Advertisement

ଫୁରସତ

ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲାବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲା

ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା: ପ୍ରଥମ ମହିଳା ଭାବେ ଭାଗ ନେବେ ନିକୋଲା

ରିୟାଦ: ସାଉଦି ଆରବରେ ୨୯ ଫେବୃୟାରୀରେ ବିଶ୍ୱର ସବୁଠୁ ବ୍ୟୟବହୁଳ ଘୋଡ଼ା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ମୋଟ ପୁରସ୍କାର ରାଶି ରହିଛି ୧୪୩ କୋଟି…

5 years ago
ବିମାନରେ ସ୍ଲିପିଂ ପ୍ୟାଡ୍‌: ଆରାମରେ ଶୋଇ ଯାତ୍ରା କରିପାରିବେ ଯାତ୍ରୀବିମାନରେ ସ୍ଲିପିଂ ପ୍ୟାଡ୍‌: ଆରାମରେ ଶୋଇ ଯାତ୍ରା କରିପାରିବେ ଯାତ୍ରୀ

ବିମାନରେ ସ୍ଲିପିଂ ପ୍ୟାଡ୍‌: ଆରାମରେ ଶୋଇ ଯାତ୍ରା କରିପାରିବେ ଯାତ୍ରୀ

ଅକଲ୍ୟାଣ୍ଡ୍‌: ବିମାନ ଯାତ୍ରା ସମୟରେ ଯାତ୍ରୀମାନେ ଶୋଇବା ପାଇଁ ଏୟାର ନ୍ୟୁଜିଲାଣ୍ଡ ଇକୋନୋମି କ୍ଲାସରେ ସ୍ଲିପିଂ ପ୍ୟାଡ୍‌ ତିଆରି କରାଯାଇଛି। ଏହାର ନାମ ‘ସ୍କାଇନେଷ୍ଟ’ ଦିଆଯାଇଛି। ବୁଧବାର…

5 years ago
ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…

ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ, ଏକାଥରକେ ବସି ଖାଇବେ…

କୋଲକାତା: ଭାରତୀୟ ରେଳ ବିଭାଗ ପକ୍ଷରୁ ପଶ୍ଚିମବଙ୍ଗର ଆସନସୋଲ ରେଳଷ୍ଟେଶନରେ ଦେଶର ପ୍ରଥମ ରେଳ ରେଷ୍ଟୁରାଣ୍ଟ ଆରମ୍ଭ କରାଯାଇଛି। ଏହାର ନାମ ‘ରେଷ୍ଟୁରାଣ୍ଟ ଅନ୍‌ ହ୍ବିଲ୍ସ’ରଖାଯାଇଛି। ପୂର୍ବତଟ…

5 years ago
୮ ବର୍ଷ ପରେ ବିବାହ ମେସେଜର ଉତ୍ତର ଦେଲେ ଯୁବକ: କହିଲେ ଫୋନ୍‌ ଅପଡେଟ୍‌ ହେଉଥିଲା୮ ବର୍ଷ ପରେ ବିବାହ ମେସେଜର ଉତ୍ତର ଦେଲେ ଯୁବକ: କହିଲେ ଫୋନ୍‌ ଅପଡେଟ୍‌ ହେଉଥିଲା

୮ ବର୍ଷ ପରେ ବିବାହ ମେସେଜର ଉତ୍ତର ଦେଲେ ଯୁବକ: କହିଲେ ଫୋନ୍‌ ଅପଡେଟ୍‌ ହେଉଥିଲା

ଅଷ୍ଟ୍ରେଲିଆର ୩୬ ବର୍ଷୀୟା ମହିଳା ଜେନିଫର ସେଲି ଏବେ ସୋସିଆଲ ମିଡିଆରେ ଏକ ସ୍କ୍ରିନ୍‌ ସଟ୍‌ ଶେୟାର କରିଛନ୍ତି। ଯାହା ଭାଇରାଲ ହେବାରେ ଲାଗିଛି। ଏହି ସ୍କ୍ରିନ…

5 years ago
ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ନୁହେଁ ଆମେ ହିନ୍ଦୁ ଅବା ମୁସଲମାନ୍‌: ହିନ୍ଦୁସ୍ତାନୀ ଆମେ ଦେଶ ଆମ ହିନ୍ଦୁସ୍ତାନ

