ଫୁରସତ

ଚନ୍ଦ୍ରୟାନ-୨ରେ ଲାଲବାଗ ରାଜା

ମୁମ୍ବାଇ: ଭାଦ୍ରବ ଶୁକ୍ଳପକ୍ଷରେ ଗଣେଶ ଚତୁର୍ଥୀ ପଡ଼ୁଥିବା ବେଳେ ଚଳିତ ବର୍ଷ ସେପ୍ଟେମ୍ବର ୨ରେ ଏହା ପାଳନ କରାଯିବ। ଏନେଇ ପଲ୍ଲୀଠାରୁ ଆରମ୍ଭ କରି ସହର ସବୁ…

5 years ago

ଘରୁ ମୂଷା ଓ ଚୁଚୁନ୍ଦ୍ରାଙ୍କୁ ତଡ଼ିବାର ସହଜ ଉପାୟ…

କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ ତଡ଼ିବା…

5 years ago

ପଞ୍ଜାବୀ ଭାଷାର ପ୍ରଥମ ନାରୀକବି ଅମୃତାଙ୍କ ୧୦୦ତମ ଜନ୍ମବାର୍ଷିକୀ: ଡୁଡଲ୍‌ କରି ମନେ ପକାଇଲା ଗୁଗଲ୍‌

ଲୋକପ୍ରିୟ ପଞ୍ଜାବୀ ଲେଖିକା ଅମୃତା ପ୍ରୀତମଙ୍କ ଶନିବାର ୧୦୦ତମ ଜନ୍ମବାର୍ଷିକୀ। ଏହି ଅବସରରେ ତାଙ୍କୁ ଡୁଡଲ୍‌ ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଦେଇଛି ଗୁଗୁଲ। ୧୯୧୯ରେ ପଞ୍ଜାବର ଗୁଜରାଂବାଲା ଜିଲାରେ…

5 years ago

ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଚଳିତବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର ୨ରେ ପଡୁଥିବାବେଳେ ଏହି ଦିନରେ ଘରେ ପୂଜାର୍ଚ୍ଚନା କରିବା ଫଳରେ ସୁଖଶାନ୍ତି ବଢ଼ିଥାଏ। କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଆୟ ଅଧିକ…

5 years ago

ଏହି ମନ୍ଦିରରେ ଭକ୍ତଙ୍କୁ ପ୍ରସାଦରେ ମିଳେ ସୁନା

ଭାରତରେ ଏଭଳି ବହୁ ମନ୍ଦିର ରହିଛି, ଯାହା ନିଜ ସ୍ବତନ୍ତ୍ରତା ପାଇଁ ପରିଚିତ। ଏଭଳି ଏକ ନିଆରା ମନ୍ଦିର ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ରତଲାମ ସହରର ମାଣକରେ।…

5 years ago

୨ବର୍ଷର ପିଲା ପାଇଁ ହାରୀ ପୋଟରଙ୍କ କାହାଣୀରେ ଥିବା ଘର ତିଆରି କଲେ ଅଭିଭାବକ

ପିଲାମାନଙ୍କୁ ଭଗବାନଙ୍କ ରୂପ କୁହାଯାଇଥାଏ। ପ୍ରାୟ ଅଧିକାଂଶ ଘରର ବୟୋଜ୍ୟେଷ୍ଠମାନେ ପିଲାମାନଙ୍କ ଇଚ୍ଛା ପୂରଣ କରିଥାନ୍ତି। ସେମିତି ଏକ ଘଟଣା କାନାଡ଼ା ସହରରେ ଦେଖିବାକୁ ମିିଳିଛି। ୨…

5 years ago

ଟ୍ରେନ୍‌ର ଭ୍ରମ ସୃଷ୍ଟି କରୁଛି ଏହି ସ୍କୁଲ, ଷ୍ଟେଶନ ପରି ସଜେଇ ହୋଇଛି ପାରିପାର୍ଶ୍ୱ

ରେଲ୍‌ଓ୍ବେ ଷ୍ଟେଶନ ତ ଦେଖିଥିବେ ନିଶ୍ଚିତ। କିନ୍ତୁ ଏମିତି ଏକ ସ୍କୁଲ ରହିଛି ଯାହା ଦେଖିବାକୁ ଅବିକଳ ରେଲ୍‌ଓ୍ବେ ଷ୍ଟେଶନ ପରି। ଅବିଶ୍ୱସନୀୟ ଲାଗୁଥିଲେ ମଧ୍ୟ ରାଜସ୍ଥାନର…

5 years ago

ହାତୀମଳରୁ ତିଆରି ହେବ କଫି, ୧ କପ୍‌ର ଦାମ୍‌ ୫ ହଜାର ଟଙ୍କା

କାନାଡ଼ାର ବିଜ୍‌ନେସ୍‌ ମ୍ୟାନ୍‌ ବ୍ଲାକ୍‌ ଡିଙ୍କିନ୍‌ ଏମିତି କଫି ତିଆରି କରିବାକୁ ଯାଉଛନ୍ତି ଯାହାର ପ୍ରସ୍ତୁତି ପ୍ରଣାଳୀ ଆଉ ଦାମ୍‌ ଶୁଣି ଆଶ୍ଚର୍ଯ୍ୟ ହୋଇଯିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ…

5 years ago

ଏମିତି ମନ୍ଦିର ଯେଉଁଠି ପ୍ରସାଦ ବଦଳରେ ଭକ୍ତଙ୍କୁ ଦିଆଯାଏ ଟଙ୍କା, ଅଳଙ୍କାର

ଭାରତରେ ଏମିତି ଅନେକ ମନ୍ଦିର ରହିଛି ଯାହାର ନିଜର ସ୍ବତନ୍ତ୍ରତା ରହିଛି। ସେମିତି ଏକ ମନ୍ଦିର ହେଉଛି ମଧ୍ୟପ୍ରଦେଶର ରତଲାମ ଶହରର ମାଣକରେ ଅବସ୍ଥିତ ମା’ ଲକ୍ଷ୍ମୀଙ୍କ…

5 years ago

ବ୍ଲକେଜ୍‌ ହଟାଇବ ରୋବୋଟିକ ଥ୍ରେଡ୍‌

ଓ୍ବାଶିଂଟନ: ମାସାଚ୍ୟୁସେଟସ ଇନ୍‌ଷ୍ଟିଚ୍ୟୁଟସ ଅଫ୍‌ ଟେକନୋଲୋଜି(ଏମ୍‌ଆଇଟି)ର ଗବେଷକମାନେ ବିକାଶ କରିଛନ୍ତି ଏକ ରୋବୋଟିକ ଥ୍ରେଡ୍‌। ଏହା ଚୁମ୍ବକୀୟ ଶକ୍ତି ଦ୍ୱାରା ସଞ୍ଚାଳିତ ହୋଇପାରୁଛି। ଏହା ଅତି ସରୁ…

5 years ago