ମନୋରଞ୍ଜନ

ବିବାହ ଡ୍ରେସ୍‌କୁ ନେଇ ଟ୍ରୋଲ ହେଲେ ନେହା କକ୍କର, କହିଲେ ସବ୍ୟସାଚୀ ଦେଇଛନ୍ତି ଉପହାର

ମୁମ୍ବାଇ: ବଲିଉଡ୍‌ ଗାୟିକା ନେହା କକ୍କର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏହି ବିବାହ ଚଳିତବର୍ଷର ଚର୍ଚ୍ଚିତ ବିବାହ। ଏହି ବିବାହ ଉତ୍ସବରେ ନେହାଙ୍କ ପରିବାରବର୍ଗ ଏବଂ ସାଙ୍ଗସାଥୀ ଉପସ୍ଥିତ ଥିଲେ। ବିବାହ ସମୟର ଭିଡିଓ ଏବଂ ଫଟୋ ମଧ୍ୟ...

ଏହି ଅଭିନେତ୍ରୀଙ୍କ କାର୍‌ ଭିତରୁ ଚୋରି ହୋଇଗଲା ହ୍ୟାଣ୍ଡ୍‌ବ୍ୟାଗ୍‌

ଛୋଟ ପରଦାର ଷ୍ଟାଇଲିସ ଏବଂ ଲୋକପ୍ରିୟ ଅଭିନେତ୍ରୀ ନିଆ ଶର୍ମାଙ୍କ ହ୍ୟାଣ୍ଡ୍‌ବ୍ୟାଗ୍‌ ଚୋରି ହୋଇଯାଇଛି। ଏନେଇ ସେ ମୁମ୍ବାଇ ପୋଲିସର ସହାୟତା ଲୋଡିଛନ୍ତି। ମୁମ୍ବାଇର ଲୋୟର ପାରେଲ ଅଞ୍ଚଳରେ ଥିବା ତାଙ୍କ କାରରେ ନିଆଙ୍କ ହ୍ୟାଣ୍ଡବ୍ୟାଗ ଚୋରି ହୋଇଥିଲା। ଖତ୍ରୋରୋଂ...

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ହାତରେ ଲାଗିଲା ମେହେନ୍ଦି

ବଲିଉଡ ଏବଂ ଦକ୍ଷିଣ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରେ ଜଣାଶୁଣା ଅଭିନେତ୍ରୀ କାଜଲ ଅଗ୍ରୱାଲଙ୍କ ବିବାହ ଉତ୍ସବ ଆରମ୍ଭ ହୋଇଛି। ଅକ୍ଟୋବର ୩୦ରେ ସେ ତାଙ୍କ ପ୍ରେମିକ ଗୌତମ କିଚଲୁଙ୍କୁ ବିବାହ କରିବାକୁ ଯାଉଛନ୍ତି। ବିବାହ ପୂର୍ବରୁ ମେହେନ୍ଦି ସମାରୋହରେ ଆୟୋଜିତ ହୋଇଛି।...

ଶ୍ରୀଦେବୀଙ୍କ ପରେ ନାଗିନ ଭୂମିକାରେ ନଜର ଆସିବେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍ ନାୟିକା ଶ୍ରଦ୍ଧା କପୁର ପୁଣିଥରେ ବଡ ପରଦାରେ ଖୁବ୍ ଶୀଘ୍ର ଦେଖାଯିବେ । ମିଳିଥିବା ସୂଚନା ଅନୁଯାୟୀ ଶ୍ରଦ୍ଧା ଏଥର ଏକ ନୂଆ ଅବତାରରେ ନଜର ଆସିବେ । ଶ୍ରୀଦେବୀଙ୍କ ପରେ ଏବେ ଶ୍ରଦ୍ଧା ନାଗିନ ଭୂମିକାରେ...

ପ୍ରିୟଙ୍କାଙ୍କ ହାତରେ ଆଉ ଏକ ହଲିଉଡ୍ ଅଫର

ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରା ଖୁବ୍‌ଶୀଘ୍ର ହିନ୍ଦୀ ସିନେମାରେ ପୁଣିଥରେ ନଜର ଆସିବେ ବୋଲି ଶୁଣିବାକୁ ମିଳିଥିଲା । ଏବେ କିନ୍ତୁ ପ୍ରିୟଙ୍କା ନିଜେ ଜଣାଇଛନ୍ତି କି ଏବେ ତାଙ୍କ ହାତରେ ଲାଗିଛି ଆଉ ଏକ ହଲିଉଡ୍ ଅଫର୍...

