Advertisement

ଫୁରସତ

୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ

୬୧ ବର୍ଷ ବୟସରେ ଯୁବ ମଡେଲଙ୍କୁ ପଛରେ ପକାଇଛନ୍ତି ଏହି ଭାରତୀୟ

ମଡେଲିଂ କରିବାର ଏକ ବୟସ ଥାଏ ବୋଲି କୁହାଯାଏ ବିଶେଷ କରି ଯୁବକ ଯୁବତୀମାନେ ଏହି କ୍ଷେତ୍ରରେ ଆଗକୁ ଆସୁଥିବା ବେଳେ ଏମିତି ମଡେଲଙ୍କୁ ପ୍ରାୟ ସମସ୍ତେ…

5 years ago
ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ପାକିସ୍ତାନରେ ଥିବା ହିଙ୍ଗଲାଜ ମନ୍ଦିରରେ ପୂଜା କରନ୍ତି ମୁସଲମାନ୍‌ ଶ୍ରଦ୍ଧାଳୁ

ବଲୁଚିସ୍ତାନ,୨୭।୨: ପୃଥିବୀର ବିଭିନ୍ନ ସ୍ଥାନରେ ସମ୍ପ୍ରଦାୟ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ରହିଥିବାବେଳେ ପାକିସ୍ତାନରେ ଥିବା ମାତା ହିଙ୍ଗଲାଜଙ୍କ ମନ୍ଦିର ଏକ ନିଆରା ଉଦାହରଣ ସୃଷ୍ଟି କରିବାକୁ…

5 years ago
୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ

୫୧ ଲକ୍ଷରେ ବିକ୍ରି ହେଲା ଅଧିକ କ୍ଷୀର ଦେଉଥିବା ମଇଁଷି ସରସ୍ବତୀ

ହିସାର,୨୭।୨: ଅଧିକ କ୍ଷୀର ଦେଇ ବିଶ୍ୱ ରେକର୍ଡ କରିଥିବା ମୁରାହ ପ୍ରଜାତିର ମଇଁଷି ସରସ୍ବତୀ ୫୧ ଲକ୍ଷ ଟଙ୍କାରେ ବିକ୍ରି ହୋଇଛି। ହରିୟାଣାର ହିସାର ଜିଲାର ଲିତାନିରେ…

5 years ago
ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…

ବିବାହରେ ମନ୍ତ୍ର ବଦଳରେ ପଢ଼ାଗଲା ଆମେ ଭାରତବାସୀ…

କାଙ୍କେର,୨୭।୨: ବିବାହରେ ମନ୍ତ୍ର ପାଠ କରାଯାଇଥାଏ। ତେବେ ଛତିଶଗଡ଼ କାଙ୍କେରରେ ଏକ ଏକ ବିବାହ ଉତ୍ସବରେ ମନ୍ତ୍ର ବଦଳରେ ଆମେ ଭାରତବାସୀ ପାଠ କରାଯାଇ କନ୍ୟା-ବର ପରସ୍ପରକୁ…

5 years ago
ଏମିତି ଜୀବ, ଯିଏ ନିଃଶ୍ୱାସ ନ ନେଇ ବି ବଞ୍ଚିଥାଏଏମିତି ଜୀବ, ଯିଏ ନିଃଶ୍ୱାସ ନ ନେଇ ବି ବଞ୍ଚିଥାଏ

ଏମିତି ଜୀବ, ଯିଏ ନିଃଶ୍ୱାସ ନ ନେଇ ବି ବଞ୍ଚିଥାଏ

ଜେଲିଫିଶ ଦେଖିବାକୁ ଯେମିତି ଠିକ୍‌ ସେହିପରି ବୈଜ୍ଞାନିକମାନେ ଏକ ନୂତନ ଜୀବର ସନ୍ଧାନ ପାଇଛନ୍ତି। ଯାହା ନିଃଶ୍ୱାସ ନ ନେଇ ବଞ୍ଚିପାରିବ। ଏପରିକି ଜିଇଁବା ପାଇଁ ଅମ୍ଳଜାନ…

