Advertisement

ଫୁରସତ

ବେଦାନ୍ତର ‘ମେଟାଲ ଓ୍ବିମେନ୍‌’ବେଦାନ୍ତର ‘ମେଟାଲ ଓ୍ବିମେନ୍‌’

ବେଦାନ୍ତର ‘ମେଟାଲ ଓ୍ବିମେନ୍‌’

ଭୁବନେଶ୍ୱର, ୮।୩(ବ୍ୟୁରୋ): ମହିଳାମାନେ ଯେକୌଣସି କାମକୁ ସଫଳତାର ସହ କରିପାରିବେ। କେବଳ ସଫ୍ଟଓ୍ବେର୍‌ ଇଞ୍ଜିନିୟର, ଶିକ୍ଷକ ଓ ଡାକ୍ତର ନୁହେଁ, ମେକାନିକାଲ ଇଞ୍ଜିନିୟର, ଓ୍ବେଲ୍ଡର, ସିକ୍ୟୁରିଟି, ଫାୟାର…

5 years ago
ଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟିଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟି

ଡିଜେ ପେସାରେ ଯାଜପୁର ଜିଲାର ଝିଅ କେଟି

କ୍ଷୀରାବ୍ଧି ତନୟା ଜେନାଙ୍କୁ ସମସ୍ତେ ଜାଣନ୍ତି ଡିଜେ କେଟି ଭାବେ। ବର୍ତ୍ତମାନ କେଟି ଭୁବନେଶ୍ୱରର ଏକ ବଡ଼ ହୋଟେଲରେ ରେସିଡେନ୍ସ ଇନ୍‌ହାଉସ୍‌ ଡିଜେ ଅଛନ୍ତି। ଏହି ପୁରୁଷ…

5 years ago
ଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟ

ଜୀବନ ସଂଗ୍ରାମରେ ସଫଳ ମନୀଷା: ସ୍ବାମୀ ପର କରିବା ପରେ ପୋଷୁଛନ୍ତି ଦମ୍ଭର ସହ ପେଟ

ଜୀବନ ଯୁଦ୍ଧରେ ହାରି ଯାଇନାହାନ୍ତି ସେ। ବରଂ ବାରମ୍ବାର ହାରି ବି ସାମ୍ନା କରିବା ଶିଖିଛନ୍ତି। ପ୍ରତିକୂଳ ସ୍ଥିତିକୁ ବି ଧୈର୍ଯ୍ୟର ସହ ନେବାକୁ ସେ ଅନେକଙ୍କ…

5 years ago
ସ୍ବାବଲମ୍ବୀ କରିଛି ଛେଳି ଚାଷସ୍ବାବଲମ୍ବୀ କରିଛି ଛେଳି ଚାଷ

ସ୍ବାବଲମ୍ବୀ କରିଛି ଛେଳି ଚାଷ

ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲି)ର ମନ୍ଦାକିନୀ ଭୋଇ, ସ୍ବାମୀ କୁଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ ଝିଅଙ୍କୁ ନେଇ ତାଙ୍କ…

5 years ago
ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ଅନ୍ଧାରି ମୁଲକର ଆଲୋକ ଦୀପା: ସାଜିଛନ୍ତି ଅସହାୟ, ଦୁଃଖୀଙ୍କ ବନ୍ଧୁ

ବରଗଡ଼ ଜିଲା ମାଓବାଦୀ ଅଧ୍ୟୁଷିତ ପାଇକମାଲ ବ୍ଲକ ଟେମରି ଗ୍ରାମର ଚାରୁବାଳା ବାରିକ। ଡାକ ନାମ ଦୀପା। ଏକ ମଧ୍ୟବିତ୍ତ ପରିବାରରେ ତାଙ୍କ ଜନ୍ମ। ବାପା ଅମୃତଲାଲ…