ଅକ୍ଷୟ କୁମାରଙ୍କୁ ଏମିତି ଉପହାର ଦେଲେ କପିଲ ଶର୍ମା, ଦର୍ଶକ ହେଲେ ଆଶ୍ଚର୍ଯ୍ୟ

ବଲିଉଡର ଖିଲାଡି ଅକ୍ଷୟ କୁମାର ବହୁ ପ୍ରତୀକ୍ଷିତ ‘ଲକ୍ଷ୍ମୀ ବମ୍‌’ର ପ୍ରମୋସନରେ ଏବେ ବ୍ୟସ୍ତ ଅଛନ୍ତି। ଚଳିତ ସପ୍ତାହରେ ଅକ୍ଷୟ ଟିଭି ଶୋ’ ‘ଦ କପିଲ ଶର୍ମା ଶୋ’ରେ ଫିଲ୍ମର ପ୍ରମୋଶନ କରିବେ। ଅକ୍ଷୟ କୁମାରଙ୍କ ସହ କିଆରା ଆଡଭାନୀ...

ସୁଶାନ୍ତଙ୍କ ଭଉଣୀଙ୍କୁ ଗିରଫ ଭୟ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ମାମଲାର ତଦନ୍ତ ଚାଲିଛି। ସିବିଆଇ ଏବେ ମାମଲାର ତଦନ୍ତ କରୁଛି। ସୁଶାନ୍ତଙ୍କ ମୃତ୍ୟର କାରଣ ଜାଣିବା ପାଇଁ ତାଙ୍କ ଭଉଣୀମାନେ ମଧ୍ୟ ଦିନରାତି ଏକଜୁଟ ହୋଇଛନ୍ତି। କିନ୍ତୁ ସୁଶାନ୍ତଙ୍କ ଭଉଣୀ ପ୍ରିୟଙ୍କା ସିଂ...

ଜାଭେଦ ଅଖତରଙ୍କୁ ମିଳିଲା ରିଚାର୍ଡ ଡକ୍ସିନ୍ସ ଟ୍ରଫି

ମୁମ୍ବାଇ: ରିଚାର୍ଡ ଡକ୍ସିନ୍ସ ଟ୍ରଫି ଜିତିଥିବା ପ୍ରଥମ ଭାରତୀୟ ଜାଭେଦ ଅଖତରଙ୍କ ପାଖରେ ପହଞ୍ଚିଛି ଏହି ଟ୍ରଫି । ଏହାର ଏକ ଫଟୋ ନିକଟରେ ଦେଖିବାକୁ ମିଳିଛି । ଜାଭେଦଙ୍କ ପତ୍ନୀ ଶବାନା ଆଜମୀ ଟ୍ରଫି ସହ ଜାଭେଦ ସାହେବଙ୍କ...

ଗଲ୍ଫ ଖେଳିଲେ ପ୍ରିୟଙ୍କା

ମୁମ୍ବାଇ; ବଲିଉଡ୍ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ଜର୍ମାନୀରେ ତାଙ୍କର କ୍ୱାଲିଟି ଟାଇମ୍ ସ୍ପେଣ୍ଡ କରୁଛନ୍ତି । କେବେ କେବେ ଜଙ୍ଗଲରେ ତ କେବେକେବେ ବର୍ଲିନ ରାସ୍ତାରେ ନିଜ କୁକୁର ଡାଏନା ସହ ବୁଲୁଥିବା ନଜର ଆସିଛନ୍ତି ପିସି...

ବୋହୂ ଐଶ୍ୱର୍ଯ୍ୟାଙ୍କ ଫିଲ୍ମରେ କମ୍‌ବ୍ୟାକ୍‌ କରି ବଦଳିଥିଲା ଅମିତାଭଙ୍କ ଭାଗ୍ୟ

ବଲିଉଡ୍‌ ଫିଲ୍ମ ‘ମହବତେ’ ରିଲିଜ୍‌ ହେବା ଇତିମଧ୍ୟରେ ୨୦ ବର୍ଷ ହୋଇଯାଇଛି। ୨୭ ଅକ୍ଟୋବର ୨୦୦୦ରେ ଏହା ରିଲିଜ୍‌ ହୋଇଥିଲା। ଫିଲ୍ମଟି ବକ୍ସଅଫିସରେ ସୁପରହିଟ୍‌ ମଧ୍ୟ ହୋଇଥିଲା। ଅମିତାଭ ବଚ୍ଚନ, ଶାହାରୁଖ୍‌ ଖାନ୍‌, ଐଶ୍ୱର଼୍ୟା ରାୟ ପ୍ରମୁଖ ଚରିତ୍ର ବିଶିଷ୍ଟ...

ବଲିଉଡ୍‌ ଅଭିନେତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ବଲିଉଡ୍‌ ତଥା ଟିଭି ଅଭିନେତ୍ରୀ ମାଲଭି ମଲହୋତ୍ରାଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାମୁତାବକ, ମଙ୍ଗଳବାର ରାତିରେ ମାଲଭିଙ୍କୁ ତାଙ୍କର ଜଣେ ପୁରୁଣା ବନ୍ଧୁ ଏକ ଛୁରୀରେ...

ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍‌

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍‌ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ ଉତ୍ତରପ୍ରଦେଶରେ ଜନ୍ମଗ୍ରହଣ କରିଥିବା ପୂଜା ଏବେ ବଡ଼ ପରଦାରୁ ଦୂରେଇ ଯାଇଛନ୍ତି ସତ,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri