ଫୁରସତ

ଡ୍ରାଇଭିଂ ସମୟରେ ଅଧିକାଂଶ ଭାରତୀୟ ମୋବାଇଲ ବ୍ୟବହାର କରନ୍ତି

ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରିବାର କୁପରିଣତି ଜାଣିବା ପରେ ମଧ୍ୟ ଭାରତରେ ପାଖାପାଖି ୬୨ ପ୍ରତିଶତ ଲୋକ ଡ୍ରାଇଭିଂ ସମୟରେ ମୋବାଇଲ ବ୍ୟବହାର କରୁଥିବା ଜଣାପଡିଛି।…

5 years ago

କାର୍‌ କିଣିବା ନିଶା : ଜାଗୁଆର କିଣିବା ପାଇଁ ବାପା ମନା କରିବାରୁ କେନାଲ୍‌ରେ ବିଏମ୍‌ଡବ୍ଲ୍ୟୁ ଭସାଇଦେଲେ ଯୁବକ

ହରିୟାଣାର ଜଣେ ଯୁବକଙ୍କ ଅଜବ ନିଶା ସମ୍ପର୍କରେ ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ। ଯୁବକ ଜଣକଙ୍କର କାର୍‌ କିଣିବାରେ ଭାରି ନିଶା। ଗୋଟିଏ ପରେ ଗୋଟିଏ ଦାମୀ କାର୍‌…

5 years ago

ଓଲଟା ପିରାମିଡ୍‌ ସଦୃଶ ଲାଇବ୍ରେରୀ, ଜାଣନ୍ତୁ କେଉଁଠି…

ବିଶ୍ୱରେ ଏମିତି ଏକ ଲାଇବ୍ରେରୀ ଅଛି ଯାହା ଦେଖିବାକୁ ଓଲଟା ପିରାମିଡ୍‌ ସଦୃଶ। ବିଶ୍ୱାସ ହେଉ ନ ଥିଲେ ବି ସତ। ଜର୍ମାନୀର ଷ୍ଟଟ୍‌ଗାର୍ଟ ସିଟି ଲାଇବ୍ରେରୀ…

5 years ago

ସରକାରୀ ବୈଠକରେ ଜଙ୍କ୍‌ଫୁଡ୍‌ ମନା : ମୁଢ଼ି,ଫଳ ଖାଇବେ ଅଧିକାରୀ ଓ ମନ୍ତ୍ରୀ

ସରକାରୀ ବୈଠକରେ ଅଧିକାରୀଙ୍କଠାରୁ ଆରମ୍ଭ କରି ମନ୍ତ୍ରୀଙ୍କ ପର୍ଯ୍ୟନ୍ତ କେହି ଜଙ୍କ୍‌ଫୁଡ୍‌ ଖାଇବେ ନାହିଁ ବୋଲି ବିହାର ସରକାର ତଥା ନୀତିଶ ସରକାର ପ୍ରତିବନ୍ଧକ ଲଗାଇଛନ୍ତି। ବୈଠକରେ…

5 years ago

ମହିଳାଙ୍କୁ ସୁରକ୍ଷା ଦେବ ସ୍ମାର୍ଟ ଚୁଡ଼ି

ଆଜିକାଲି ମହିଳା ନିଖୋଜ, ଅପହରଣ, ବଳାତ୍କାର ପରି ଘଟଣା ଦ୍ରୁତ ଗତିରେ ବଢ଼ିଚାଲିଛି। ଏହାକୁ ରୋକିବା ତଥା ମହିଳାଙ୍କ ସୁରକ୍ଷା ପାଇଁ ହାଇଦ୍ରାବାଦର ଗଡି ହରିଶ ନାମକ…

5 years ago

୪୦ ହଜାର ମାନବ କଙ୍କାଳରେ ନିର୍ମିତ ଚର୍ଚ୍ଚ

ଯେମିତି ହିନ୍ଦୁଙ୍କର ମନ୍ଦିର, ମୁସ୍‌ଲିମ୍‌ଙ୍କର ମସ୍‌ଜିଦ୍‌, ସେମିତି ଖ୍ରୀଷ୍ଟଧର୍ମାବଲମ୍ବୀମାନେ ଚର୍ଚ୍ଚରେ ନିଜ ଇଷ୍ଟଙ୍କ ଆରାଧନା କରିଥାନ୍ତି। ବିଶ୍ୱରେ ଥିବା ଅଧିକାଂଶ ମନ୍ଦିର, ମସ୍‌ଜିଦ୍‌ ଏବଂ ଚର୍ଚ୍ଚ ପଥରରେ…

5 years ago

ଯାଯାବର ଜୀବନ ବିତେ ଶଗଡ଼ ଉପରେ…

ବୁନ୍ଦେଲଖଣ୍ଡରେ ଲୁହରଗଡ଼ିଆ ନାମକ ଏକ ସମ୍ପ୍ରଦାୟ ବାସ କରନ୍ତି। ଏହି ସମ୍ପ୍ରଦାୟ କୌଣସି ଗୋଟିଏ ସ୍ଥାନରେ ବାସ କରନ୍ତି ନାହିଁ। ଜୀବନସାରା ତାଙ୍କର ଯାଯାବର ଭାବେ କଟିଥାଏ।…

5 years ago

ମଙ୍ଗଳ -୨୦୨୦ ରୋଭର୍‌ର ‘ଆଏ’ ଟେଷ୍ଟ କଲା ନାସା

ଓ୍ବଶିଂଟନ: ମଙ୍ଗଳକୁ ନାସାର ରୋବୋଟିକ ମିଶନ-ଦି ମାର୍ସ ୨୦୨୦ ରୋଭର ମଙ୍ଗଳ ପୃଷ୍ଠର କିଭଳି ଭଲଭାବେ ଫଟୋ ନେଇପାରିବ ତାହା ଉପରେ ଏକ ପରୀକ୍ଷା କରାଯାଇଛି। ଏହାକୁ…

5 years ago

ତିନି କପ୍‌ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ

ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍‌ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି କପରୁ…

5 years ago

ଝିଅମାନେ ପିଲାଦିନେ ସକ୍ରିୟ ରହିଲେ ଯୁବାବସ୍ଥାରେ ଫୁସଫୁସ ସୁସ୍ଥ ରହେ

ମାଦ୍ରିଦ: ପିଲାବେଳେ ଝିଅମାନେ ସକ୍ରିୟ ରହିଲେ ଯୁବାବସ୍ଥାରେ ପୁଅମାନଙ୍କ ତୁଳନାରେ ସେମାନଙ୍କ ଫୁସଫୁସ ସୁସ୍ଥ ରହେ ବୋଲି ଏକ ଗବେଷଣାରୁ ଜଣାପଡିଛି । ଏ ସମ୍ବନ୍ଧିତ ତଥ୍ୟ…

5 years ago