ମନୋରଞ୍ଜନ

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର ଭାବେ ଅଭିନୟ କ୍ଷେତ୍ରରେ ଡେବ୍ୟୁ କରିଥିଲେ। ସେ ଆଜି ଏହି ଦୁନିଆରେ ନାହାନ୍ତି...

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇଥିଲା। ଦିଶା ଏବଂ ଟାଇଗର ଜିମରୁ ଫେରିବା ପରେ ମୁମ୍ବାଇର ବାନ୍ଦ୍ରାରେ...

ଲକ୍‌ଡାଉନରେ ଡ୍ରାଇଭ୍‌ କରି ଫସିଲେ ଦିଶା-ଟାଇଗର

ମୁମ୍ବାଇ: ବି-ଟାଉନର ଲଭ୍‌ବାର୍ଡ ଦିଶା ପଟାନୀ ଓ ଟାଇଗର ଶ୍ରଫ୍‌ଙ୍କୁ ଲକ୍‌ଡାଉନରେ ଘରୁ ବାହାରିବା ମହଙ୍ଗା ପଡ଼ିଛି। ମଙ୍ଗଳବାର ଏହି ଚର୍ଚ୍ଚିତ ଯୋଡ଼ି ଡ୍ରାଇଭ୍‌ରେ ବାହାରିଥିବା ବେଳେ ମୁମ୍ବାଇ ପୋଲିସ ତାଙ୍କୁ ଅଟକାଇଦେଇଥିଲେ। ହେଲେ ପରେ ପୋଲିସ ତାଙ୍କୁ ଛାଡ଼ିଦେଇଥିବା...

ବୋଲ୍ଡ ସିନ୍‌ ପୂର୍ବରୁ ଅଭିନେତ୍ରୀ-ଅଭିନେତା ପରସ୍ପରକୁ ପଚାରୁଥିଲେ ଏମିତି ପ୍ରଶ୍ନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଅଭିନେତ୍ରୀ ରାଧିକା ଆପ୍ଟେ ବଲିଉଡର ବୋଲ୍ଡ ଅଭିନେତ୍ରୀମାନଙ୍କ ମଧ୍ୟରୁ ଅନ୍ୟତମ। ଚଳଚ୍ଚିତ୍ରରେ ତାଙ୍କର ଚରିତ୍ର ଏବଂ ବୋଲ୍ଡ ଦୃଶ୍ୟ ସବୁବେଳେ ଚର୍ଚ୍ଚାରେ ଥାଏ। ସେ ଯେକୌଣସି ଚରିତ୍ରରେ ଅଭିନୟ କରିବାକୁ ପଛାନ୍ତି ନାହିଁ ଏବଂ ସେଥିପାଇଁ ପ୍ରତ୍ୟେକ ଚରିତ୍ରରେ ସେ...

ସ୍ବାମୀଙ୍କ ନାଁରେ ଚାଞ୍ଜଲ୍ୟକର ଅଭିଯୋଗ ଆଣିଲେ ଏହି ଅଭିନେତ୍ରୀ

ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲ ବ୍ରେକଅପ ହେବାକୁ ଯାଉଛନ୍ତି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଏହା...

ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍‌ଜନ ଅଭିନେତା

ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ ଲୋକଙ୍କ ସହ ଯାତ୍ରା କରୁଥିଲେ। ଏବେ ପୋଲିସ ସେମାନଙ୍କର ମୃତଦେହକୁ ଖୋଜିବାକୁ ପ୍ରୟାସ...

ଏହି ଫିଲ୍ମର ଶେଟ୍‌ରେ ପ୍ରଥମ ଥର ପାଇଁ ନିଶାଙ୍କୁ ଭେଟିଥିଲେ କରନ୍‌; ଗଣମାଧ୍ୟମ ସମ୍ମୁଖରେ କରିଥିଲେ ପ୍ରପୋଜ୍‌; ଏବେ…

ବମ୍ବେ: ସବୁକିଛି ତ ଠିକ୍‌ ଥିଲା। ହେଲେ ଏପରି କ’ଣ ହେଲା ଯେ କଥା ଥାନାରେ ପହଞ୍ଚିଲା। ସୋମବାର ଟେଲି ଅଭିନେତା କରନ୍‌ ମେହେରା ଗିରଫ ହେବା ପରେ ପ୍ରଶଂସକଙ୍କ ମନରେ ଚାଲିଛି ଏଭଳି ଅନେକ କଥା। ଘରୋଇ ହିସାଂ...

ଜାମିନ୍‌ରେ ମୁକୁଳି କରନ୍‌ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…

ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା ହେଉଛୁ ‘ୟେ ରିସ୍ତା କ୍ୟା କହଲାତା ହୈ’ର ଅଭିନେତା କରନ୍‌ ମେହେରାଙ୍କ କଥା।...

ଆଉନାହାନ୍ତି ମାରୁତିରାଓ କାଲେ

‘ସୌଦାଗର’ ‘ଡିସ୍କୋ ଡ୍ୟାନ୍ସର’ ଭଳି ସୁପର୍‌ହିଟ୍‌ ଚଳଚ୍ଚିତ୍ରର ନିର୍ଦ୍ଦେଶକ ମାରୁତିରାଓ କାଲେଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମାରୁତିରାଓ ୧୦୦ରୁ ଅଧିକ ଚଳଚ୍ଚିତ୍ର ପାଇଁ କାର୍ଯ୍ୟ କରିଥିଲେ।...

ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍‌ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି...

କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ...

ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ

ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍‌ରେ କାମ କରି ବେଶ୍‌ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri