ମନୋରଞ୍ଜନ

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର...

‘ଦ ଫାମିଲି ମ୍ୟାନ୍‌-୨’ର ଏହି ଅଭିନେତା କିଏ କାଣନ୍ତି: ଅଭିନୟ ପାଇଁ ଛାଡ଼ିଥିଲେ ଚାକିରି, ବିକିଥିଲେ ସ୍ତ୍ରୀଙ୍କ ଗହଣା

ବମ୍ବେ: ଆମାଜନ୍‌ ପ୍ରାଇମ୍‌ରେ ରିଲିଜ ହୋଇଛି ଲୋକପ୍ରିୟ ଓ୍ବେବ୍‌ ସିରିଜ୍‌ ‘ଦ ଫାମିଲି ମ୍ୟାନ୍‌’ର ଦ୍ୱିତୀୟ ସିଜିନ। ଏହି ସିଜିନ୍‌ରେ ପୁରୁଣା ଅଭିନେତାଙ୍କ ସହ ଅନେକ ନୂଆଁ ମୁହଁ ଦେଖିବାକୁ ମିଳୁଛି। ସେଭଳି ଏକ ଚରିତ୍ର ହେଲା ଜେ.କେ.ତଲପଡେ। ଶାରିବ...

କଥା ରଖିଲେ ସଲମାନ, ୨୫୦୦୦ ସିନେ କଳାକାରଙ୍କ ଆକାଉଣ୍ଟକୁ ପଠାଇଲେ ଟଙ୍କା

ମୁମ୍ବାଇ: ବଲିଉଡ୍‌ ଦବଙ୍ଗ ଖାନ୍‌ ସଲମାନ ସିନେ କଳାକାରଙ୍କୁ ଦେଇଥିବା କଥା ରଖିଛନ୍ତି। ସଲମାନ ୨୫୦୦୦ ସିନେ କଳାକାରଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୧୫୦୦ ଟଙ୍କା ଲେଖାଏ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ତେବେ ଏହି ଟଙ୍କା କଳାକାରଙ୍କ ଆକାଉଣ୍ଟକୁ ଆସିବା...

କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…

ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ପୂର୍ବରୁ ଉଭୟଙ୍କ ସମ୍ପର୍କକୁ ନେଇ କେହି ଟେର ପାଇ ନ ଥିବା...

ନାଗିନ୍‌ ଫେମ୍‌ ଏହି ଲୋକପ୍ରିୟ ଅଭିନେତାଙ୍କୁ ବାନ୍ଧିଲା ପୋଲିସ: ନାବାଳିକାଙ୍କୁ ବଳାତ୍କାର କରିଥିବା ନେଇ…

ବମ୍ବେ: ଲୋକପ୍ରିୟ ଟେଲି ଅଭିନେତା କରନ୍‌ ମେହେରା ସ୍ତ୍ରୀଙ୍କୁ ମାରପିଟ୍‌ କରି ଗିରଫ ହେବା ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ଆଉ ଜଣେ ଅଭିନେତାଙ୍କୁ ବାନ୍ଧିଛି ପୋଲିସ। ହେଲେ ଏଥର ମାମଲା ଅଧିକ ସଙ୍ଗୀନ ରହିଛି। ବଳାତ୍କାର...

ୟାମି ଗୌତମୀଙ୍କ ଲୁଚାଛପା ବିବାହ ଫଟୋ ଭାଇରାଲ…

ମୁମ୍ବାଇ,୫।୬: ବଲିଉଡ୍‌ ଅଭିନେତ୍ରୀ ୟାମି ଗୌତମୀଙ୍କ ଲୁଚାଛପା ବିବାହ ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ଏବେ ଏହାର ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ୟାମି ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହିତ ବିବାହ କରିଥିବା ଖବର ବିଷୟରେ କାହାକୁ...

ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…

ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍‌ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍‌ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍‌...

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍‌ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ...

କରୋନାରେ ଡ୍ରିମ୍‌ଗର୍ଲ ଫେମ୍‌ ରିଙ୍କୁ ସିଂଙ୍କ ପରଲୋକ

ମୁମ୍ବାଇ,୪।୬: ବଲିଉଡ୍‌ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍‌ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍‌ ଆଇସୋଲେଶନ୍‌ରେ...

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ ସତ୍ୟତା ଏଯାବତ୍‌ ଜଣାପଡ଼ି ନାହିଁ। । ସୁଶାନ୍ତଙ୍କ ପରିବାର ଏବଂ ପ୍ରଶଂସକମାନେ ସୋସିଆଲ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri