ଫୁରସତ

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା। ପୋଥି ଅନୁଯାୟୀ ଶ୍ରୀମନ୍ଦିର ଭଣ୍ଡାର ମେକାପଙ୍କୁ ହସ୍ତାନ୍ତର କରାଯାଇଥିଲା। ଶ୍ରୀମନ୍ଦିର ପୁରାତନ କାଗଜାତରୁ...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ଏହି ବିବାହ କୋଲୋକାଡୋର ଆସପେନ ସହରରେ ଅନୁଷ୍ଠିତ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଅଧ୍ୟୟନ ପ୍ରକାଶ ପାଇଛି। ଟୋକିଓ ମେଟ୍ରୋପଲିଟାନ ୟୁନିଭର୍ସିଟିର ବୈଜ୍ଞାନିକମାନଙ୍କ ଦ୍ୱାରା କରାଯାଇଥିବା...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦ ପାଉଣ୍ଡ (ପ୍ରାୟ ୨୧ ହଜାର ଟଙ୍କା)ରେ ବିକ୍ରି ହୋଇଛି, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ ବେଳେବେଳେ ଅନ୍‌ଲାଇନ ପ୍ଲାଟ୍‌ଫର୍ମଗୁଡ଼ିକ ଜରିଆରେ ପରିଶ୍ରମ ଅନୁଯାୟୀ ଫଳ ମିଳି ନ ଥାଏ।...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ ମାଡି ଆସୁଛି। ବୈଜ୍ଞାନିକମାନେ ଏହି ଆଷ୍ଟ୍ରୋଏଡର ନାମ 2024 XN1 ରଖିଛନ୍ତି। ନାସା...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି ଚାଲିଥିବା ଲଢ଼େଇରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଏକାକି ରହିଗଲେ ପତ୍ନୀ ଶ୍ରୀଜାନା ସୁବେଦୀ। ଶତଚେଷ୍ଟା...

ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି

ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ ବେଶ୍‌ ଖୁସି ଥିଲେ। ତାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। କିନ୍ତୁ...

ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…

ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ ହୋଇଥାଏ। ଏହାକୁ ଇଂରାଜୀରେ Winter Solstice ନାମରେ ଜଣାଯାଏ। ଏହି ଛୋଟ ଦିନଟି...

‘ଏକତା ହିଁ ସର୍ବୋପରି’

ଦେଶର ବିକାଶରେ ପ୍ରତିଟି ନାଗରିକଙ୍କ ଗୁରୁତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ସଦ୍‌ ଭାବ ଏବଂ ଭାଇଚାରା ଦ୍ବାରା ଦେଶର ଏକତା ବୃଦ୍ଧି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖ ପ୍ରତିବର୍ଷ ଡିସେମ୍ବର ୧୮ରେ ସଂଖ୍ୟାଲଘୁ ଅଧିକାର ଦିବସ ପାଳନ...

୨୦୨୫ ରେ ଏହି ରାଶିର ବଢିବ ଆୟ, ଜାଣନ୍ତୁ କେତେ ଶୁଭ ରହିବ

ନୂଆ ବର୍ଷ ୨୦୨୫ ଆରମ୍ଭ ହେବାକୁ ଆଉ କିଛିଦିନ ବାକି ଅଛି। ଆସନ୍ତୁ ଜାଣିବା ୨୦୨୫ରେ ଆୟ, ବ୍ୟାପାର, କ୍ୟାରିୟର, ବୈବାହିକ ଜୀବନ ଏବଂ ସ୍ୱାସ୍ଥ୍ୟ ଦିଗରେ ତୁଳା ରାଶିଙ୍କ ଲାଗି କିପରି ରହିବ। ଆର୍ଥିକ ଦିଗରୁ ନୂଆବର୍ଷ ୨୦୨୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri