Advertisement

ଫୁରସତ

୪ ବର୍ଷରେ ୮୫ ପଣକିଆ କଣ୍ଠସ୍ଥ୪ ବର୍ଷରେ ୮୫ ପଣକିଆ କଣ୍ଠସ୍ଥ

୪ ବର୍ଷରେ ୮୫ ପଣକିଆ କଣ୍ଠସ୍ଥ

ଦୁର୍ଗ,୭।୩: ବୟସ ମାତ୍ର ୪ ବର୍ଷ ୩ ମାସ। ତେବେ ତାଙ୍କର ପ୍ରତିଭା ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସେ ହେଉଛନ୍ତି ଛତିଶଗଡ଼ର ଦୁର୍ଗ…

5 years ago
ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟାବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ବୁଲେଟ୍‌ ଚଢ଼ି ବିବାହମଣ୍ଡପରେ ପହଞ୍ଚିଲେ କନ୍ୟା

ପାଟନା,୭।୩: ସବାରି କିମ୍ବା ଚାରି ଚକିଆ ଯାନରେ କନ୍ୟା ବିବାହମଣ୍ଡପକୁ ଆସିବା କଥା ସମସ୍ତେ ଶୁଣିଥିବେ। ହେଲେ ବିହାରର ଗୟାରେ ଜଣେ କନ୍ୟା ୧୬ ଶୃଙ୍ଗାର ପରେ…

5 years ago
ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ରାମମନ୍ଦିରକୁ ଦାନ କରିବେ ଇସ୍‌ଲାମ୍‌

ଆଜମଗଡ଼: ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର। ସବୁ ଧର୍ମକୁ ଏଠାରେ ସମସ୍ତେ ସମ୍ମାନ କରନ୍ତି। ହେଲେ କିଛି ସ୍ବାର୍ଥାନ୍ବେଷୀ ବ୍ୟକ୍ତି ଧର୍ମ ନାମରେ ବିବାଦ ସୃଷ୍ଟି କରୁଛନ୍ତି।…

5 years ago
ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

ଖୋଲିଲା ଇଜିପ୍ଟର ପ୍ରାଚୀନ ପିରାମିଡ: ୧୪ ବର୍ଷ ଧରି ଚାଲିଥିଲା ପୁନରୁଦ୍ଧାର କାର୍ଯ୍ୟ

କାଏରୋ: ଇଜିପ୍ଟରେ ଥିବା ୪,୭୦୦ ବର୍ଷ ପୁରୁଣା ପିରାମିଡକୁ ପୁଣି ଖୋଲାଯାଇଛି। ଷ୍ଟେପ୍‌ ପିରାମିଡ୍‌ ଅଫ୍‌ ଡିଜୋସେର ୧୪ ବର୍ଷ ଧରି ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ଶେଷ…

5 years ago
ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରାସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା

ସ୍ମାର୍ଟ ବାଡ଼ି: ବୟସ୍କଙ୍କୁ ଦେବ ସାହାରା

ନୂଆଦିଲ୍ଲୀ,୭।୩: ବୟସ ବଢ଼ିବା ସହିତ ଲୋକେ ଚାଲିବା ସମୟରେ ତଳେ ପଡ଼ିଯିବାର ଆଶଙ୍କା ରହିଥାଏ। ସେମାନେ ସାହାରା ଲୋଡ଼ିଥାନ୍ତିି। ତେବେ ଏଣିକି ଆଉ ଅନ୍ୟ କାହାର ସାହାରର…

5 years ago
ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକାଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ସୁରଟ,୭।୩ : ସମ୍ପ୍ରତି ଛୋଟପିଲାଙ୍କ ମଧ୍ୟରେ ମୋବାଇଲ୍‌ ଅଭ୍ୟାସ ବଢ଼ିବାରେ ଲାଗିଛି। ଭବିଷ୍ୟତରେ ଏହାର ଖରାପ ପ୍ରଭାବ ସେମାନଙ୍କ ପଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି…

5 years ago
କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବରକହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

କହୁଣୀରେ ଲେଖି ପରୀକ୍ଷା ଦେଇ ରଖିଥିଲେ ୮୧ ପ୍ରତିଶତ ନମ୍ବର

ବଡ଼ୋଦରା,୭।୩: ଇଛାଶକ୍ତି ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏଭଳି ଏକ ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଗୁଜରାଟ ବଡ଼ୋଦରାରେ ବାସ କରୁଥିବା ଦ୍ୱାଦଶ ଶ୍ରେଣୀ ଛାତ୍ର…

5 years ago
କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀକର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କର୍କଟ ପୀଡ଼ିତଙ୍କ ପାଇଁ କେଶ ଦାନ କଲେ ୮୦ ଛାତ୍ରୀ

କୋଏମ୍ବାଟୁର,୭।୩ : କର୍କଟ ପୀଡ଼ିତଙ୍କ ପାଇଁ କେତେକ ଆର୍ଥିକ ସହାୟତା ପ୍ରଦାନ କରିଥାନ୍ତି। ତେବେ ଆର୍ଥିକ ସହାୟତା ଯୋଗାଇ ଦେବାକୁ ଅସମର୍ଥ ଥିବା ତାମିଲନାଡୁର କୋଏମ୍ବାଟୁରର ଏକ…

5 years ago
୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା

୧୦୦ତମ ଜନ୍ମ ଦିନରେ ଜେଲ୍‌ ଗଲେ ବୃଦ୍ଧା

ଓ୍ବାଶିଂଟନ,୭।୩: ନିଜ ଜନ୍ମ ଦିନକୁ କିଛି ନିଆରା ଢ଼ଙ୍ଗରେ ପାଳନ କରିବା ପାଇଁ ପ୍ରତିଟି ବ୍ୟକ୍ତି ଚିନ୍ତା କରିଥାନ୍ତି। ତେବେ ଜନ୍ମ ଦିନରେ ଜେଲ ଯିବାର ଅନୁଭୁତି…

5 years ago
ଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ରଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ର

ଉତ୍ତର ଖାତାରେ ନିଜ ସାଥିଙ୍କୁ ବୋନସ ନମ୍ବର ଦେବାକୁ ଗୁହାରି କଲେ ଛାତ୍ର

ଶୁଣିବାକୁ ମିଳେ ପରୀକ୍ଷାରେ ଅଧିକ ନମ୍ବର ଦେବା ପାଇଁ କେତେଜ ପିଲା ଉତ୍ତର ଖାତାରେ ଶିକ୍ଷକଙ୍କୁ ଅନୁରୋଧ କରିଥାଆନ୍ତି। ହେଲେ ଏବେ ଏମିତି ଏକ ଉତ୍ତର ଖାତା…

5 years ago