରେ ବସିଥିଲେ ଏହି ଅଭିନେତ୍ରୀ; କିଛି ଏଭଳି ଥିଲା…

ବମ୍ବେ: ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଅଭିନେତ୍ରୀ ୟାମି ଗୌତମ। ହିମାଚଳ ପ୍ରଦେଶରେ ଆୟୋଜିତ ଉତ୍ସବରେ ପରିବାରଲୋକଙ୍କ ଗହଣରେ ଆଦିତ୍ୟ ଧରଙ୍କ ହାତ ଧରିଥିଲେ ସେ। ଉଭୟ ଅନେକ ସମୟ ଧରି ନିଜର ସମ୍ପର୍କକୁ ଲୋକଲୋଚନକୁ ଆଣି ନ...

ପାକିସ୍ତାନୀ ଗାୟକ ଫର୍‌ହାଦ୍‌ଙ୍କ ପରଲୋକ

ଇସ୍‌ଲାମାବାଦ: ପାକିସ୍ତାନୀ ଗାୟକ ଫର୍‌ହାଦ୍‌ ହୁମାୟନ୍‌ଙ୍କ ପରଲୋକ ହୋଇଛି। ତାଙ୍କୁ ୪୨ ବର୍ଷ ହୋଇଥିଲା। ଗାୟକ ଅତିଫ୍‌ ଅସ୍‌ଲାମ, ଅଭିନେତା ଅଲି ଜାଫର୍‌, ଅର୍ଜୁନ ମାଥୁରଙ୍କ ସମେତ ଅନେକ ଭାରତୀୟ ଓ ପାକିସ୍ତାନୀ କଳାକାର ତାଙ୍କ ଅକାଳ ବିୟୋଗରେ ଶୋକ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri