Advertisement

ଫୁରସତ

ନବଜାତ ଶିଶୁ କାନ୍ଦନ୍ତି କାହିଁକି: କ’ଣ କୁହେ ବିଜ୍ଞାନ, ପୁରାଣ…ନବଜାତ ଶିଶୁ କାନ୍ଦନ୍ତି କାହିଁକି: କ’ଣ କୁହେ ବିଜ୍ଞାନ, ପୁରାଣ…

ନବଜାତ ଶିଶୁ କାନ୍ଦନ୍ତି କାହିଁକି: କ’ଣ କୁହେ ବିଜ୍ଞାନ, ପୁରାଣ…

ଅସହନୀୟ ପ୍ରସବ ଯନ୍ତ୍ରଣା ପରେ ମା’ ଜନ୍ମଦିଏ ସନ୍ତାନକୁ। ଆଉ ଯେବେ ସେ ଶୁଣେ ଶିଶୁର ପ୍ରଥମ କୁଆଁ କୁଆଁ କାନ୍ଦ ତା’ ମନରେ ଭରିଯାଏ ଅଫୁରନ୍ତ…

2 months ago
ପିଲା ମୋବାଇଲ ଛାଡି ବହି ଧରନ୍ତୁପିଲା ମୋବାଇଲ ଛାଡି ବହି ଧରନ୍ତୁ

ପିଲା ମୋବାଇଲ ଛାଡି ବହି ଧରନ୍ତୁ

ଖବରକାଗଜ ଓ ପତ୍ରପତ୍ରିକା ବିନା ଏକ ଆଧୁନିକ ସମାଜର କଥା ଚନ୍ତା କରାଯାଇ ନ ପାରେ। ଯାହାକୁ ଖୁବ୍‌ ଭଲଭାବେ ଅନୁଭବ କରିଛନ୍ତି ଅନେକ ମଣିଷ। ଯେଉଁଥିପାଇଁ…

2 months ago
ପ୍ରଥମ ଦରମା ଟଙ୍କା ନେଇ ବାପାଙ୍କ ହାତରେ ଦେଇଥିଲି: ସାହିତି୍ୟକ ତଥା ପ୍ରଶାସନିକ ଅଧିକାରୀ ଧନଞ୍ଜୟ ସ୍ବାଇଁପ୍ରଥମ ଦରମା ଟଙ୍କା ନେଇ ବାପାଙ୍କ ହାତରେ ଦେଇଥିଲି: ସାହିତି୍ୟକ ତଥା ପ୍ରଶାସନିକ ଅଧିକାରୀ ଧନଞ୍ଜୟ ସ୍ବାଇଁ

ପ୍ରଥମ ଦରମା ଟଙ୍କା ନେଇ ବାପାଙ୍କ ହାତରେ ଦେଇଥିଲି: ସାହିତି୍ୟକ ତଥା ପ୍ରଶାସନିକ ଅଧିକାରୀ ଧନଞ୍ଜୟ ସ୍ବାଇଁ

୧୯୯୦ ମସିହାର କଥା। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲା ପରେ ଅବିଭକ୍ତ କୋରାପୁଟ ଜିଲାରେ ପ୍ରଶିକ୍ଷଣ ନେବା ପାଇଁ ସଚିବାଳୟରୁ ଡାକରା ଆସିଲା। ମୁଁ…

2 months ago
କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…

କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…

ଭଲରେ କଥା କହି ପାରୁ ନଥିବା ବୟସରେ ଏମାନେ ନାଚ, ଗୀତ, ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଛନ୍ତି। ତା’ସହିତ ସୋସିଆଲ ମିଡିଆରେ ଭାଇରାଲ୍‌ ହୋଇ…

2 months ago
ମଡେଲ ନୁହନ୍ତି, ଇଲେକ୍ଟ୍ରିସିଆନ୍‌ମଡେଲ ନୁହନ୍ତି, ଇଲେକ୍ଟ୍ରିସିଆନ୍‌

ମଡେଲ ନୁହନ୍ତି, ଇଲେକ୍ଟ୍ରିସିଆନ୍‌

ଗ୍ଲାସ୍‌ଗୋ: ସମାଜରେ ଏପରି କିଛି ବୃତ୍ତି ରହିଛି, ଯାହା ମହିଳାମାନଙ୍କ ପାଇଁ ଉପଯୁକ୍ତ ନୁହେଁ ବୋଲି ବିବେଚନା କରାଯାଇଥାଏ। ଜଣେ ବିଜୁଳି ମସ୍ତ୍ରି ବା ଇଲେକ୍ଟ୍ରିସିଆନ୍‌ଙ୍କର ବୃତ୍ତି…

2 months ago
ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ ବାହରୁଥିବା…

2 months ago
ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍‌ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍‌

ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍‌

ବେଜିଂ: ଚାଇନାର ୩ ମହାକାଶଚାରୀ ଗତ ୬ ମାସ ଧରି ଟିଆନ୍‌ଗୋଙ୍ଗ୍‌ ମହାକାଶ ଷ୍ଟେଶନରେ ବିତାଇବା ପରେ ସୋମବାର ସୁରକ୍ଷିତ ଭାବେ ପୃଥିବୀକୁ ଫେରି ଆସିଛନ୍ତିଛନ୍ତି। ଟିଆନ୍‌ଗୋଙ୍ଗ୍‌…

2 months ago
ସୁନାମି ସଚେତନତା ନିହାତି ଜରୁରୀସୁନାମି ସଚେତନତା ନିହାତି ଜରୁରୀ

ସୁନାମି ସଚେତନତା ନିହାତି ଜରୁରୀ

ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ…

2 months ago
ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

  ସ୍ବାସ୍ଥ୍ୟ ସେବାରେ ଅଭାବନୀୟ ଘଟଣା। ୟୁଟ୍ୟୁବ୍‌ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା ।  ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି କରୁଛନ୍ତି ଇସିଜି ।…

2 months ago
କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ରକ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ର

କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ର

କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ଭାରତର ତଥା ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ବାସ୍ତୁଜ୍ଞାନୀ, ଶାସ୍ତ୍ରଜ୍ଞ, ସାଧୁସନ୍ଥ, ଅନୁଭବୀ ଶିଳ୍ପୀଙ୍କୁ ଗଜପତି ଲାଙ୍ଗୁଳା ନରସିଂହଦେବ ଆମନ୍ତ୍ରଣ କରିଥିବାର…

2 months ago