5 years ago
ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…

ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ, ଘଣ୍ଟା ପ୍ରତି ବେଗ…

ଓ୍ବାଶିଂଟନ୍‌: ଏମିତି ଏକ ବିମାନ ରହିଛି, ଯାହାକୁ ବିଶ୍ୱର ସବୁଠୁ ସୁରକ୍ଷିତ ବିମାନ କୁହାଯାଇଥାଏ। ଏହା ଆଉ କାହାର ନୁହେଁ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିମାନ।…

5 years ago
୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

୩୮୦ ବର୍ଷ ଧରି ପାଳିତ ହେଉଥିବା ରିଓ ଉତ୍ସବରେ ଗଣେଶଙ୍କ ମେଢ଼

ରିଓ ଡି ଜେନେରିଓ,୨୬।୨: ଭାରତରେ ଅଗ୍ରପୂଜ୍ୟ ଗଣେଶଙ୍କୁ ପୂଜା କରାଯାଇଥାଏ। ତେବେ ବିଦେଶରେ ମଧ୍ୟ ଗଣପତିଙ୍କ ବହୁ ମନ୍ଦିର ରହିଛି। ବ୍ରାଜିଲ୍‌ର ରିଓ ଡି ଜେନେରିଓରେ ପ୍ରତିବର୍ଷ…

5 years ago
ସରୋଗେଟ୍‌ ମା’ଠାରୁ ଜନ୍ମ ନେଲେ ୨ ଚିତାବାଘ ଶାବକସରୋଗେଟ୍‌ ମା’ଠାରୁ ଜନ୍ମ ନେଲେ ୨ ଚିତାବାଘ ଶାବକ

ସରୋଗେଟ୍‌ ମା’ଠାରୁ ଜନ୍ମ ନେଲେ ୨ ଚିତାବାଘ ଶାବକ

ପୋବେଲ,୨୬।୨: ଇନ୍‌ ଭିଟ୍ରୋ ପଦ୍ଧତିରେ ମଣିଷ କ୍ଷେତ୍ରରେ ସରୋଗେଟ୍‌ ମା’ଠାରୁ ସନ୍ତାନ ଜନ୍ମ ପ୍ରକିୟା ଜାରି ରହିଛି। ତେବେ ଗତ ୩୦ ବର୍ଷ ପରେ ଆମେରିକା ଓହିଓଠାରେ…

5 years ago
ପ୍ରତିରୋପଣ ହେଲା ଶୁଆ ଡେଣାର ପରପ୍ରତିରୋପଣ ହେଲା ଶୁଆ ଡେଣାର ପର

ପ୍ରତିରୋପଣ ହେଲା ଶୁଆ ଡେଣାର ପର

ବ୍ରିସ୍‌ବେନ,୨୬।୨: ଆଧୁନିକ ଚିକିତ୍ସା ବିଜ୍ଞାନ ସହାୟତାରେ ମଣିଷର ଅଙ୍ଗ ପ୍ରତିରୋପଣ ହୋଇପାରୁଛି। ତେବେ ଅଷ୍ଟ୍ରେଲିଆରେ ଏକ ଶୁଆ କ୍ଷେତ୍ରରେ ଏହା ସମ୍ଭବ ହୋଇପାରିଛି। ୧୨ ସପ୍ତାହର ଛୋଟ…

5 years ago
ଏହି ଭାରତୀୟ ଯୁବକଙ୍କୁ ଟ୍ରମ୍ପ କାହିଁକି ଦେଲେ ସ୍ବତନ୍ତ୍ର ଉପହାରଏହି ଭାରତୀୟ ଯୁବକଙ୍କୁ ଟ୍ରମ୍ପ କାହିଁକି ଦେଲେ ସ୍ବତନ୍ତ୍ର ଉପହାର

ଏହି ଭାରତୀୟ ଯୁବକଙ୍କୁ ଟ୍ରମ୍ପ କାହିଁକି ଦେଲେ ସ୍ବତନ୍ତ୍ର ଉପହାର

ଆଗ୍ରା,୨୫।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସହଧର୍ମଣୀ ମେଲାନିଆ ଟ୍ରମ୍ପଙ୍କ ସମେତ ଝିଅ ଜ୍ୱାଇଁ ପ୍ରଥମ ଥର ଭାରତକୁ ଆସିଛନ୍ତି। ସୋମବାର ଟ୍ରମ୍ପ ଓ ମେଲାନିଆ ଆଗ୍ରାରେ…

5 years ago