5 years ago
ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ

ସାଥୀଙ୍କଠାରୁ ଦୂରେଇ ରହୁଥିଲେ କରନ୍ତୁ ଏପରି, ବନ୍ଧନ ରହିବ ଅତୁଟ

ସାଥୀଙ୍କଠାରୁ ଦୂରେଇ ରହିବା ବାସ୍ତବରେ କଷ୍ଟଦାୟକ। କିନ୍ତୁ କିଛି ଲୋକ କୁହନ୍ତି, ଦୂରତା ଦୁଇଟି ହୃଦୟକୁ ନିକଟତର କରିଥାଏ। ଆଉ କିଛି ଭାବନ୍ତି, ଯିଏ ଆଖିରୁ ଦୂରରେ,…

5 years ago
କାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସକାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସ

କାହିଁକି ମାର୍ଚ୍ଚ ୮ରେ ପାଳନ କରାଯାଏ ଅନ୍ତର୍ଜାତୀୟ ମହିଳା ଦିବସ

ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଏ। ଏଣୁ ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏଥିପାଇଁ ଅନେକେ ମଧ୍ୟ ସୋସିଆଲ ମିଡିଆ…

5 years ago
ରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣାରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣା

ରହସ୍ୟମୟ କୁଣ୍ଡ: ଏହାର ଗଭୀରତା ବୈଜ୍ଞାନିକଙ୍କୁ ଅଜଣା

ଭୋପାଳ: ବିଶ୍ୱରେ ଏମିତି କିଛି ସ୍ଥାନ ରହିଛି, ଯାହାର ରହସ୍ୟ ସମ୍ପର୍କରେ ଆଜି ମଧ୍ୟ କାହାକୁ ଜଣାନାହିଁ। ଏପରିକି ବୈଜ୍ଞାନିକମାନେ ଏହାର ରହସ୍ୟ ଜାଣି ପାରିନାହାନ୍ତି। ଏମିତି…

5 years ago
ଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କାଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କା

ଲୌହ ଗ୍ରହାଣୁ ପିଣ୍ଡର ମିଳିଲା ସନ୍ଧାନ: ବିକ୍ରି କଲେ ପୃଥିବୀର ପ୍ରତି ଲୋକଙ୍କୁ ମିଳିବ ୯ ହଜାର କୋଟିରୁ ଅଧିକ ଟଙ୍କା

ଓ୍ବାଶିଂଟନ,୭।୩: ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଏକ ବୃହତ୍‌ ଲୌହ ଗ୍ରହାଣୁ ପିଣ୍ଡର ସନ୍ଧାନ କରାଯାଇଛି। ସମ୍ପୂର୍ଣ୍ଣ ଭାବେ ଲୁହାରେ ଭରପୁର ଥିବା ୧୬-ସାଇକି ନାମକ…

5 years ago
୨୩୦୦ ଫୁଟ ଉଚ୍ଚରୁ ମାଲିକଙ୍କ ସହ ଡେଇଁଲା କୁକୁର, ଫଟୋ ଭାଇରାଲ୨୩୦୦ ଫୁଟ ଉଚ୍ଚରୁ ମାଲିକଙ୍କ ସହ ଡେଇଁଲା କୁକୁର, ଫଟୋ ଭାଇରାଲ

୨୩୦୦ ଫୁଟ ଉଚ୍ଚରୁ ମାଲିକଙ୍କ ସହ ଡେଇଁଲା କୁକୁର, ଫଟୋ ଭାଇରାଲ

ସୁଇଜରଲାଣ୍ଡ୍‌: ଲାଟରବ୍ରୁନେନ୍‌ ଭ୍ୟାଲିସ୍ଥିତ ୨୩୦୦ ଫୁଟ ଉଚ୍ଚରୁ ତଳକୁ ମାଲିକଙ୍କ ସହିତ ଏକ କୁକୁର ଜମ୍ପ୍‌ କରିଛି। ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ…

5 years ago