ଫୁରସତ

ଚାଇନା ଆକାଶରେ ଦେଖାଗଲା ଏକାଥରକେ ୩ ସୂର୍ଯ୍ୟ

କୁହାଯାଏ, ପ୍ରକୃତି ସୌନ୍ଦର୍ଯ୍ୟର ଉପମା ନାହିଁ। ଏହାର ଏକ ଝଲକ ଦେଖିବାକୁ ମିଳିଛି ଚାଇନାରେ। ଏକାଥରକେ ଚାଇନା ଆକାଶରେ ୩ଟି ସୂର୍ଯ୍ୟ ଦେଖିବାକୁ ମିଳିଥିଲା। ଅବିଶ୍ୱସନୀୟ ଲାଗୁଥିଲେ…

5 years ago

କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଲେ ମାଲିକ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ; ଲୋକେ କଲେ ପ୍ରଶଂସା

ଚେନ୍ନାଇ,୮।୧: ଏବେ ସୋସିଆଲ୍‌ ମିଡ଼ିଆରେ କୁକୁରକୁ ହେଲମେଟ୍‌ ପିନ୍ଧାଇ ବାଇକ୍‌ରେ ବୁଲାଇଥିବା ଜଣେ ମାଲିକଙ୍କ ଫଟୋ ଏବଂ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଏହାର ତାମିଲନାଡୁର ବୋଲି…

5 years ago

କପଡ଼ା ଆଲମିରା ପଡ଼ି ଶିଶୁ ମୃତ: କମ୍ପାନୀ ଦେଲା ୩୩୧ କୋଟି କ୍ଷତିପୂରଣ

ନ୍ୟୁୟର୍କ,୮।୧: କପଡ଼ା ଆଲମିରା ପଡ଼ି ଜଣେ ୨ ବର୍ଷ ଶିଶୁର ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଆଲମିଲା କମ୍ପାନୀକୁ ୩୩୧ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିଛି।…

5 years ago

କୁକୁର ଏବଂ ହେଟାବାଘଙ୍କର ସମାନ ଗୁଣ: ସାଥୀଙ୍କୁ ସହଯୋଗ କରିବାରେ ନିପୁଣ…

କୁକୁର ଏବଂ ହେଟାବାଘ ମଧ୍ୟରେ ବହୁ ସମାନ ଗୁଣ ରହିଥାଏ। କୁକୁର ମାଲିକଙ୍କର ଅତି ବିଶ୍ୱସ୍ତ ହୋଇଥାଏ। ଏହା ସହିତ କୁକୁର ଅସୁବିଧାରେ ପଡ଼ିଥିବା ଅନ୍ୟ କୁକୁରକୁ…

5 years ago

ଗୁଜରାଟ ବୈଜ୍ଞାନିକଙ୍କ ନୂଆ ରୋବୋ: ଦୁଃଖ ସମୟରେ ଦେବ ସହାନୁଭୁତି

ଲାସ୍‌ଭେଗାସ୍‌/ଅହମ୍ମଦାବାଦ୍‌. ୮।୧: ଆଧୁନିକ ଯୁଗରେ ମଣିଷର କାମ ରୋବୋ କରୁଛି। ପ୍ରତିଟି କାର୍ଯ୍ୟରେ ଏବେ ରୋବୋର ଉପଯୋଗ କରାଯାଉଛି। ପୃଥିବୀର ସର୍ବବୃହତ୍‌ ଇଲୋକ୍ଟ୍ରନିକ୍ସ୍‌ ଶୋ ସିଇଏସ୍‌-୨୦୨୦ରେ ଲାସ୍‌ଭେଗାସ୍‌ଠାରେ…

5 years ago

ସପ୍ତାହରେ ୩ ଦିନ ଛୁଟି ପ୍ରସ୍ତାବ ଆଣିଲେ ଫିନ୍‌ଲାଣ୍ଡ ପ୍ରଧାନମନ୍ତ୍ରୀ

ଯଦି ସପ୍ତାହକୁ ୪ ଦିନ ଓ ପ୍ରତିଦିନ ମାତ୍ର ୬ ଘଣ୍ଟା କାମ କରିବାକୁ ପଡ଼େ ତେବେ କେହି ଏଭଳି ଚାକିରିକୁ ହାତଛଡା କରିବାକୁ ଚାହିଁବେନି। କାମର…

5 years ago

ଝିଅ ବିବାହରେ ନୂଆ ଗାଡ଼ିକୁ ଗୋବର ଲେପ ଦେଲେ ଡାକ୍ତର

ନୂଆଦିଲ୍ଲୀ,୭।୧: ଭିନ୍ନ ଭିନ୍ନ ଢଙ୍ଗରେ ବିବାହ କରି ଅନେକ ଲୋକ ଚର୍ଚ୍ଚାରେ ରହିବାକୁ ପସନ୍ଦ କରିଥାଆନ୍ତି। କୋହ୍ଲାପୁରର ନବନାଥ ଦୁଧଲ ନାଁରେ ପରିଚିତ ଜଣେ ଡାକ୍ତର ନିଜ…

5 years ago

ଏସିଆର ପରିଷ୍କାର ଗାଁ: ଲୋକେ କୁହନ୍ତି ଭଗବାନଙ୍କ ବଗିଚା…

ଏପରି ଏକ ଗାଁ ରହିଛି ଯେଉଁଠି ସଫେଇ ପାଇଁ ସରକାରଙ୍କ ଉପରେ ନିର୍ଭର କରି ନ ଥାନ୍ତି ଏଠାକାର ବାସିନ୍ଦା। ଗାଁର ପିଲାଠାରୁ ବୁଢ଼ା ପର୍ଯ୍ୟନ୍ତ ସଭିଏଁ…

5 years ago

ଯୁବତୀଙ୍କ ଅଧିକ ପସନ୍ଦ ଚଷମା ପିନ୍ଧୁଥିବା ଯୁବକ…

ପ୍ରେମ ଏକ ସ୍ବର୍ଗୀୟ ଅନୁଭୁତି। ତେବେ ଏକ ଗବେଷଣାରୁ ଜଣାପଡ଼ିଛି ଯୁବତୀମାନେ ପ୍ରେମ ପାଇଁ ଯୁବକଙ୍କ ପାଖରେ କେତେକ ନିଦ୍ଦିଷ୍ଟ ଗୁଣ ଉପରେ ଗୁରୁତ୍ୱାରୋପ କରିଥାନ୍ତି। ସାଧାରଣତଃ…

5 years ago

ପୁଅର ସ୍ମାର୍ଟଫୋନ୍‌ ନିଶା ଦୂର କରିବା ପାଇଁ ୨୨୦୦ କିମି ଯାତ୍ରା କଲେ ପିତା

ଆଜିକାଲି ଛୋଟ ଛୁଆଠାରୁ ଆରମ୍ଭ କରି ବଡ ଲୋକ ସମସ୍ତଙ୍କୁ ସ୍ମାର୍ଟଫୋନ ନିଶା ଧରିଛି। ବିଷେଶ କରି ଛୋଟ ଛୁଆମାନେ ସ୍ମାର୍ଟଫୋନରେ ଗେମ ନ ଖେଳିଲେ ଖାଉ…

5 years ago