ସର୍ବ ସମ୍ମୁଖରେ ବିଜୟ ଦେବାକୋଣ୍ଡାଙ୍କୁ ‘ଡାର୍ଲିଂ’ ବୋଲି ଡାକିଲେ ରଶ୍ମିକା
ଚେନ୍ନାଇ:ଅଭିନେତ୍ରୀ ରଶ୍ମିକା ମନ୍ଦାନା ଏବଂ ଅଭିନେତା ବିଜୟ ଦେବରକୋଣ୍ଡା ସେମାନଙ୍କ ଲଭ ଲାଇଫକୁ ନେଇ ଚର୍ଚ୍ଚାରେ ରହି ଆସୁଛନ୍ତି। ଯଦିଓ ଉଭୟ ନିଜ ରିଲେସନଶିପକୁ ନିଶ୍ଚିତ କରିନାହାଁନ୍ତି, ସେମାନଙ୍କର କ୍ଲୋଜ ବଣ୍ଡ ନିଶ୍ଚିତ ଭାବରେ ପ୍ରଶଂସକମାନଙ୍କୁ ଚିନ୍ତା କରିବାକୁ ବାଧ୍ୟ...