ଆମେଠି,୨୭।୨: ଦେଶରେ ହିନ୍ଦୁ-ମୁସଲମାନ୍‌ ନେଇ ହିଂସା ଘଟୁଥିବାବେଳେ ଉତ୍ତରପ୍ରଦେଶ ଆମେଠିର ପିଢ଼ି ଗାଁରେ ଭାଇଚାରାର ନିଆରା ଉଦାହରଣ ସୃଷ୍ଟି କରିଛନ୍ତି ଦୁଇ ବାଲ୍ୟ ବନ୍ଧୁ କୃଷ୍ଣଦତ୍ତ ତିଓ୍ବାରି…

5 years ago
୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

୧ କିଲୋ ଜିଆ ଖତରୁ ୨ କୋଟିର ମାଲିକ

ମିରଟ,୨୭।୨: ଦୃଢ଼ ମନୋବଳ ଆଗରେ ସମସ୍ତ ବାଧାବିଘ୍ନ ହାର ମାନିଥାଏ। ଏହାର ଉଦାହରଣ ସୃଷ୍ଟି କରିଛନ୍ତି ଉତ୍ତରପ୍ରଦେଶର ମିରଟରେ ବାସ କରୁଥିବା ଅମିତ ତ୍ୟାଗୀ। ଏମ୍‌ବିଏ ପଢ଼ି…

5 years ago
ଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ

ଅକ୍ସିଜେନ୍‌ ସାହାଯ୍ୟରେ ପରୀକ୍ଷା ଦେଲେ ଛାତ୍ରୀ

ବରେଲି(ଉତ୍ତର ପ୍ରଦେଶ): ଦୃଢ଼ ଇଚ୍ଛାଶକ୍ତି ଥିଲେ କୌଣସି ପ୍ରତିବନ୍ଧକ ଲକ୍ଷଚ୍ୟୁତ କରିପାରେନି। ନିଜର ଆତ୍ମବିଶ୍ୱାସ ଆଗରେ ରୋଗ ମଧ୍ୟ ହାର୍‌ ମାନିଯାଏ। ଏହା ପ୍ରମାଣିତ କରିଛନ୍ତି, ବରେଲିର…

5 years ago
ସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓ

ସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓ

ବିଶ୍ୱ ଏନ୍‌ଜିଓ ଦିବସ ପ୍ରତିବର୍ଷ ୨୭ ଫେବୃୟାରୀରେ ପାଳନ କରାଯାଏ। ୨୦୧୦ରେ କାଉନ୍‌ସିଲ ଅଫ୍‌ ବାଲ୍‌ଟିକ ସି ଷ୍ଟେଟ୍ସ (ସିବିଏସ୍‌ଏସ୍‌)ର ୯ମ ବାଲ୍‌ଟିକ ସି ଏନ୍‌ଜିଓ ଫୋରମ୍‌ର…

5 years ago
ଡେଜର୍ଟ ଗାର୍ଡେନଡେଜର୍ଟ ଗାର୍ଡେନ

ଡେଜର୍ଟ ଗାର୍ଡେନ

ଆଡେନ: ବଦଳୁଛି ଗାର୍ଡେନିଂର ଟ୍ରେଣ୍ଡ। ରୁଫ୍‌ ଗାର୍ଡେନ, କିଚେନ ଗାର୍ଡେନ ପରେ ଏହି ଧାରାରେ ଯୋଡ଼ି ହୋଇଛି ‘ଡେଜର୍ଟ ଗାର୍ଡେନ’। ଏପରି ବଗିଚା ମରୁଭୂମିରେ ଫସଲ ଉତ୍ପାଦନକୁ…

5 years ago
ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଭୋପାଳ, ୨୭।୨: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ଥିବାବେଳେ ମଧ୍ୟପ୍ରଦେଶର ଜଣେ ମହିଳା ସରପଞ୍ଚ ମନ୍ଦିରରେ ଆୟୋଜିତ ଏକ ଯଜ୍ଞରେ ଆହୁତି ଦେଇ…

5 years ago